Tag Archives: BJD

BJDରେ ବଡ଼ ହଲଚଲ

ଭୁବନେଶ୍ୱର, ୨।୪: କେନ୍ଦ୍ର ସରକାରଙ୍କ ଦ୍ୱାରା ସଂସଦରେ ଉପସ୍ଥାପିତ ହେବାକୁ ଥିବା ଓ୍ବକଫ (ସଂଶୋଧନ) ବିଲ ୨୦୨୪କୁ ବିଜୁ ଜନତା ଦଳ (ବିଜେଡି) ବିରୋଧ କରିବ ବୋଲି ଘୋଷଣା କରିଛି। ଏହି ବିଲ ଆଜି ଲୋକ ସଭାରେ ଉପସ୍ଥାପନ ପାଇଁ ରହିଛି,…

ୱକଫ ବିଲ୍‌କୁ ନେଇ ବଦଳିଲା BJDର ନିଷ୍ପତ୍ତି, ରାଜ୍ୟ ରାଜନୀତିରେ ହଇଚଇ

ନୂଆଦିଲ୍ଲୀ/ଭୁବନେଶ୍ୱର, ୨।୪: ବିଜୁ ଜନତା ଦଳ (ବିଜେଡି) କେନ୍ଦ୍ର ସରକାରଙ୍କ ଓ୍ବକଫ (ସଂଶୋଧନ) ବିଲ ୨୦୨୪କୁ କଡ଼ା ବିରୋଧ କରିଛି। ଏହି ବିଲ ମୁସଲିମ ସମ୍ପ୍ରଦାୟର ଧାର୍ମିକ ଓ ସମ୍ପତ୍ତି ଅଧିକାର ଉପରେ ଆଘାତ ଦେବ ବୋଲି ଦଳ ଅଭିଯୋଗ କରିଛି।…

ପୁଣି ବଦଳିଗଲେ ନବୀନ! ମୋଦିଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ନେଲା ବିଜେଡି

ନୂଆଦିଲ୍ଲୀ/ଭୁବନେଶ୍ୱର, ୨।୪: ବିଜୁ ଜନତା ଦଳ (ବିଜେଡି) କେନ୍ଦ୍ର ସରକାରଙ୍କ ଓ୍ବକଫ (ସଂଶୋଧନ) ବିଲ ୨୦୨୪କୁ କଡ଼ା ବିରୋଧ କରିଛି। ଏହି ବିଲ ମୁସଲିମ ସମ୍ପ୍ରଦାୟର ଧାର୍ମିକ ଓ ସମ୍ପତ୍ତି ଅଧିକାର ଉ ପରେ ଆଘାତ ଦେବ ବୋଲି ଦଳ ଅଭିଯୋଗ…

ସୀମା ପୁନଃ ନିର୍ଦ୍ଧାରଣ ବୈଠକ: ଚେନ୍ନାଇ ଗଲେନି ନବୀନ, ପଠାଇଲେ ପ୍ରତିନିଧି

ଭୁବନେଶ୍ୱର,୨୧ା୩: ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର (୨୨ ମାର୍ଚ୍ଚ) ଚେନ୍ନାଇରେ ହେବାକୁ ଥିବା ସୀମା ପୁନଃ ନିର୍ଦ୍ଧାରଣ ସମ୍ପର୍କିତ ବୈଠକ ପାଇଁ ଦଳର ଦୁଇ ବରିଷ୍ଠ ନେତା ଅମର ପଟ୍ଟନାୟକ ଏବଂ ସଞ୍ଜୟ ଦାସବର୍ମାଙ୍କୁ ପ୍ରତିନିଧିତ୍ୱ…

ତାରାଙ୍କ ସମର୍ଥନରେ ବାହାରିଲା ବିଜେଡି, ନଇଁଲା ଶାସକ ଦଳ

ଭୁବନେଶ୍ୱର,୧୨ା୩: ବରିଷ୍ଠ ନେତା ତଥା କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ସମର୍ଥନରେ ବାହାରିଛି ବିଜେଡି। ତାରାଙ୍କ ନିଲମ୍ବନକୁ ଘୋର ବିରୋଧ କରିଛି ବିଜେଡି। ନିଲମ୍ବନ ପ୍ରତ୍ୟାହାର ପାଇଁ ବିଜେଡି ବିଧାୟକ ବାଚସ୍ପତିଙ୍କୁ ଭେଟିଛନ୍ତି। ଅନ୍ୟପକ୍ଷରେ ବିଜେଡି କଂଗ୍ରେସ ସପକ୍ଷରେ ବାହାରିବା ଦେଖି…

‘କୋଶଳ’ ମନ୍ତବ୍ୟରେ ଜୟନାରାୟଣ ମିଶ୍ରଙ୍କୁ ସମାଲୋଚନା କଲେ ବିଜେଡି, କଂଗ୍ରେସ; ମୁଖ୍ୟମନ୍ତ୍ରୀଙ୍କୁ ମାଗିଲେ ଜବାବ

ଭୁବନେଶ୍ୱର,୯।୩: କୋଶଳ ଅଞ୍ଚଳର ଓଡ଼ିଶା ସହିତ ମିଶ୍ରଣକୁ ଏକ “ଐତିହାସିକ ଭୁଲ” ବୋଲି ବର୍ଣ୍ଣନା କରି ବରିଷ୍ଠ ଭାଜପା ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଏକ ନୂତନ ବିବାଦ ସୃଷ୍ଟି କରିଛନ୍ତି। ତାଙ୍କର ଏହି ମନ୍ତବ୍ୟକୁ ବିରୋଧୀ ଦଳ…

ଦିନକୁ ୨୭ ଟଙ୍କା ଦେଇ ବାହାଦୂରୀ ନେବାକୁ ଚାହୁଁଛି ଭାଜପା: ନବୀନ

ଭୁବନେଶ୍ୱର,୮ା୩: ଭାଜପା ଦିନକୁ ୨୭ ଟଙ୍କା ଦେଇ ବାହାଦୂରୀ ନେବାକୁ ଚେଷ୍ଟା କରୁଛି ବୋଲି ମହିଳା ଦିବସ ଅବସରରେ ଭାଜପାକୁ ଟାର୍ଗେଟ କରି କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜୁବାବୁ ମହିଳାଙ୍କୁ ସଶକ୍ତ କରିଛନ୍ତି ବୋଲି ନବୀନ କହିଛନ୍ତି। ନବୀନ…

ନବୀନଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ, ବିଜୁ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେବାକୁ…

ଭୁବନେଶ୍ୱର, ୪ା୩(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟସ୍ତରୀୟ ବିଜୁ ଜୟନ୍ତୀ କାର୍ଯ୍ୟକ୍ରମ ହେବାକୁ ଯାଉଛି। ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ସମାରୋହକୁ ରାଜ୍ୟ ସରକାର ପାଳନ କରିବାକୁ ଯାଉଥିବା ବେଳେ ଏହି କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ବିରୋଧୀ ଦଳ ନେତା…

ପଞ୍ଚାୟତରାଜ ଦିବସ ରାଜନୀତି: ସରକାରଙ୍କୁ ଘେରିଲା ବିଜେଡି

ଭୁବନେଶ୍ୱର,୪ା୩: ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ପାଳନ ନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେବା ପରେ ରାଜନୀତି ଜୋର ଧରିଛି। ବିରୋଧୀ ବିଜେଡି ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ଦଳ କହିଛି ”ମାର୍ଚ୍ଚ ୫ରେ ପାଳନ ନକରିବା ଦୁର୍ଭାଗ୍ୟଜନକ,…

କ୍ଷମତାକୁ ଆସିବା ପରେ ଏତିକି ଯୋଜନା ଆରମ୍ଭ କଲେଣି ମୋହନ ସରକାର, ବିଧାନସଭାରେ ଦେଲେ ସୂଚନା

ଭୁବନେଶ୍ୱର,୨୦।୨: ରାଜ୍ୟରେ ପୂର୍ବ ବିଜେଡି ସରକାର ଦ୍ୱାରା ଆରମ୍ଭ ହୋଇଥିବା ଯୋଜନାଗୁଡ଼ିକୁ ବନ୍ଦ ନକରି ଓଡ଼ିଶା ସରକାର ନଅଟି ନୂତନ ଯୋଜନା ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ବିଧାନସଭାରେ ଏହା କହିଛନ୍ତି। ଘସିପୁରା ବିଧାୟକ ବଦ୍ରି ନାରାୟଣ…

ଭାଜପା ସରକାର ଉପରେ ବର୍ଷିଲେ ବିଜେଡିର ଆଗଧାଡ଼ି ନେତା, କହିଲେ…

ପାଟଣା,୮ା୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ବିଜେଡି କର୍ମକର୍ତ୍ତା ବୈଠକ ଶନିବାର ରାଜନଗର ମଠପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ବିଜୟ ନାୟକ, ମୁଖ୍ୟବକ୍ତା ଭାବେ ପୂର୍ବତନ ପାଟଣା ବିଧାୟକ ଜଗନ୍ନାଥ…

ଇଏ ବବିଙ୍କୁ ସମ୍ବଲପୁର ପଠାଇଥିଲେ! ଭିତିରି କଥା ଖୋଲିଲେ…

ଭୁବନେଶ୍ୱର,୪।୨: ନିର୍ବାଚନ ପରେ ଭୁଷୁଡି ପଡିଛି ବିଜେଡି ଗଡ। ଏବେ ଦଳ ସଜାଡିବାରେ ଲାଗି ପଡିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। କିନ୍ତୁ ଏହାପରେ ବି ଦଳରେ ଅନ୍ତଃକନ୍ଦଳ ବୃଦ୍ଧି ପାଇବାରେ ଲାଗିଛି। କିଛି ଦିନ ତଳେ ନେତାଜୀ ଜୟନ୍ତୀରେ କଟକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?