Tag Archives: BJD

ଫୋକସରେ ଆଗାମୀ ପଞ୍ଚାୟତ ନିର୍ବାଚନ: ଏବେଠୁ ନିଜ ନିଜ ଦଳ ଛାଡ଼ି ଭାଜପାମୁହାଁ ନେତା-କର୍ମୀ

ଛତ୍ରପୁର,୭ା୫(ଦିଲ୍ଲୀପ ସାମଲ): ଦିନକୁ ଦିନ ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ଭାରତୀୟ ଜନତା ପାର୍ଟି ଶକ୍ତିଶାଳୀ ହେବାରେ ଲାଗିଛି। ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ଜନମଙ୍ଗଳ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ବହୁ ଜନପ୍ରତିନିଧି ଅନ୍ୟ ଦଳ ଛାଡ଼ି ଭାଜପା ଦଳରେ ମିଶିବାରେ ଲାଗିପଡ଼ିଛନ୍ତି।…

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ କରାଯାଇଛି ବୋଲି ବିଜେଡି ଉପସଭାପତି(ମୁଖ୍ୟାଳୟ) ପ୍ରତାପ ଜେନା ଦଳୀୟ ନିର୍ଦ୍ଦେଶନାମାରେ ଦର୍ଶାଇଛନ୍ତି।

ଶଙ୍ଖଭବନରେ ବିଧାୟକ ଦଳ ବୈଠକ ପରେ ବଡ଼ ନିଷ୍ପତ୍ତି ନେବ ବିଜେଡି, ନିଲମ୍ବିତ ହୋଇଥିବା ବିଧାୟକଙ୍କୁ…

ଭୁବନେଶ୍ୱର,୨୭ା୪: ଶଙ୍ଖଭବନରେ ବିଧାୟକ ଦଳ ବୈଠକ ପରେ ବଡ଼ ନିଷ୍ପତ୍ତି ନେବ ବିଜେଡି। ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ପାଇଁ ୬ ବିଧାୟକଙ୍କୁ ନିଲମ୍ବନ କରିଥିଲା ବିଜେଡି। ତେବେ ଏହି ନିଲମ୍ବିତ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ…

ରାଜନୀତିରେ ବାଦବିବାଦ, ବ୍ୟକ୍ତିଗତ କାର୍ଯ୍ୟରେ ବିଜେଡି-ଭାଜପା ଏକାଠି ହୋଇ…

ଗଞ୍ଜାମ,୨୩ା୪(ବିଦ୍ୟାଧର): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ପିତା ତଥା ଧର୍ମପରାୟଣ ବ୍ୟକ୍ତି କାଶୀନାଥ ପାଢ଼ୀଙ୍କ ବିୟୋଗ ଘଟିଥିଲା। ବୁଧବାର ସ୍ବର୍ଗତ ପାଢ଼ୀଙ୍କର ଦ୍ୱାଦଶ ଦିବସରେ ସାନ ବଜାରସ୍ଥିତ ନିଜ ବାସଭବନ ଠାରେ…

ମହିଳା ପ୍ରାର୍ଥୀ ଦେବାରେ ପଛରେ ଭାଜପା, କଂଗ୍ରେସ

ଭୁବନେଶ୍ୱର,୨୦ା୪(ଜିତେନ୍ଦ୍ର କୁମାର ନାୟକ): ଦେଶବ୍ୟାପୀ ଏବେ ଲୋକ ସଭା ଆସନ ବୃଦ୍ଧି ଓ ମହିଳା ସଂରକ୍ଷଣ ଆଇନ ସମ୍ପର୍କରେ ଆଲୋଚନା ତେଜିଛି। ଏପରି ପ୍ରଚ୍ଛଦପଟରେ ୨୦୨୩ରେ ମହିଳା ସଂରକ୍ଷଣ ଆଇନ ସଂସଦରେ ଗୃହୀତ ହୋଇସାରିଥିଲା। ତଥାପି ଦେଶର ଅଧିକାଂଶ ରାଜନୈତିକ ଦଳରୁ…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକୀ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସଭାର ଆୟୋଜନ କରାଯାଇଥିଲା।…

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ ହେବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ ଓ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି। ଏହି…

ମହାନ ଜନନାୟକ ବିଜୁବାବୁଙ୍କୁ ବିଜେଡି ମନେ ପକାଇ…

ପାଟଣା,୧୭ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଶୁକ୍ରବାର ରାଜନଗର ରଘୁନାଥଜୀଉ ମଠ ପରିସରରେ ଅନୁଷ୍ଠିତ ହୋଇଛି। ସଭା ଆରମ୍ଭରେ ବିଜେଡି ନେତାମାନେ ବିଜୁବାବୁଙ୍କ ଫଟୋ ଚିତ୍ରରେ ଧୂପଦୀପ ଓ ପୁଷ୍ପ…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା ଦେଇଛନ୍ତି। ଗରଦପୁର ବ୍ଲକର ବିଜେଡି ପଞ୍ଚାୟତ ସଭାପତି ଓ ବିଭିନ୍ନ ପଞ୍ଚାୟତର ସରପଞ୍ଚ,…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ ସ୍ଥାନୀୟ ରାଜନୀତିରେ ହଲଚଲ ସୃଷ୍ଟି ହୋଇଛି। ତେବେ ଆଗାମୀ ଦିନରେ ସେ କେଉଁ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ ସରକାର ଏହି ନିଷ୍ପତ୍ତିକୁ ପ୍ରତ୍ୟାହର ନ କଲେ ରାଜ୍ୟ ସାରା ଆନ୍ଦୋଳନ ହେଵ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ ନେଇ ଅରୁଣ କହିଛନ୍ତି, କୋଟା ବୃଦ୍ଧି ନେଇ ବିଜେଡି ଦାବି କରୁଥିଲା। ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?