Tag Archives: BJD

ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୨ା୮: ଗୁରୁବାର ବିଧାନସଭା ଆରମ୍ଭରୁ ହଟ୍ଟଗୋଳ ହେବାରୁ ବାଚସ୍ପତି ସୁରମା ପାଢ଼ୀ ସାଢ଼େ ୧୧ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଗଞ୍ଜାମର ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗରେ ବିଜେଡି ହୋ-ହଲ୍ଲା କରିଥିବା ବେଳେ ଇଡି ପ୍ରସଙ୍ଗରେ ବିରୋଧୀ କଂଗ୍ରେସ ମଧ୍ୟ…

ବିଜେଡିରୁ ଇସ୍ତଫା ଦେଲେ କର୍ପୋରେଟର

ଭୁବନେଶ୍ୱର,୧୬ା୮: ଭୁବନେଶ୍ୱରର ୩୭ନଂ ଓ୍ବାର୍ଡର କର୍ପୋରେଟର ବିଜେଡି ଛାଡ଼ିଛନ୍ତି। କର୍ପୋରେଟର ବନ୍ଦିତା ପାଲ୍‌ ଏବଂ ତାଙ୍କ ସ୍ବାମୀ ଶୁକ୍ରବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସ୍ବାଧୀନ ଭାବରେ ଜିତିବା ପରେ ବନ୍ଦିତା ବିଜେଡିରେ ସାମିଲ ହୋଇଥିଲେ। ରାଜନୈତିକ କାରଣ ଦର୍ଶାଇ ସେ ବିଜେଡିରୁ…

ନୂଆ ବିଧାୟକଙ୍କ ପ୍ରଶିକ୍ଷଣ ଶିବିରକୁ ବର୍ଜନ କଲା ବିଜେଡି

ଭୁବନେଶ୍ୱର, ୧୫।୮: ନିର୍ବାଚିତ ବିଧାୟକ ଥିବାରୁ ସେମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିର ବା ଦିଗଦର୍ଶନ କାର୍ଯ୍ଯକ୍ରମକୁ ବର୍ଜନ କରିବ ବିଜେଡି। କାର୍ଯ୍ଯକ୍ରମରେ ଯୋଗ ନ ଦେବାକୁ ବିଜେଡି ନିଷ୍ପତ୍ତି ନେଇଛି। ଏନେଇ ବାଚସ୍ପତିଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ…

୨୦୨୪ ନିର୍ବାଚନରେ ମୋଟା ଅଙ୍କର ଟଙ୍କା ଖର୍ଚ୍ଚ କରିଛି ବିଜେଡି; ସାମ୍ନାକୁ ଆସିଲା ତଥ୍ୟ

ଭୁବନେଶ୍ୱର, ୬।୮: ୨୦୨୪ ନିର୍ବାଚନରେ ବିଜୁ ଜନତା ଦଳ ଓଡ଼ିଶାରେ କ୍ଷମତାଚ୍ୟୁତ ହୋଇଥିବା ବେଳେ ଲୋକ ସଭାରେ ଦଳକୁ ଗୋଟିଏ ହେଲେ ଆସନ ମିଳିନାହିଁ। ଏହାରି ମଧ୍ୟରେ ଗତ ନିର୍ବାଚନରେ ଦଳ କେତେ ଟଙ୍କା ଖର୍ଚ୍ଚ କରିଛି, ସେନେଇ ତଥ୍ୟ ଏବେ…

‘ବବି କହିଥିଲେ ତୁମ କଥା ବୁଝାଯିବ’, ବଡ଼ ଅଭିଯୋଗ ଆଣିଲେ ମମତା ମହନ୍ତ

ଭୁବନେଶ୍ୱର, ୦୬।୦୮: ବିଜୁ ଜନତା ଦଳ ତଥା ରାଜ୍ୟସଭାରୁ ଇସ୍ତଫା ଦେଇଥିବା ମମତା ମହନ୍ତ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁରେ ବଡ ଅଭିଯୋଗ ଆଣିଛନ୍ତି। ଦଳ ଭିତରେ ତାଙ୍କୁ ଅଣଦେଖା କରାଯିବା ସହିତ ରାଜ୍ୟସଭାରୁ କାଢ଼ିଦେବାକୁ କୁହାଯାଇଥିବା ସେ…

ବିଜେଡିର ବରିଷ୍ଠ ନେତା ତଥା ନୟାଗଡ଼ ବିଧାୟକଙ୍କୁ ବଡ଼ ଝଟ୍‌କା, ନୋଟିସ୍‌ ପଠାଇଲେ ହାଇକୋର୍ଟ

ନୟାଗଡ଼, ୦୬।୦୮: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କୁ ବଡ଼ ଝଟ୍‌କା ଲାଗିଛି । ନିର୍ବାଚନରେ ଅନିୟମିତତା ହୋଇଥିବା ନେଇ ରୁଜୁ ମାମଲାରେ ଓଡ଼ିଶା ହାଇକୋର୍ଟ ତାଙ୍କୁ ନୋଟିସ୍‌ ଜାରି କରିଛନ୍ତି । ଚଳିତ…

ବିଜେଡି ରାଜ୍ୟ ସଂଯୋଜକ କମିଟି ସଦସ୍ୟ ହେଲେ ଦେବେଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବିଜେଡି ସଭାପତି ନବୀନ ପଟ୍ଟନାୟକ ରାଜ୍ୟରେ ଦଳର ବିଭିନ୍ନ କାର୍ଯ୍ୟ କଳାପର ରାଜ୍ୟସ୍ତରୀୟ ସଂଯୋଜକ କମିଟି ଗଠନ କରି ସୋମବାର ନାମ ଘୋଷଣା କରିଛନ୍ତି। ଏହି କମିଟିରେ ବରିଷ୍ଠ ବିଜେଡି ନେତା ଦେବୀ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ୧୫…

ଆଗକୁ ବିଜେଡିରେ ବିସ୍ଫୋରଣ ହେବ: କାହିଁକି ଏମିତି କହିଲେ ବିଧାୟକ ସରୋଜ ପାଢ଼ୀ

ଭୁବନେଶ୍ୱର,୩ା୮: ବିଜେଡିରୁ ରାଜ୍ୟ ସଭା ସଦସ୍ୟ ମମତା ମହାନ୍ତ ଇସ୍ତଫା ଦେଇଥିବା ବେଳେ ଭାଜପାରେ ସାମିଲ ହୋଇଛନ୍ତି। ତେବେ ଏହାକୁ ନେଇ ରାଜନୀତି ପାଣିପାଗ ବେଶ୍‌ ସରଗରମ ହୋଇଉଠିଛି। ଉଭୟ ଦଳ ନେତା ପରସ୍ପରକୁ ଆକ୍ଷେପ ପ୍ରତି ଆକ୍ଷେପ କରୁଛନ୍ତି। ଏଥିରେ…

ଓଡ଼ିଶାରେ ଆରମ୍ଭ ହେଲା କି ଖେଳ! ରାଜ୍ୟ ସଭାରେ ନମ୍ବର ଗେମ୍‌ ସ୍ଥିର କରିବ ଭାଜପା

ନୂଆଦିଲ୍ଲୀ/ଭୁବନେଶ୍ୱର,୩୧ା୭: ନିକଟରେ ଅନୁଷ୍ଠିତ ଲୋକ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର(ଭାଜପା) ଆସନରେ ହ୍ରାସ ଘଟିଥାଇପାରେ, କିନ୍ତୁ ଦଳ ନିଶ୍ଚିତ ଭାବରେ ଓଡ଼ିଶାରେ ଏକ ନୂତନ ଦୁର୍ଗ ପାଇଛି। ଭାଜପା କେବଳ ଲୋକ ସଭା ଆସନ ଦୃଷ୍ଟିରୁ ଓଡ଼ିଶାକୁ ପରାସ୍ତ କରିନାହିଁ,…

ଥିଲେ ୩ ବାପି, ଆସିଲେନି ବସନ୍ତ

ପାରାଦୀପ,୨୯।୭(ଶରତ ରାଉତ): ୨୦୨୪ ନିର୍ବାଚନର ମାସେ ୨୪ ଦିନ ପରେ ରବିବାର ପାରାଦୀପ ବିଜେଡିର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପାରାଦୀପ ନୂଆବଜାର ବିଜୁ ପଟ୍ଟନାୟକ ମେମୋରିଆଲ ଟ୍ରଷ୍ଟ ପାଖରେ ଆୟୋଜିତ ଏହି ବୈଠକରେ ପ୍ରମୁଖ ୩ ବାପି ନେତୃତ୍ୱ ନେଇଥିଲେ।…

ବୈଠକ ପରେ ବିଜେଡି ଦେଲା ବଡ଼ ବୟାନ, କହିଲା ବିଧାନସଭାରେ…

ଭୁବନେଶ୍ୱର,୨୦ା୭: ଶନିବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡିର ବିଧାୟକ ଦଳ ବୈଠକ ବସିଥିଲା। ଉକ୍ତ ବୈଠକରେ ବିଧାୟିକା ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିରୋଧୀ ଦଳ ଉପମୁଖ୍ୟସଚେତକ ବିଧାୟକ ପ୍ରତାପ ଦେବଙ୍କ ସମେତ…

ରାଜସ୍ବ ମନ୍ତ୍ରୀଙ୍କ ବୟାନର କଡ଼ା ଜବାବ ଦେଲା ବିଜେଡି

ଭୁବନେଶ୍ୱର,୨୦।୭: ବିଜେଡିର ପାର୍ଟି ଅଫିସ ତଥା ଶଙ୍ଖଭବନକୁ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ଅଭିଯୋଗ କରିଥିଲେ। ସଡ଼କ କିସମ ଜାଗାକୁ ଘରବାଡ଼ିରେ ପରିବର୍ତ୍ତନ କରାଯାଇ ଏହି ଭବନକୁ ବେଆଇନ ଭାବେ ନିର୍ମାଣ କରାଯାଇଥିବା କହିଥିଲେ। ଏହାକୁ ନେଇ ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?