Tag Archives: BJD

ବିଭିନ୍ନ ଲୋକାଭିମୁଖୀ ଯୋଜନା ନେଇ ବିଜେଡିର ଜୋର୍‌ଦାର ପ୍ରଚାର

ମୋରଡ଼ା,୨୯ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ବୁଧବାର ବିଜେଡି ନିଜର ଶକ୍ତି ପ୍ରଦର୍ଶନ କରିଛି। ଏହି ପରିପ୍ରେକ୍ଷୀରେ ଆଜି ଉକ୍ତ ନିର୍ବାଚନମଣ୍ଡଳୀ ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ପଞ୍ଚାୟତରେ ବିଜେଡି ତା’ର ପ୍ରଚାର କରିଛି। ଆଜି ଅପରାହ୍ନରେ ହେଲିକପ୍ଟର ଯୋଗେ…

ମୋ’ ଉପରେ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ସବୁବେଳେ ରହିଛି: ନବୀନ

ଭୁବନେଶ୍ୱର,୨୯ା୫: ଚଳିତ ସାଧାରଣ ନିର୍ବାଚନରେ ବିଜେଡି-ଭାଜପା କଡ଼ା ଟକ୍କର ଚାଲିଛି। ଭାଜପା ବିଜେଡିକୁ ଟାର୍ଗେଟ୍‌ କରୁଥିବା ବେଳେ ବିଜେଡି ଭାଜପାକୁ ଟାର୍ଗେଟ୍‌ କରୁଛି। ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବିରୋଧୀଙ୍କୁ ଛାଡ଼ି ନାହାନ୍ତି। ବିରୋଧୀଙ୍କ ମନ୍ତବ୍ୟକୁ ନେଇ ନବୀନ…

‘ବିଜେଡି ବିରୋଧରେ ଲଢ଼ିବାକୁ ଭାଜପାର ଦମ୍‌ ନାହିଁ’

ଭୁବନେଶ୍ୱର,୨୯।୫: ନିର୍ବାଚନ କମିଶନ(ଇସି) ମଙ୍ଗଳବାର ବରିଷ୍ଠ ଆଇପିଏସ୍‌ ଅଫିସର ଡି.ଏସ୍‌.କୁଟ୍ଟେଙ୍କୁ ନିଲମ୍ବନ ଏବଂ ଆଶିଷ ସିଂଙ୍କୁ ମେଡିକାଲ ବୋର୍ଡ ଆଗରେ ହାଜର ହେବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଇସିଆଇଙ୍କ ଏହି ନିଷ୍ପତ୍ତିକୁ ନିନ୍ଦା କରିଛି ବିଜେଡି। ଭାଜପାର ବିଜେଡି ବିରୋଧରେ ଲଢ଼ିବାକୁ…

ଦେବପ୍ରିୟ, ରାକେଶ ଚାନ୍ଦବାଲି ନିର୍ବାଚନ ସଂଯୋଜକ ନିଯୁକ୍ତ

ହାଟଡିହୀ,୨୭ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ବିଜେଡିର ଦୁଇ ସକ୍ରିୟ ଯୁବ ନେତାଙ୍କୁ ଚାନ୍ଦବାଲି ନିର୍ବାଚନ ସଂଯୋଜକ ଭାବେ ନିଯୁକ୍ତି ମିଳିଛି। ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ…

ଅପରାଜିତା ଯାହା କରିଛନ୍ତି, ସରପଞ୍ଚ ବି ସେ କାମ କରିଦେବେ: ପାଣ୍ଡିଆନ

ଭୁବନେଶ୍ୱର,୨୨ା୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ହୋଇପଡ଼ିଛି। ବିଶେଷକରି ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପାର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାରର ମଙ୍ଗ ଧରିଛନ୍ତି। ଏହି ପ୍ରଚାର ସମୟରେ ପ୍ରତ୍ୟେକ ଦଳ ପ୍ରତିପକ୍ଷ ଦଳକୁ ଆକ୍ଷେପ…

‘ମିଥ୍ୟା ପ୍ରତିଶ୍ରୁତି ଦେଇ ନିର୍ବାଚନୀ ବୈତରଣୀ ପାର୍‌ ହେବାକୁ ଚାହୁଁଛି ଭାଜପା’

ମୋରଡ଼ା/ରାସଗୋବିନ୍ଦପୁର,୨୨ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ରାସଗୋବିନ୍ଦପୁର ବ୍ଲକର ଅମର୍ଦ୍ଦା ପଡ଼ିଆରେ ବିଜୁ ଜନତା ଦଳ ଶକ୍ତି ପ୍ରଦର୍ଶନ କରିଛି। ଅପରାହ୍ନ ୫ଟାରେ ଅମର୍ଦ୍ଦା ପଡ଼ିଆରେ ଆୟୋଜିତ ୪୮ ନମ୍ବର ଜୋନସ୍ତରୀୟ ନିର୍ବାଚନ ସଭାରେ ୭ ହଜାରରୁ ଊର୍ଦ୍ଧ୍ୱ…

ଯୋଡ଼ିଶଙ୍ଖ ଚିହ୍ନରେ ଭୋଟ୍‌ ଦେବାକୁ ଭୋଟରଙ୍କୁ ନିବେଦନ କଲେ ପ୍ରାର୍ଥୀ

ହାଟଡିହୀ,୨୨ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ପକ୍ଷରୁ ବୁଧବାର ୩୬ନଂ ଜୋନ୍‌ ଅଧୀନ ୯ଟି ପଞ୍ଚାୟତରେ ଜୋନ୍‌ସ୍ତରୀୟ ଶେଷ ନିର୍ବାଚନୀ ପ୍ରଚାର ହୋଇଛି। କର୍ମୀ ଏବଂ ସମର୍ଥକମାନେ ଭାତକରୁଆ ମହାଦେବ ମନ୍ଦିରଠାରେ ଏକତ୍ରିତ ହୋଇଥିଲେ। ବିଜେଡି ବିଧାୟକ…

ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ

ଭୁବନେଶ୍ୱର,୨୦ା୫: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଏଥିରେ ସେ କହିଛନ୍ତି, ମଧ୍ୟବିତ୍ତ ହେଉଛନ୍ତି ସମାଜର ମେରୁଦଣ୍ଡ। ତେଣୁ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ମଧ୍ୟବିତ୍ତଙ୍କ…

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ ଦଶଟାରେ ଏ ଭିଡ଼ ଦେଖି ମୁଁ ଅଭିଭୂତ ହୋଇଥିଲେ। ଏହାସହିତ ସେ କହିଥିଲେ, ”…

ମହାନଦୀ ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ

ଭୁବନେଶ୍ୱର,୨୦।୫: ପୁଣି ଭିଡିଓ ଜାରି କରି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଏଥିରେ ସେ ମହାନଦୀକୁ ପ୍ରସଙ୍ଗ କରି ଭାଜପା ଉପରେ ଖୁବ ବର୍ଷିଛନ୍ତି। ଓଡ଼ିଶା ବିରୋଧରେ କିପରି ଛତିଶଗଡ଼ ଓ କେନ୍ଦ୍ର ସରକାର…

ଭାଜପାରେ ମିଶିଲେ ସମୀର

ଭୁବନେଶ୍ୱର,୧୯ା୫: ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ ରବିବାର ବିଜେଡି ଛାଡ଼ି ଭାଜପାରେ ମିଶିଛନ୍ତି। ଆଜି ସକାଳେ ସେ ତାଙ୍କ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ…

ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି ଅଞ୍ଚଳର ଅଞ୍ଜନ ବେଜ ଓ ଅନ୍ୟମାନେ ଶୁକ୍ରବାର ଭାଜପା ପାର୍ଟି ଅଫିସରେ ଏକ ମିଶ୍ରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri