Tag Archives: BJD

ଶଙ୍ଖ ଭବନରେ ବସିବ ବୈଠକ, ଚୟନ ହେବେ ବିଧାୟକ ଦଳ ନେତା

ଭୁବନେଶ଼୍ବର, ୧୭।୬: ଆସନ୍ତା ୧୯ ତାରିଖ ଦିନ ବିଜୁ ଜନତା ଦଳର ବିଧାୟକମାନଙ୍କୁ ନେଇ ବୈଠକ ବସିବ । ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନରେ ଏହି ବୈଠକ ବସିବା ନେଇ ଜଣାପଡ଼ିଥିବା ବେଳେ ଏଥିରେ ସର୍ବସମ୍ମତି କ୍ରମେ ବିଧାୟକ ଦଳର ନେତା…

ସରକାର ଯିବା ପରେ ଏବେବି କ୍ଷମତାପୂର୍ଣ୍ଣ BJD, ଭାଜପାକୁ…

ନୂଆଦିଲ୍ଲୀ, ୧୭।୬: ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ଏନ୍‌ଡିଏ ସମର୍ଥନରେ ସରକାର ଗଠନ କରିଛି । ଏହାଛଡ଼ା ଦଳ ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜେଡିକୁ ପରାସ୍ତ କରି ପ୍ରଥମ ଥର ପାଇଁ ସରକାର ଗଢ଼ିଛି । ଅନ୍ୟପଟେ ୱାଇଏସ୍‌ଆର କଂଗ୍ରେସକୁ…

ଅନ୍ତର୍ଦ୍ୱନ୍ଦ୍ୱ, ଆତ୍ମଘାତୀ କାର୍ଯ୍ୟ ପରାଜୟର କାରଣ

ବାଲେଶ୍ୱର,୧୭।୬(ମାନସ ବିଶ୍ୱାଳ): ବାଲେଶ୍ୱର ବିଧାନସଭା କ୍ଷେତ୍ରରେ ବିଜେଡିର ପରାଜୟ ପରେ ଦଳ ପକ୍ଷରୁ ରବିବାର ସ୍ଥାନୀୟ ଷ୍ଟେଶନ କ୍ଲବଠାରେ ଏକ ସମୀକ୍ଷା ବୈଠକ କରାଯାଇଥିଲା। ଏଥିରେ ସହର ଓ ବ୍ଲକ ଅଧୀନ ସମସ୍ତ ପଞ୍ଚାୟତର କର୍ମକର୍ତ୍ତା ଯୋଗ ଦେଇଥିଲେ। ବୈଠକରେ ସଦର…

ନବୀନ ନିବାସରେ ବିଜେଡିର ବରିଷ୍ଠ ନେତାଙ୍କ ଆଲୋଚନା, ଏମିତି ହେବ ଆଶା କରି ନ ଥିଲୁ: ଉଷା ଦେବୀ

ଭୁବନେଶ୍ୱର,୧୪।୬(ଅନିଲ ଦାସ): ଗତ ନିର୍ବାଚନରେ ବିଜେଡିର ପରାଜୟ ପରେ ନବୀନ ନିବାସକୁ ବିଜେଡି ନେତାମାନେ ନିୟମିତ ବ୍ୟବଧାନରେ ଆସି ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ୍‌ କରୁଛନ୍ତି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ଉଭୟ ବିଜୟୀ ଓ ପରାଜିତ ଦଳୀୟ…

ଓଡ଼ିଶାରେ ପହଞ୍ଚିଲେ ରାଜନାଥ ସିଂ, ଘୋଷଣା କରିବେ ମୁଖ୍ୟମନ୍ତ୍ରୀଙ୍କ ନାଁ

ଭୁବନେଶ଼୍ବର, ୧୧।୦୬: ଭୁବନେଶ଼୍ବର ବିମାନ ବନ୍ଦରରେ ପହଞ୍ଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ। ଓଡ଼ିଶାର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଆଜି ବିଧାୟକ ଦଳ ବୈଠକରେ ଯୋଗଦେବା ପାଇଁ ପହଞ୍ଚିଛନ୍ତି…

ବିଧାୟକମାନେ କେତେ ଦରମା ପାଆନ୍ତି ଜାଣନ୍ତୁ…

ଭୁବନେଶ଼୍ବର, ୧୦ା୬: ଓଡ଼ିଶା ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଫଳାଫଳ ନିକଟରେ ପ୍ରକାଶ ପାଇଛି। ବହୁମତ ହାସଲ କରି ଭାଜପା ଓଡ଼ିଶାରେ ସରକାର ଗଢ଼ିବାକୁ ଯାଉଛି। ଏହାରି ମଧ୍ୟରେ କିଛି ପୁରୁଣା ନେତା ନିର୍ବାଚନ ଜିତିଥିବା ବେଳେ ଆଉ କିଛି…

ଭାଜପାରେ ଯୋଗ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୮ା୬: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ଏମ୍‌ପି ପ୍ରସନ୍ନ ପାଟ୍ଟଶାଣୀ ଶନିବାର ଦଳ ଛାଡ଼ି ଭାଜପାରେ ଯୋଗ ଦେଇଛନ୍ତି। ପାଟ୍ଟଶାଣୀ ୧୯୯୮ରୁ ୨୦୧୯ ପର୍ଯ୍ୟନ୍ତ ଭୁବନେଶ୍ୱର ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରିଥିଲେ। ସେ ପାଞ୍ଚ ଥର ପାଇଁ ଏମ୍‌ପି ଭାବରେ ନିର୍ବାଚିତ…

ପେଡ଼ି ଖୋଲିଦେଲେ ଉମା ସାମନ୍ତରାୟ, “ମତେ ବାଧ୍ୟକରି ଏଠୁ ନିର୍ବାଚନ ଲଢ଼ାଇଲେ”

ଭୁବନେଶ଼୍ବର, ୮/୬: ବିଜେଡି ନେତା ଉମା ସାମନ୍ତରାୟଙ୍କ ବିସ୍ଫୋରକ ବୟାନ ସାମ୍ନାକୁ ଆସିଛି। ଉମା ତାଙ୍କର ଅସନ୍ତୋଷର ପେଡ଼ି ଖୋଲିଛନ୍ତି। ତାଙ୍କୁ ବାଧ୍ୟକରି ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀକୁ ପଠାଯାଇଥିିବା ସେ କହିଛନ୍ତି । ସେ ୪ ଥର ସତ୍ୟବାଦୀ ବିଧାନସଭା ନିର୍ବାଚନ…

ଇନ୍‌ଷ୍ଟାଗ୍ରାମରୁ ବିଜେଡି ହଟାଇଲେ ପାଣ୍ଡିଆନ, ପରିବର୍ତ୍ତନ କରି ଲେଖିଲେ…

ଭୁବନେଶ୍ୱର,୫ା୬: ସୋସିଆଲ ମିଡିଆ ଆକାଉଣ୍ଟ ଇନ୍‌ଷ୍ଟାଗ୍ରାମରୁ କାର୍ତ୍ତିକ ପାଣ୍ଡିଆନ ବିଜେଡି ହଟାଇ ଦେଇଛନ୍ତି। ଏହାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ସେ ତାଙ୍କ ପ୍ରୋଫାଇଲରେ ବିଜେଡିର ସଦସ୍ୟ ଲେଖିଥିବା ବେଳେ ଏହାକୁ ପରିବର୍ତ୍ତନ କରି ‘ନବୀନ ପଟ୍ଟନାୟକଙ୍କ ସହ କାମ କରିବା…

ହାରିଲେ ବିଜେଡି, କଂଗ୍ରେସ, ଭାଜପା ସଭାପତି

ଭୁବନେଶ୍ୱର,୪ା୬(ଅନିଲ ଦାସ): ଚଳିତ ନିର୍ବାଚନର ଫଳାଫଳ ଅତ୍ୟନ୍ତ ରୋମାଞ୍ଚକ ହୋଇଛି। ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସଭାପତି ଏହି ନିର୍ବାଚନରେ ହାରି ଯାଇଛନ୍ତି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଣ୍ଟାବାଞ୍ଜି ବିଧାନସଭା…

ନବାଗତଙ୍କ ଠାରୁ ହାରିଗଲେ ବିଜେଡିର ଏହି ୧୨ ମନ୍ତ୍ରୀ

ଭୁବନେଶ୍ୱର,୪।୬: ରାଜ୍ୟରେ ୨୦୨୪ ନିର୍ବାଚନର ଫଳାଫଳ ସମସ୍ତଙ୍କ ଚକିତ କରିଛି । ଓଡ଼ିଶାରେ କ୍ଷମତାସୀନ ବିଜେଡିର ଦୁର୍ଗ ଭୁଶୁଡିଛି । ବିଜେଡିର ବହୁ ହେଭିୱେଟ ନେତା ପରାଜିତ ହୋଇଛନ୍ତି ଓ ଅନେକ ନେତାଙ୍କୁ ଶୋଚନୀୟ ଭାବେ ହାରିଥିବା ନିର୍ବାଚନୀ ଫଳାଫଳ ଟ୍ରେଣ୍ଡରୁ…

ବଦଳିଯିବ ଓଡ଼ିଶା ରାଜନୀତି, ଗଠନ ହେବ ନୂଆ ସରକାର !

ଭୁବନେଶ଼୍ବର,୪।୬: ରାଜ୍ୟରେ ଜାରି ରହିଛି ନିର୍ବାଚନ ଗଣତି। ପ୍ରଥମ ପର୍ଯ୍ୟାୟରୁ ଆଗରେ ଥିବା ବିଜେଡି ପୁଣିଥରେ ସରକାର ଗଢ଼ିବା ନେଇ ଆଶା କରାଯାଉଥିଲା । ହେଲେ ଦିନ ୧୦ଟା ପରେ ସ୍ଥିତି ବଦଳିଯାଇଥିଲା। ଲିଡ୍‌କୁ ଚାଲିଆସିଥିଲା ଭାଜପା । ବର୍ତ୍ତମାନ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?