Tag Archives: BJD

ପେଡ଼ି ଖୋଲିଦେଲେ ଉମା ସାମନ୍ତରାୟ, “ମତେ ବାଧ୍ୟକରି ଏଠୁ ନିର୍ବାଚନ ଲଢ଼ାଇଲେ”

ଭୁବନେଶ଼୍ବର, ୮/୬: ବିଜେଡି ନେତା ଉମା ସାମନ୍ତରାୟଙ୍କ ବିସ୍ଫୋରକ ବୟାନ ସାମ୍ନାକୁ ଆସିଛି। ଉମା ତାଙ୍କର ଅସନ୍ତୋଷର ପେଡ଼ି ଖୋଲିଛନ୍ତି। ତାଙ୍କୁ ବାଧ୍ୟକରି ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀକୁ ପଠାଯାଇଥିିବା ସେ କହିଛନ୍ତି । ସେ ୪ ଥର ସତ୍ୟବାଦୀ ବିଧାନସଭା ନିର୍ବାଚନ…

ଇନ୍‌ଷ୍ଟାଗ୍ରାମରୁ ବିଜେଡି ହଟାଇଲେ ପାଣ୍ଡିଆନ, ପରିବର୍ତ୍ତନ କରି ଲେଖିଲେ…

ଭୁବନେଶ୍ୱର,୫ା୬: ସୋସିଆଲ ମିଡିଆ ଆକାଉଣ୍ଟ ଇନ୍‌ଷ୍ଟାଗ୍ରାମରୁ କାର୍ତ୍ତିକ ପାଣ୍ଡିଆନ ବିଜେଡି ହଟାଇ ଦେଇଛନ୍ତି। ଏହାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ସେ ତାଙ୍କ ପ୍ରୋଫାଇଲରେ ବିଜେଡିର ସଦସ୍ୟ ଲେଖିଥିବା ବେଳେ ଏହାକୁ ପରିବର୍ତ୍ତନ କରି ‘ନବୀନ ପଟ୍ଟନାୟକଙ୍କ ସହ କାମ କରିବା…

ହାରିଲେ ବିଜେଡି, କଂଗ୍ରେସ, ଭାଜପା ସଭାପତି

ଭୁବନେଶ୍ୱର,୪ା୬(ଅନିଲ ଦାସ): ଚଳିତ ନିର୍ବାଚନର ଫଳାଫଳ ଅତ୍ୟନ୍ତ ରୋମାଞ୍ଚକ ହୋଇଛି। ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସଭାପତି ଏହି ନିର୍ବାଚନରେ ହାରି ଯାଇଛନ୍ତି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଣ୍ଟାବାଞ୍ଜି ବିଧାନସଭା…

ନବାଗତଙ୍କ ଠାରୁ ହାରିଗଲେ ବିଜେଡିର ଏହି ୧୨ ମନ୍ତ୍ରୀ

ଭୁବନେଶ୍ୱର,୪।୬: ରାଜ୍ୟରେ ୨୦୨୪ ନିର୍ବାଚନର ଫଳାଫଳ ସମସ୍ତଙ୍କ ଚକିତ କରିଛି । ଓଡ଼ିଶାରେ କ୍ଷମତାସୀନ ବିଜେଡିର ଦୁର୍ଗ ଭୁଶୁଡିଛି । ବିଜେଡିର ବହୁ ହେଭିୱେଟ ନେତା ପରାଜିତ ହୋଇଛନ୍ତି ଓ ଅନେକ ନେତାଙ୍କୁ ଶୋଚନୀୟ ଭାବେ ହାରିଥିବା ନିର୍ବାଚନୀ ଫଳାଫଳ ଟ୍ରେଣ୍ଡରୁ…

ବଦଳିଯିବ ଓଡ଼ିଶା ରାଜନୀତି, ଗଠନ ହେବ ନୂଆ ସରକାର !

ଭୁବନେଶ଼୍ବର,୪।୬: ରାଜ୍ୟରେ ଜାରି ରହିଛି ନିର୍ବାଚନ ଗଣତି। ପ୍ରଥମ ପର୍ଯ୍ୟାୟରୁ ଆଗରେ ଥିବା ବିଜେଡି ପୁଣିଥରେ ସରକାର ଗଢ଼ିବା ନେଇ ଆଶା କରାଯାଉଥିଲା । ହେଲେ ଦିନ ୧୦ଟା ପରେ ସ୍ଥିତି ବଦଳିଯାଇଥିଲା। ଲିଡ୍‌କୁ ଚାଲିଆସିଥିଲା ଭାଜପା । ବର୍ତ୍ତମାନ ମଧ୍ୟ…

ତାଳଚେର ବିଧାନସଭା ଆସନ ବଜାୟ ରଖିଲା ବିଜେଡି

ତାଳଚେର,୪।୬: ତାଳଚେର ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ପୁଣିଥରେ ବଜାୟ ରଖିଛି। ବର୍ତ୍ତମାନ ବିଧାୟକ ଥିବା ବ୍ରଜ କିଶୋର ପ୍ରଧାନ ପୁଣିଥରେ ଏହି ଆସନରୁ ବିଜୟୀ ହୋଇଛନ୍ତି। ତାଙ୍କୁ ମୋଟ ୭୫,୬୨୧ ଖଣ୍ଡ ଭୋଟ ମିଳିଥିବା ବେଳେ ନିକଟତମ ପ୍ରତିଦ଼୍ବନ୍ଦୀ…

ବିଜେଡି ହାତରୁ ଖସିଗଲା ଚିଲିକା ଆସନ, ଫୁଟିଲା ପଦ୍ମ

ଭୁବନେଶ଼୍ବର,୪।୬: ବହୁ ଚର୍ଚ୍ଚିତ ଚିଲିକା ବିଧାନସଭା ମଣ୍ଡଳୀ ଶାସକ ଦଳ ହାତରୁ ଖସି ଯାଇଛି। ଭାଜପା ଦଳର ପ୍ରାର୍ଥୀ ପୃଥ଼୍ବୀରାଜ ହରିଚନ୍ଦନ ଏଠାରୁ ବିଜୟୀ ହୋଇଛନ୍ତି। ବିଜେଡି ପ୍ରାର୍ଥୀ ରଘୁନାଥ ସାହୁଙ୍କୁ ପୃଥ଼୍ବୀରାଜ ୪,୫୬୬ ମାର୍ଜିନରେ ପରାସ୍ତ କରିଛନ୍ତି। ପୃଥ଼୍ବୀରାଜଙ୍କୁ ମୋଟ…

ରାଉରକେଲା ବିଧାନସଭାରେ ବିଜେଡି ପ୍ରାର୍ଥୀ ବିଜୟୀ

ରାଉରକେଲା,୩।୬: ରାଜ୍ୟର ଚର୍ଚ୍ଚିତ ବିଧାନସଭା ଆସନ ରାଉରକେଲା ବିଧାନସଭାରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ବିଜେଡି ପ୍ରାର୍ଥୀ ସାରଦା ନାୟକ ବିଜୟୀ ନିକଟତମ ପ୍ରତିଦ୍ବନ୍ଦୀ ଭାଜପାର ଦିଲୀପ ରାୟଙ୍କୁ ୩୫୫୨ ଖଣ୍ଡ ଭୋଟରେ ହରାଇଛନ୍ତି। ସରାଦାଙ୍କୁ ମୋଟ ୬୪ ହଜାର ୬୬୦…

କଟକ ସଦର ବିଧାନସଭା ଆସନ: ୧୦ମ ରାଉଣ୍ଡରେ ବିଜେଡି ଆଗୁଆ

କଟକ,୪ା୬(କାର୍ତ୍ତିକ ସାହୁ): କଟକ ସଦର ବିଧାନସଭା ଆସନରେ ମଙ୍ଗଳବାର ଭୋଟ୍‌ ଗଣତି ଜାରି ରହିଛି। ତେବେ ୧୦ମ ରାଉଣ୍ଡ ସୁଦ୍ଧା ବିଜେଡି ବଧାୟକ ପ୍ରାର୍ଥୀ ଚନ୍ଦ୍ର ସାରଥୀ ବେହେରା ୩୫,୨୯୬ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ଭାଜପାର ପ୍ରକାଶ ଚନ୍ଦ୍ର ସେଠୀ…

କଟକ ଲୋକ ସଭା ଆସନରେ ଭାଜପା ଆଗୁଆ

କଟକ,୪ା୬(କାର୍ତ୍ତିକ ସାହୁ): କଟକ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ୮ମ ରାଉଣ୍ଡ ସୁଦ୍ଧା ୧,୩୫,୫୬୧ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ସନ୍ତୃପ୍ତ ମିଶ୍ର ୧ ୨୪,୦୦୮ ଖଣ୍ଡ ଭୋଟ୍‌ ପାଇଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ…

ଖଲ୍ଲିକୋଟ, କବିସୂର୍ଯ୍ୟନଗରରେ ଭାଜପା ଆଗୁଆ

ପୁରୁଷୋତ୍ତମପୁର,୪ା୬(ସିମାଞ୍ଚଳ ମିଶ୍ର): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ୍‌ ଗଣତି ଚାଲିଛି। ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଷଷ୍ଠ ରାଉଣ୍ଡ ସୁଦ୍ଧା ଭାଜପା ୭୩୮୩ ଭୋଟ୍‌ରେ ଆଗୁଆ ରହିଛି। ଭାଜପା ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ୨୪ହଜାର ୯୫୯ ଖଣ୍ଡ ଭୋଟ୍‌…

କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ଭାଜପା ଆଗରେ

କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): ୨୦୨୪ ସାଧାରଣ ନିର୍ବାଚନ ଫଳ ପାଇଁ ଭୋଟ୍‌ ଗଣତି ଚାଲିଛି। ମଙ୍ଗଳବାର ସକାଳ ୮ଟାରୁ କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟଠାରେ ଆରମ୍ଭ ହୋଇଥିବା ଏହି ଗଣତିରେ ଜିଲାର ଏମ୍‌ପି ଆସନରେ ଭାଜପା ପ୍ରାର୍ଥୀ ଆଗୁଆ ଅଛନ୍ତି। ତେବେ ଦ୍ୱାଦଶ ରାଉଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?