ବିଜେଡିରେ ଆଶାୟୀ ସଂଖ୍ୟା ବଢ଼ି ଚାଲିଛି
ଜଗତ୍ସିଂହପୁର,୧ା୪(ପ୍ରମୋଦ କୁମାର ନାୟକ): ବାଲିକୁଦା-ଏରସମା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଆଶାୟୀ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ନିର୍ବାଚନମଣ୍ଡଳୀରେ ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ଜିଲା ଯୋଜନା କମିଟି ଅଧ୍ୟକ୍ଷ ରଘୁନନ୍ଦନ ଦାସ ବିଧାୟକ ଅଛନ୍ତି। ସେ ଏଥର...
ବିଜେଡିରେ ମିଶିଲେ ଚିରଞ୍ଜୀବ
ଭୁବନେଶ୍ୱର,୩୧ା୩: କଂଗ୍ରେସର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ରବିବାର ବିଜେଡିରେ ସାମିଲ ହୋଇଛନ୍ତି। ଆଜି ଶଙ୍ଖଭବନରେ ସେ ନିଜ ସମର୍ଥକଙ୍କ ସହ ଆସି ବିଜେଡିରେ ମିଶିଛନ୍ତି। ତାଙ୍କୁ ବିଜେଡି ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଥିଲା। ରାଜ୍ୟ ସଭା ଏମ୍ପି ମାନସ...
ଆପଣଙ୍କୁ ବାପା ସମାନ ମାନୁଥିଲି.., ଗତ ୪ ବର୍ଷ ମଧ୍ୟରେ ଶ୍ୱାସରୁଦ୍ଧ ହୋଇଯାଇଛି
ଭୁବନେଶ୍ୱର,୩୦ା୩: ଶନିବାର ଅଭିନେତାରୁ ନେତା ପାଲଟିଥିବା ଅନୁଭବ ମହାନ୍ତି ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଛନ୍ତି। ଅନେକ ଦିନରୁ ଏହି ଆଲୋଚନା ହେଉଥିଲା ବେଳେ ବିଜେଡି ମୁଖିଆ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ସେ ତାଙ୍କର ଇସ୍ତଫା...
ବିଜେଡି ଛାଡ଼ିବା ପରେ କ୍ଷୋଭ ପ୍ରକାଶ କଲେ ଅନୁଭବ, ଲେଖିଲେ ଏମିତି…
କଟକ,୩୦ା୩: ଜଣଙ୍କ ପରେ ଜଣେ ସିନେ ଷ୍ଟାର ବିଜେଡି ଛାଡ଼ିବାରେ ଲାଗିଛନ୍ତି। ପୂର୍ବରୁ ଷ୍ଟାଇଲଶ୍ ହିରୋ ଅରିନ୍ଦମ ରାୟ ବିଜେଡି ଛାଡ଼ିଥିବା ବେଳେ ଦୁଇଦିନ ତଳେ ସୁପରଷ୍ଟାର ସିଦ୍ଧାନ୍ତ ମହାପାତ୍ର ବିଜେଡି ଛାଡ଼ି ଭାଜପାରେ ସାମିଲ ହୋଇଥିଲେ। ଆଜି ଅର୍ଥାତ୍...
କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ
ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼ ଲଢେଇ। ବିଜେଡିରୁ ଇସ୍ତଫା ଦେବା ପରେ ଭର୍ତ୍ତୃହରି ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି।...
ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ସିଦ୍ଧାନ୍ତ, କଡ଼ା ଭାଷାରେ ସମାଲୋଚନା କଲା ବିଜେଡି
ଭୁବନେଶ୍ୱର,୨୮।୩: ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି କଟକ ଏମପି ଭର୍ତ୍ତୃହରି ମହତାବ, ପୂର୍ବତ୍ତନ ଲୋକ ସଭା ଏମପି ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଦଳର ଦୁଇ ବରିଷ୍ଠ ନେତା ଯାଇ ବିରୋଧୀ କ୍ୟାମ୍ପରେ ଯୋଗ...
ଭାଜପାରେ ଯୋଗଦେଲେ ଭର୍ତ୍ତୃହରି ମହତାବ, ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ
ଭୁବନେଶ୍ୱର,୨୮।୩: ନିକଟରେ ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଥିବା କଟକ ଲୋକ ସଭା ଏମପି ଭର୍ତ୍ତୃହରି ମହତାବ ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ଦୁଇଥର ବ୍ରହ୍ମପୁରରୁ ଲୋକ ସଭାକୁ ନିର୍ବାଚିତ ହୋଇଥିବା ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ ଦମୟନ୍ତୀ...
ଭାଜପାରେ ମିଶିପାରନ୍ତି ଅନୁଭବ, ଆଜି ହେବ ସ୍ପଷ୍ଟ
ଭୁବନେଶ୍ୱର,୨୮ା୩: ବିଜେଡି ଟିକେଟ୍ରେ କେନ୍ଦ୍ରାପଡ଼ା ଲୋକ ସଭାକୁ ନିର୍ବାଚିତ ହୋଇଥିବା ଅଭିନେତା ଅନୁଭବ ମହାନ୍ତି ଗୁରୁବାର ଭାଜପାରେ ଯୋଗ ଦେଇ ପାରନ୍ତି ବୋଲି ରାଜନୈତିକ ମହଲରେ ଜୋର୍ଦାର ଚର୍ଚ୍ଚା ହେଉଛି। ଆଜି ଅପରାହ୍ନରେ ଦିଲ୍ଲୀରେ ଭାଜପା ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ...
ଟିକେଟ୍ ପାଇବା ପରେ ନବୀନ ନିବାସରେ ନେତାଙ୍କ ପ୍ରବଳ ଭିଡ଼, ଭେଟିବାକୁ ଆସିଲେ…
ଭୁବନେଶ୍ୱର,୨୮ା୩: ଟିକେଟ୍ ପାଇବା ପରେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇବା ପାଇଁ ନବୀନ ନିବାସରେ ଏମ୍ପି ଏବଂ ବିଧାୟକ ପ୍ରାର୍ଥୀଙ୍କ ପ୍ରବଳ ଭିଡ଼ ଲାଗିଛି। ଏମାନଙ୍କ ମଧ୍ୟରେ କଟକ ଏମ୍ପି ପ୍ରାର୍ଥୀ ସଂତୃପ୍ତ ମିଶ୍ର, କେନ୍ଦ୍ରାପଡ଼ା ଏମ୍ପି ପ୍ରାର୍ଥୀ ଅଂଶୁମାନ...
‘କାହିଁକି ସମ୍ବଲପୁରରୁ ଲଢ଼ିଲେ ବବି’, ରହିଛି ଦୁଇଟି କାରଣ!
ଭୁବନେଶ୍ୱର,୨୭।୩: ଆସନ୍ତା ସାଧାରଣ ନିର୍ବାଚନରେ ସମ୍ବଲପୁର ଲୋକ ସଭା ଆସନରେ ବଡ଼ ଲଢେଇ ଦେଖିବାକୁ ମିଳିବ। ରାଜ୍ୟ ଭାଜପାର ବରିଷ୍ଠ ନେତା ତଥା କେନ୍ଦ୍ର ଶିକ୍ଷା ଏବଂ ଉଦ୍ୟମତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରରୁ ଲୋକସଭା ନିର୍ବାଚନ ଲଢ଼ିବା ଘୋଷଣା...
ଭାଜପାର ଏହି ହେଭିଓ୍ବେଟ୍ ନେତାଙ୍କ ସହ ମୁହାଁମୁହିଁ ହେବେ ବିଜେଡିର ଏହି ହେଭିଓ୍ବେଟ୍ ନେତା
ଭୁବନେଶ୍ୱର,୨୭ା୩: ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାର ୧୮ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଛି। ସେହିପରି ବିଜୁ ଜନତା ଦଳ(ବିଜେଡି) ବୁଧବାର ନିଜର ପ୍ରଥମ...
ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି
ଭୁବନେଶ୍ୱର,୨୭।୩: ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଆଉ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜୁ ଜନତା ଦଳ(ବିଜେଡି)। ପୂର୍ବାହ୍ନରେ ଦଳ ୧ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୯ଟି ଲୋକସଭା ଏବଂ ୭୨ଟି ବିଧାନସଭା କ୍ଷେତ୍ର...
Archives


