Video: ଆଶୀର୍ବାଦ କଲେ ନବୀନ, ଭୁବନେଶ୍ୱରରୁ ମିଳିଲା ଟିକେଟ୍
ଭୁବନେଶ୍ୱର,୨୭।୩: ବୁଧବାର ବିଜୁ ଜନତା ଦଳ(ବିଜେଡି)ରେ ଯୋଗ ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ। ସହଯୋଗୀ ମାନଙ୍କୁ ଧରି ଶଙ୍ଖ ଭବନରେ ଯୋଗ ଦେବା ପରେ ନବୀନ ନିବାସ ଆସି ସେ ଦଳର ମୁଖିଆ...
ନାଁ ନନେଇ କଟାକ୍ଷ କଲେ ଅପରାଜିତା, ”ଯୋ ଡରଗୟା, ୱ ମରଗୟା”
ଭୁବନେଶ୍ୱର,୨୭।୩: ୯ ଲୋକ ସଭା ଆସନ ପାଇଁ ବିଜୁ ଜନତା ଦଳ(ବିଜେଡି) ବୁଧବାର ଟିକେଟ ଘୋଷଣା କରିଛି। ପୂର୍ବରୁ ବହୁ ଆଲୋଚନା ହେଉଥିଲେ ମଧ୍ୟ ଶ୍ରିମୟୀ ମିଶ୍ରଙ୍କୁ ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ଟିକେଟ୍ ମିଳିନାହିଁ। ବରିଷ୍ଠ କଂଗ୍ରେସ...
ଅପରାଜିତାଙ୍କୁ ଅଟକାଇବାକୁ ବଡ଼ ଚାଲ୍ ଚଲାଇଲା ବିଜେଡି, ଏବେ କଠିନ ହୋଇପାରେ ବିଜୟ ରାସ୍ତା
ଭୁବନେଶ୍ୱର,୨୭।୩: ବିଧାନସଭା ଏବଂ ଲୋକ ସଭା ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ୯ ଲୋକ ସଭା ଆସନ ପାଇଁ ଦଳ ଟିକେଟ ଘୋଷଣା କରିଛି। ଏଥିରେ ସବୁଠୁ ବଡ଼...
ମନ୍ମଥ ଯେଉଁ ଦଳକୁ ଯାଉନା କାହିଁକି ସେ ମୋ’ ପୁଅ, ଆମେ ତାକୁ ଜିତାଇବା: ସୁର ରାଉତରାୟ
ଭୁବନେଶ୍ୱର,୨୭।୩: ବିଜେଡିରେ ସାମିଲ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ବୁଧବାର ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ମନ୍ମଥ ଭୁବନେଶ୍ୱର...
ବିଜେଡିରେ ମିଶିଲେ ମନ୍ମଥ ରାଉତରାୟ, ଜଟଣୀ ଆସନରୁ ଲଢ଼ିବା ନେଇ ଚର୍ଚ୍ଚା !
ଭୁବନେଶ୍ୱର,୨୭।୩: ବରିଷ୍ଠ କଂଗ୍ରେସ ନେତା ସୁରେଶ କୁମାର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି। ବୁଧବାର ଶଙ୍ଖ ଭବନରେ ଆୟୋଜିତ ଏହି ମିଶ୍ରଣ ପର୍ବରେ ବିଜେଡି ଏମ୍ପି ମାନସ ମଙ୍ଗରାଜ, ପୂର୍ବତନ ବିଧାୟକ...
୬ ଲୋକ ସଭା, ୪୨ ବିଧାନସଭା ଆସନ ପାଇଁ ବିଜେଡିର ରଣନୀତି
ଭୁବନେଶ୍ୱର, ୨୫।୩(ସୁନିତ୍ ମିଶ୍ର): ବିଜେଡି ପ୍ରତ୍ୟେକ ଦିନ ଭିନ୍ନ ଭିନ୍ନ ଲୋକ ସଭା କ୍ଷେତ୍ର ଏବଂ ଏହାର ଅନ୍ତର୍ଗତ ବିଧାନସଭା ନିର୍ବାଚନମଣ୍ଡଳୀ ଲୋକମାନଙ୍କୁ ଡାକି ଆଲୋଚନା କରିଚାଲିଛି। ଏହିକ୍ରମରେ ରବିବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର,...
ବିଜେଡିରେ ଯୋଗଦେଲେ ଇରାନୀ ରାୟ; ଅରୁଣଙ୍କ ରାସ୍ତା ସଫା, ସମ୍ବିତଙ୍କ ପାଇଁ ସମସ୍ୟା
ଭୁବନେଶ୍ୱର,୨୪।୩: ଭାଜପା ନେତ୍ରୀ ଇରାନୀ ରାୟ ରବିବାର ବିଜେଡିରେ ଯୋଗ ଦେଇଛନ୍ତି। ଶତାଧିକ କର୍ମୀଙ୍କ ସହିତ ଆସି ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଛନ୍ତି। ଇରାନୀ ବିଜେଡିରେ ଯୋଗ ଦେବା ପରେ ନୟାଗଡ଼ ରାଜନୀତିରେ...
ସମ୍ବଲପୁରରେ ମୁହାଁମୁହିଁ ହୋଇପାରନ୍ତି ଦୁଇ ହେବିୱେଟ୍ ନେତା, ଖୁବଶୀଘ୍ର ହୋଇପାରେ ଘୋଷଣା
ଭୁବନେଶ୍ୱର,୨୪।୩: ବିଜୁ ଜନତା ଦଳ(ବିଜେଡି) ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ସମ୍ବଲପୁରରୁ ବିଜେଡି ଲୋକସଭା ପ୍ରାର୍ଥୀ ହେବାର ଅଧିକ ସମ୍ଭାବନା ରହିଛି। ଏହାରି ମଧ୍ୟରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ରବିବାର ସମ୍ବଲପୁର ଲୋକସଭା ଆସନ ଏବଂ ଏହାର...
ଶଙ୍ଖ ଭବନରେ ମକରନ୍ଦ, ବିଜେଡିରେ ଯୋଗ ଦେବାକୁ ନେଇ ବଢ଼ିଲା ଚର୍ଚ୍ଚା
ଭୁବନେଶ୍ୱର,୨୪ା୩: ରବିବାର ଶଙ୍ଖ ଭବନରେ ରାୟଗଡ଼ାର ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲି ପହଞ୍ଚିଛନ୍ତି। ସେ ବିଜେଡି କାର୍ଯ୍ୟାଳୟରେ ପହଞ୍ଚିବା ପରେ ଚର୍ଚ୍ଚା ଜୋର୍ ଧରିଛି। ୨୦୧୯ ନିର୍ବାଚନରେ ରୟଗଡ଼ା ଆସନ ପାଇଁ ସ୍ବାଧୀନ ପ୍ରାର୍ଥୀ ମକରନ୍ଦ ନିର୍ବାଚନ ଜିତିଥିଲେ। ବିଧାୟକ...
ଏପ୍ରିଲ ପ୍ରଥମ ସପ୍ତାହରେ ଆସିପାରେ ବିଜେଡିର ପ୍ରଥମ ପ୍ରାର୍ଥୀ ତାଲିକା
ଭୁବନେଶ୍ୱର,୨୩।୩: ଆସନ୍ତା ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ଏହାର ପ୍ରଥମ ପ୍ରାର୍ଥୀ ତାଲିକା ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରକାଶ କରିପାରେ। ରିପୋର୍ଟ ଅନୁଯାୟୀ ନବୀନ ନିବାସରେ ଆଗାମୀ ନିର୍ବାଚନରେ ବଡ଼ ଲଢେଇ ପାଇଁ ପ୍ରସ୍ତୁତି ଚାଲିଛି। ଏହାରି...
ଏହି ଦୁଇ ଆସନ ପାଇଁ ହୋଇପାରିଲାନି ମେଣ୍ଟ
ଭୁବନେଶ୍ୱର,୨୩ା୩: ଦୀର୍ଘଦିନ ଧରି ଓଡ଼ିଶାରେ ଲାଗି ରହିଥିବା ଭାଜପା-ବିଜେଡି ମେଣ୍ଟରେ ପଡ଼ିଛି ପୂର୍ଣ୍ଣଚ୍ଛେଦ। ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଏକାକୀ ନିର୍ବାଚନ ଲଢ଼ିବାକୁ ଘୋଷଣା କରିବା ପରେ ଦୁଇ ଦଳ ମଧ୍ୟରେ ହେବାକୁ ଥିବା ମେଣ୍ଟ ଦ୍ୱନ୍ଦ୍ୱ...
ଜାଣନ୍ତୁ ଦାମଙ୍କ ରାଜନୀତି କ୍ୟାରିଅର ବିଷୟରେ…
ଭୁବନେଶ୍ୱର,୨୨ା୩: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଶୁକ୍ରବାର ଭୋର୍ରୁ ଦେହାନ୍ତ ହୋଇଛି। ଦାମ ଜଣେ ଦକ୍ଷ ରାଜନେତା ଥିଲେ। ତାଙ୍କର ରୋକଠୋକ୍ ଜବାବ୍ ପାଇଁ ସେ ସବୁବେଳେ ଚର୍ଚ୍ଚାରେ ରହୁଥିଲେ। ଦାମ...
Archives


