Tag Archives: BJD

‘ବିଜେଡି ବିରୋଧରେ ଲଢ଼ିବାକୁ ଭାଜପାର ଦମ୍‌ ନାହିଁ’

ଭୁବନେଶ୍ୱର,୨୯।୫: ନିର୍ବାଚନ କମିଶନ(ଇସି) ମଙ୍ଗଳବାର ବରିଷ୍ଠ ଆଇପିଏସ୍‌ ଅଫିସର ଡି.ଏସ୍‌.କୁଟ୍ଟେଙ୍କୁ ନିଲମ୍ବନ ଏବଂ ଆଶିଷ ସିଂଙ୍କୁ ମେଡିକାଲ ବୋର୍ଡ ଆଗରେ ହାଜର ହେବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଇସିଆଇଙ୍କ ଏହି ନିଷ୍ପତ୍ତିକୁ ନିନ୍ଦା କରିଛି ବିଜେଡି। ଭାଜପାର ବିଜେଡି ବିରୋଧରେ ଲଢ଼ିବାକୁ…

ଦେବପ୍ରିୟ, ରାକେଶ ଚାନ୍ଦବାଲି ନିର୍ବାଚନ ସଂଯୋଜକ ନିଯୁକ୍ତ

ହାଟଡିହୀ,୨୭ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ବିଜେଡିର ଦୁଇ ସକ୍ରିୟ ଯୁବ ନେତାଙ୍କୁ ଚାନ୍ଦବାଲି ନିର୍ବାଚନ ସଂଯୋଜକ ଭାବେ ନିଯୁକ୍ତି ମିଳିଛି। ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ…

ଅପରାଜିତା ଯାହା କରିଛନ୍ତି, ସରପଞ୍ଚ ବି ସେ କାମ କରିଦେବେ: ପାଣ୍ଡିଆନ

ଭୁବନେଶ୍ୱର,୨୨ା୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ହୋଇପଡ଼ିଛି। ବିଶେଷକରି ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପାର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାରର ମଙ୍ଗ ଧରିଛନ୍ତି। ଏହି ପ୍ରଚାର ସମୟରେ ପ୍ରତ୍ୟେକ ଦଳ ପ୍ରତିପକ୍ଷ ଦଳକୁ ଆକ୍ଷେପ…

‘ମିଥ୍ୟା ପ୍ରତିଶ୍ରୁତି ଦେଇ ନିର୍ବାଚନୀ ବୈତରଣୀ ପାର୍‌ ହେବାକୁ ଚାହୁଁଛି ଭାଜପା’

ମୋରଡ଼ା/ରାସଗୋବିନ୍ଦପୁର,୨୨ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ରାସଗୋବିନ୍ଦପୁର ବ୍ଲକର ଅମର୍ଦ୍ଦା ପଡ଼ିଆରେ ବିଜୁ ଜନତା ଦଳ ଶକ୍ତି ପ୍ରଦର୍ଶନ କରିଛି। ଅପରାହ୍ନ ୫ଟାରେ ଅମର୍ଦ୍ଦା ପଡ଼ିଆରେ ଆୟୋଜିତ ୪୮ ନମ୍ବର ଜୋନସ୍ତରୀୟ ନିର୍ବାଚନ ସଭାରେ ୭ ହଜାରରୁ ଊର୍ଦ୍ଧ୍ୱ…

ଯୋଡ଼ିଶଙ୍ଖ ଚିହ୍ନରେ ଭୋଟ୍‌ ଦେବାକୁ ଭୋଟରଙ୍କୁ ନିବେଦନ କଲେ ପ୍ରାର୍ଥୀ

ହାଟଡିହୀ,୨୨ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ପକ୍ଷରୁ ବୁଧବାର ୩୬ନଂ ଜୋନ୍‌ ଅଧୀନ ୯ଟି ପଞ୍ଚାୟତରେ ଜୋନ୍‌ସ୍ତରୀୟ ଶେଷ ନିର୍ବାଚନୀ ପ୍ରଚାର ହୋଇଛି। କର୍ମୀ ଏବଂ ସମର୍ଥକମାନେ ଭାତକରୁଆ ମହାଦେବ ମନ୍ଦିରଠାରେ ଏକତ୍ରିତ ହୋଇଥିଲେ। ବିଜେଡି ବିଧାୟକ…

ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ

ଭୁବନେଶ୍ୱର,୨୦ା୫: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଏଥିରେ ସେ କହିଛନ୍ତି, ମଧ୍ୟବିତ୍ତ ହେଉଛନ୍ତି ସମାଜର ମେରୁଦଣ୍ଡ। ତେଣୁ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ମଧ୍ୟବିତ୍ତଙ୍କ…

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ ଦଶଟାରେ ଏ ଭିଡ଼ ଦେଖି ମୁଁ ଅଭିଭୂତ ହୋଇଥିଲେ। ଏହାସହିତ ସେ କହିଥିଲେ, ”…

ମହାନଦୀ ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ

ଭୁବନେଶ୍ୱର,୨୦।୫: ପୁଣି ଭିଡିଓ ଜାରି କରି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଏଥିରେ ସେ ମହାନଦୀକୁ ପ୍ରସଙ୍ଗ କରି ଭାଜପା ଉପରେ ଖୁବ ବର୍ଷିଛନ୍ତି। ଓଡ଼ିଶା ବିରୋଧରେ କିପରି ଛତିଶଗଡ଼ ଓ କେନ୍ଦ୍ର ସରକାର…

ଭାଜପାରେ ମିଶିଲେ ସମୀର

ଭୁବନେଶ୍ୱର,୧୯ା୫: ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ ରବିବାର ବିଜେଡି ଛାଡ଼ି ଭାଜପାରେ ମିଶିଛନ୍ତି। ଆଜି ସକାଳେ ସେ ତାଙ୍କ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ…

ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି ଅଞ୍ଚଳର ଅଞ୍ଜନ ବେଜ ଓ ଅନ୍ୟମାନେ ଶୁକ୍ରବାର ଭାଜପା ପାର୍ଟି ଅଫିସରେ ଏକ ମିଶ୍ରଣ…

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ମୋରଡ଼ା ନିର୍ବାଚନମଣ୍ଡଳୀ ସଂଯୋଜକ କୃଷ୍ଣାନନ୍ଦ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତଥା ମୋରଡ଼ା ବ୍ଲକ ପର୍ଯ୍ୟବେକ୍ଷକ…

ପ୍ରଚାର ଶେଷଦିନରେ କମାଲ ଦେଖାଇଲା ବିଜେଡି

ପୁରୁଷୋତ୍ତମପୁର,୧୮ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଥିବା ବେଳେ ଏଥିଲାଗି ଶନିବାର ପ୍ରଚାର ଶେଷ ହୋଇଛି। ଏହି ଶେଷଦିନରେ କଂଗ୍ରେସ, ବିଜେଡି ଓ ଭାଜପା ପକ୍ଷରୁ ପ୍ରଚାର କରାଯାଇଥିବା ବେଳେ ସେଥିମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?