Tag Archives: BJD

ଜଗତ୍‌ସିଂହପୁର, ବାଲିକୁଦା-ଏରସମାରେ ଝଡ଼ ପୂର୍ବର ନୀରବତା

ଜଗତ୍‌ସିଂହପୁର,୧୫ା୪ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାରେ ଜଗତ୍‌ସିଂହପୁର ଓ ବାଲିକୁଦା-ଏରସମା ବିଧାନସଭା ଆସନରେ ଟିକେଟରୁ ବଞ୍ଚତ୍ତ କେତେଜଣ ନେତା ଅନ୍ୟ ଦଳ କିମ୍ବା ସ୍ବାଧୀନ ପ୍ରାର୍ଥୀ ହେବାକୁ ମନସ୍ଥ କରିଥିବା ଆଲୋଚନା ହେଉଛି। ଏଭଳି ହେଲେ ନିର୍ବାଚନୀ ଝଡ଼ ନିର୍ଣ୍ଣାୟକ…

କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଇଦାନରେ ୩ ପ୍ରମୁଖ ପ୍ରାର୍ଥୀ

କେନ୍ଦ୍ରାପଡ଼ା,୧୫ା୪ (ଜଗନ୍ନାଥ ଧଳ): ରାଜନୈତିକ ସମ୍ବେଦନଶୀଳ କେନ୍ଦ୍ରାପଡ଼ା ଜିଲାରେ ସାମ୍ପ୍ରତିକ ଖରା ତାତିଠାରୁ ଆହୁରି ଅଧିକ ରାଜନୀତି ତାତି ରହିଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳ ଲୋକ ସଭା ପ୍ରାର୍ଥୀ ଘୋଷଣା ପରେ ପ୍ରାର୍ଥୀମାନେ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ସାଧାରଣ…

ବିଧାନସଭା ଆସନ: କାହାର କେତେ ଘୋଷଣା ବାକି

ଭାଜପାର ୩୫ ରାଉରକେଲା, ତେଲକୋଇ, ଘସିପୁରା, ପାଟଣା, ଚମ୍ପୁଆ, ସାରସକଣା, ରାଇରଙ୍ଗପୁର, କରଞ୍ଜିଆ, ବାଙ୍ଗିରିପୋଷି, ଭୋଗରାଇ, ବସ୍ତା, ନୀଳଗିରି, ଭଣ୍ଡାରିପୋଖରୀ, ବାସୁଦେବପୁର, ବରୀ, ହିନ୍ଦୋଳ, ଝରିଗଁା, ଡାବୁଗଁା, ବାରବାଟୀ-କଟକ, ସାଲେପୁର, କେନ୍ଦ୍ରାପଡ଼ା, ରାଜନଗର, ବାଲିକୁଦା-ଏରସମା, ଜଗତ୍‌ସିଂହପୁର, କାକଟପୁର, ବେଗୁନିଆ, ଖୋର୍ଦ୍ଧା, ସାନଖେମୁଣ୍ଡି,…

୩ ବ୍ଲକ ପାଇଁ ୧୦ଜଣ ସଂଯୋଜକଙ୍କୁ ନିଯୁକ୍ତ କଲା ବିଜେଡି

ଭୁବନେଶ୍ୱର, ୧୫ା୪(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ୩ଟି ବ୍ଲକ ପାଇଁ ମୋଟ୍‌ ୧୦ ଜଣ ସଂଯୋଜକଙ୍କୁ ଦାୟିତ୍ୱ ଦେଇଛନ୍ତି। ଛେଣ୍ଡିପଦା, ତେଲକୋଇ ଏବଂ କଙ୍କଡାହାଡ଼ ବ୍ଲକ ପାଇଁ ମୋଟ୍‌ ଏହି ୧୦ ଜଣ ସଂଯୋଜକ…

ନାମାଙ୍କନ ନ ହେଉଣୁ ବଢ଼ିଲାଣି ନିର୍ବାଚନୀ ତାତି, ଗୋଟିଏ ଦଳକୁ ଟାର୍ଗେଟ କରୁଛି ଆଉ ଏକ ଦଳ

ବରଗଡ଼,୧୩ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି, ରାଜନୈତିକ ଉଷ୍ଣତା ସେତିକି ବଢ଼ିବାରେ ଲାଗିଛି। ବରଗଡ଼ ମଧ୍ୟ ଏଥିରୁ ବାଦ୍‌ ପଡ଼ି ନାହିଁ । ବରଗଡ଼ର ଏକ ହୋଟେଲ ସମ୍ମିଳନୀ କକ୍ଷରେ ଭାଜପାର ମିଶ୍ରଣ ପର୍ବରେ ଦଳର ଜିଲା ସଭାପତି…

ଟିକେଟ୍ ପାଇ ନବୀନଙ୍କୁ କୃତଜ୍ଞତା ଜଣାଇଲେ ଲେଖାଶ୍ରୀ

ଭୁବନେଶ୍ୱର,୧୩ା୪: ବାଲେଶ୍ୱର ଲୋକ ସଭା ପାଇଁ ବିଜୁ ଜନତା ଦଳ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ ଘୋଷଣା କରିବା ପରେ ଶନିବାର ସେ ଦଳର ମୁଖିଆ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି କୃତଜ୍ଞତା ଜଣାଇଛନ୍ତି। ନିକଟରେ ସେ ଭାଜପା ଛାଡ଼ି ବିଜେଡିରେ…

”ହିଂଜିଳିରୁ ଲଢ଼ିବାକୁ ଇଛାଥିଲା, ମିଳିଲାନି ଟିକେଟ୍”: ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର,୧୨।୪: ଚିଲିକା ବିଧାୟକ ତଥା ଭାଜପା ନେତା ପ୍ରଶାନ୍ତ ଜଗଦ୍ଦେବ ପୁଣି ଦେଇଛନ୍ତି ବିସ୍ପୋରକ ବୟାନ। ‘ମୁଖ୍ୟମନ୍ତ୍ରୀ ନବୀନଙ୍କ ବିରୋଧରେ ହିଂଜିଳିରୁ ଆସନରୁ ସେ ଲଢ଼ିବାକୁ ଚାହୁଁଥିବା କହିଛନ୍ତି। ଦଳ ମୋତେ ହିଂଜିଳି ପାଇଁ ପ୍ରାର୍ଥୀ କରିଲା ନାହିଁ’। ଆଗାମୀ ନିର୍ବାଚନ…

ନବୀନ ନିବାସରେ ଜମିଲା ଓଡ଼ିଆ କଳାକାରଙ୍କ ଭିଡ଼

ଭୁବନେଶ୍ୱର,୧୨।୪: ନବୀନ ନିବାସରେ ଜମିଲା ଓଡ଼ିଆ କଳାକାରଙ୍କ ଭିଡ଼। ଶୁକ୍ରବାର ସକାଳୁ ସକାଳୁ ଅନେକ ସିନେ ଅଭିନେତା ଏବଂ ଗୀତିକାରମାନଙ୍କୁ ନବୀନ ନିବାସକୁ ନିମନ୍ତ୍ରଣ କରାଯାଇଥିଲା। ଅଭିନେତା ସ୍ୱରାଜ ବାରିକ, ଅମ୍ଲାନ ଦାସ, ସମ୍ବିତ, ଦେବାଶିଷ, କମେଡିଆନ ସନ୍ତୁ, ଶଙ୍କର, ଗୁଡୁ…

ପ୍ରଦୀପ ପାଣିଗ୍ରାହୀ ବନାମ ଭୃଗୁ ବକ୍ସିପାତ୍ର, ବ୍ରହ୍ମପୁରରେ ସମ୍ମାନର ଲଢେଇ ଲଢ଼ିବେ ବିଜେଡି-ଭାଜପା

ଭୁବନେଶ୍ୱର,୮।୪: ଓଡ଼ିଶାରେ ଆଗାମୀ ସାଧାରଣ ଏବଂ ଲୋକ ସଭା ନିର୍ବାଚନରେ ଶାସକ ଦଳ ବିଜେଡି ଏବଂ ଭାଜପା ପ୍ରାୟ ସମସ୍ତ ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିବା ସହିତ ଓଡ଼ିଶାରେ ଲୋକସଭା ନିର୍ବାଚନ ପାଇଁ ପରସ୍ପରକୁ କଡ଼ା ଟକ୍କର ଦେବାକୁ ପ୍ରସ୍ତୁତ…

ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

ଭୁବନେଶ୍ୱର,୮ା୪: କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟଙ୍କୁ ଦଳ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍‌ ଜାରି ହୋଇଛି। ଏଷନଇ ସୁର ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୁଁ ଅନ୍ୟ ଦଳ ପାଇଁ ପ୍ରଚାର କରିନାହିଁ। ମରିବା ପର୍ଯ୍ୟନ୍ତ କଂଗ୍ରେସରେ ହିଁ…

ବିଜେଡି ଛାଡ଼ିଲେ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ

ଅମରପାଲି,୮ା୪(ପୀତାମ୍ବର ସାହୁ): ସୋମବାର ବିଜେଡିରୁ ଇସ୍ତଫା ଦେଇଛନ୍ତି ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା ଏବଂ ବ୍ଲକ ଉପାଧ୍ୟକ୍ଷ ତଥା ବ୍ଲକ ବିଜେଡି ଯୁବ ସଭାପତି ନାରାୟଣ ଲୁହା ଓ ତାଙ୍କ ଶତାଧିକ ସମର୍ଥକ। ଏନେଇ ଏକ ଖବରଦାତା ସମ୍ମିଳନୀରେ ସୂଚନା…

ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

ବରଗଡ଼,୮ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପୂର୍ବରୁ ବରଗଡ଼ ଜିଲା ବିଜେଡିକୁ ବଡ଼ ଝଟ୍‌କା ଲାଗିଛି। ବିଜେଡିର ଜିଲା ସଭାପତି ତଥା ପୂର୍ବତନ ଲୋକ ସଭା ଏମ୍‌ପି ଡକ୍ଟର ପ୍ରଭାସ ସିଂ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ରକୁ ବିଜେଡି ସୁପ୍ରିମୋ ତଥା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri