ସିବିଆଇ ଏବଂ ଇଡି ଭୟରେ ଭାଜପା ସହିତ ମେଣ୍ଟ କରୁଛି ବିଜେଡି: କଂଗ୍ରେସ
ଭୁବନେଶ୍ୱର,୭ା୩: ଓଡ଼ିଶାରେ ଭାଜପା ଏବଂ ବିଜେଡି ମଧ୍ୟରେ ମେଣ୍ଟ ଚର୍ଚ୍ଚା ଜୋର ଧରିଥିବା ବେଳେ ଗୁରୁବାର ଉଭୟ ଦଳଙ୍କୁ କଟାକ୍ଷ କରିଛି କଂଗ୍ରେସ। ବିଜୁ ଜନତା ଦଳ (ବିଜେଡି) ଓଡ଼ିଶାର ସ୍ୱାର୍ଥ ପାଇଁ ନିଷ୍ପତି ନେଉଥିବା କହୁଥିଲେ ବଳେ ଏହା...
ବିଜେଡିରେ ସାମିଲ ହେଲେ ବିଜୟ ମହାପାତ୍ରଙ୍କ ପୁଅ
ଭୁବନେଶ୍ୱର,୭ା୩: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ଗୁରୁବାର ବିଜେଡିରେ ଯୋଗ ଦେଇଛନ୍ତି। ଆଜି ସେ ନବୀନ ନିବାସରେ ଦଳୀୟ ନେତାଙ୍କ ଉପସ୍ଥିତିରେ ବିଜେଡିରେ ମିଶିଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ବିଜୁବାବୁଙ୍କ...
ଓଡ଼ିଶାର ସ୍ବାର୍ଥ ଦୃଷ୍ଟି ରଖି ନିଆଯିବ ନିଷ୍ପତ୍ତି: ଦେବୀ ପ୍ରସାଦ ମିଶ୍ର
ଭୁବନେଶ୍ୱର,୬।୩: ନବୀନ ନିବାସରେ ଦଳର ଅନେକ ବରିଷ୍ଠ ନେତାଙ୍କୁ ନେଇ ବସିଥିବା ବୈଠକ ପରେ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ର। ”ନବୀନଙ୍କ ନେତୃତ୍ବରେ ଓଡ଼ିଶା ସଫଳତା ପାଇ ଚାଲିଥିଲା ବେଳେ ଓଡ଼ିଶାର ସ୍ବାର୍ଥ...
ନବୀନ ନିବାସରେ ସରିଲା ବୈଠକ, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅପେକ୍ଷା
ଭୁବନେଶ୍ୱର,୬ା୩: ବୁଧବାର ଅପରାହ୍ନରେ ନବୀନ ନିବାସରେ ଦଳର ବରିଷ୍ଠ ନେତାମାନଙ୍କୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଡାକିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକ ଇତିମଧ୍ୟରେ ଶେଷ ହୋଇଛି। ଉକ୍ତ ବୈଠକରେ ୨୦ରୁ ଅଧିକ ବିଜେଡି ନେତା ଉପସ୍ଥିତ ଥିଲେ। ଉକ୍ତ ବୈଠକରେ...
ବିଜେଡିର ନୂଆ ୱେବ୍ସାଇଟ୍ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫ା୩(ଅନିଲ ଦାସ)- ବିଜୁବାବୁଙ୍କ ଜୟନ୍ତୀ ଅବସରରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ନୂତନ ଭାବେ ପ୍ରସ୍ତୁତ ନାଗରିକକୈନ୍ଦ୍ରିକ ୱେବ୍ସାଇଟ୍ https://www.bjdodisha.org.in/homeକୁ ଉନ୍ମୋଚନ କରିଛନ୍ତି ା ଏହି ୱେବ୍ସାଇଟ୍ରେ ମହିଳା ସଶକ୍ତୀକରଣ, ଅନ୍ତର୍ଭୁକ୍ତି ବିକାଶ,...
ଡି. ବିଶ୍ୱନାଥ ଅତାବିରା, ବରଗଡ ବିଜେଡି ପର୍ଯ୍ୟବେକ୍ଷକ
ଭୁବନେଶ୍ୱର,୨୬ା୨(ଅନିଲଦାସ)-ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜେଡିର ବରିଷ୍ଠ ନେତା ଡି. ବିଶ୍ୱନାଥଙ୍କୁ ଅତାବିରା ଏବଂ ବରଗଡ ବିଧାନସଭା ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ସୋମବାର ବିଜେଡି ପକ୍ଷରୁ ପ୍ରେସ...
ଇଲେକ୍ଟୋରାଲ ବଣ୍ଡରେ ଭାଜପାକୁ ମିଳିଛି ସର୍ବାଧିକ ଟଙ୍କା, ଜାଣନ୍ତୁ ବିଜେଡି ପାଇଛି କେତେ ?
ଭୁବନେଶ୍ୱର,୧୬।୨: ବିବାଦୀୟ ଇଲେକ୍ଟୋରାଲ ବଣ୍ଡ୍ ଯୋଜନା କାର୍ଯ୍ୟକାରୀ ହେବାଠାରୁ ଅଦ୍ୟାବଧି ରାଜନୈତିକ ଦଳଗୁଡ଼ିକୁ ଏହାର ବିକ୍ରିରୁ ୧୬,୦୦୦ କୋଟି ଟଙ୍କାରୁ ଅଧିକ ଚାନ୍ଦା ମିଳିଛି। ଏଥିରୁ ଏକ ସିଂହଭାଗ ଶାସକ ଦଳ ଭାଜପାକୁ ମିଳିଥିଲା। ସୁପ୍ରିମକୋର୍ଟ ଉକ୍ତ ଯୋଜନାକୁ ରଦ୍ଦ...
ବିଜେଡି ଛାଡ଼ିଲେ ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକ
ତେଲକୋଇ,୯/୨: ବିଜେଡି ଛାଡିଛନ୍ତି ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକ। ଦଳରେ ଅଣଦେଖା ଅଭିଯୋଗ କରି ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ଏନେଇ ସେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କୁ ଚିଠି ଲେଖି ଇସ୍ତଫା ଦେଇଛନ୍ତି।...
ବିଜେଡିରେ ମିଶିଲେ ଦୈତାରୀ ପଣ୍ଡାଙ୍କ ସମେତ ୨୯ ଯାତ୍ରା କଳାକାର
ଭୁବନେଶ୍ବର ,୨୯ା୧: ସୋମବାର ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ବିଜେଡିରେ ସାମିଲ ହୋଇଛନ୍ତି ୩୦ ଜିଲ୍ଲାରୁ ୨୯ ବିଶିଷ୍ଟ ଯାତ୍ରା କଳାକାର । ଓଡ଼ିଶା କଳାକାର ମହାସଂଘର କଳାକାର ମାନେ ବହୁ ସଂଖ୍ୟାରେ...
ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ସବୁ ଜାଣି ଅଜଣା ହେଉଛନ୍ତି ଧର୍ମେନ୍ଦ୍ର: ବିଜେଡି
ଭୁବନେଶ୍ୱର,୨୦।୧(ଅନିଲ ଦାସ)-ଶିକ୍ଷକ ନିଯୁକ୍ତି ସଂକ୍ରାନ୍ତରେ ସବୁ ଜାଣି ଅଜଣା ହେବାର ନାଟକ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ର ସରକାରଙ୍କ ମିନି ରତ୍ନ ସଂସ୍ଥା କରିଛି ଶିକ୍ଷକ ନିଯୁକ୍ତି। ଟୁଇଟ୍ ଜରିଆରେ ଧର୍ମେନ୍ଦ୍ରଙ୍କୁ ଏଭଳି ଜବାବ ଦେଇଛନ୍ତି ବିଜେଡି ସାଙ୍ଗଠନିକ...
ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ବଳଭଦ୍ର ମାଝୀ
ଭୁବନେଶ୍ୱର, ୮ା୧: ବିଜେଡିରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ବିଧାୟକ ବଳଭଦ୍ର ମାଝୀ। ଦଳରେ ଅବହେଳା ଅଭିଯୋଗ କରି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବୋଲି ସେ ତାଙ୍କର ଚିଠିରେ ଉଲ୍ଲେଖ କରିଛନ୍ତି। କିଛି ଦିନ ତଳେ ରାଜ୍ୟ ସରକାରଙ୍କ...
ନିଃସ୍ବାର୍ଥପର ଭାବେ ଓଡ଼ିଶାବାସୀଙ୍କ କାର୍ଯ୍ୟ କରିବି: ପାଣ୍ଡିଆନ୍
ଭୁବନେଶ୍ୱର.୨୭।୧୧: ୫ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ବିଜେଡିରେ ଯୋଗ ଦେବା ପରେ ସେ ନିଜ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମହାପ୍ରଭୁଙ୍କ ଆଶୀର୍ବାଦ, ମୁଖ୍ୟମନ୍ତ୍ରୀଙ୍କ ଗାଇଡାନ୍ସରେ କାର୍ଯ୍ୟ...
Archives


