Tag Archives: BJD

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ

କେନ୍ଦୁଝର/ପାଟଣା,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସୋମବାର ନିଜ ଗାଁ ପାଟଣା ବ୍ଲକ ଭାଗପସି ଠାକୁରାଣୀ ପୀଠରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରିବା…

‘ଜୁନ୍‌ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି’: ପ୍ରଧାନମନ୍ତ୍ରୀ ମୋଦି

ବ୍ରହ୍ମପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ ଏବଂ ଜୁନ୍‌ ୧୦ରେ ଭାଜପା ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ…

ଟିକେଟ୍ କଟିବା ପରେ ବିଧାୟକ ବିଜୟ ଶଙ୍କରଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୪ା୫(ଅନିଲଦାସ): ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଜନତା ଦଳର ବିଭିନ୍ନ କର୍ମକର୍ତ୍ତାଙ୍କୁ ନିଯୁକ୍ତି ଦିଆଯାଇଛି। କୁଳମଣି ସାମଲଙ୍କୁ ବିଜୁ ଜନତା ଜଳର ଉପସଭାପତି ନିଯୁକ୍ତି ଦିଅଯାଇଥିବା ବେଳେ ତିର୍ତୋଲ ବିଧାୟକ ବିଜୟ ଶଙ୍କର ଦାଶଙ୍କୁ ବାଙ୍ଗିରିପୋଷି ବିଧାନସଭା…

ସମୀର ଦାଶଙ୍କୁ ପ୍ରାର୍ଥୀ କରିବା ପାଇଁ ସମର୍ଥକଙ୍କ ଶେଷ ପ୍ରୟାସ, ସମୂହ ଇସ୍ତଫା ଦେଲେ ସମର୍ଥକ!

ପୁରୀ,୪ା୫: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀମାନଙ୍କ ଶେଷ ପର୍ଯ୍ୟାୟ ତାଲିକା ଘୋଷଣା କରି ସାରିଥିଲେ ମଧ୍ୟ ଆଶା ହରାଇ ନାହାନ୍ତି ନିମାପଡ଼ା ବିଧାୟକ ସମୀର ଦାଶଙ୍କ ସମର୍ଥକ। ଶନିବାର ସମୀର ପୁଣି ଶକ୍ତି…

ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’

ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ କଡ଼ା ଜବାବ ରଖିଛନ୍ତି ବିଜେଡି ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)। ବବି ଏକ୍ସ’ରେ…

ଶେଷ ଦୁଇ ପର୍ଯ୍ୟାୟ ପାଇଁ ପ୍ରକାଶ ପାଇଲା ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର,୩।୫: ଆସନ୍ତା ସାଧାରଣ ନିର୍ବାଚନର ଶେଷ ଦୁଇ ପର୍ଯ୍ୟାୟ ପାଇଁ ଶୁକ୍ରବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏଥିରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୪୦ ଜଣ ରହିଛନ୍ତି। ଦଳର ଷ୍ଟାର ପ୍ରଚାରକମାନେ…

”ମୁଁ ନବୀନ ପଟ୍ଟନାୟକଙ୍କ ମହାନ ମୂଲ୍ୟବୋଧର ଉତ୍ତରାଧିକାରୀ”: କାର୍ତ୍ତିକ ପାଣ୍ଡିଆନ୍

ଭୁବନେଶ୍ୱର,୨ା୫: ଓଡ଼ିଶାରେ ତୀବ୍ର ରାଜନୈତିକ ମାହୋଲ ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ତଥା ଫାଇଭ ଟି ଅଧ୍ୟକ୍ଷ ଏବଂ ନବୀନ ଓଡ଼ିଶା ଚେୟାରମ୍ୟାନ କାର୍ତ୍ତିକ ପାଣ୍ଡିଆନ। ଗୁରୁବାର ଖବର ସରବରାହ ସଂସ୍ଥା ପିଟିଆଇକୁ ଏକ ସାକ୍ଷାତକାର ଦେଇ ପାଣ୍ଡିଆନ…

ବିଜେଡି ଛାଡ଼ିବା ପରେ ଏମିତି କହିଲେ ଅନୁଭବ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ ଟିକେଟ୍‌ ଆଶାୟୀ ଥିଲେ। ମାତ୍ର ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି…

ନାମାଙ୍କନପତ୍ର ଦାଖଲ କଲେ ଦେବେଶ

ବରଗଡ଼,୨ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥୀ ଦେବେଶ ଆଚାର୍ଯ୍ୟ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼…

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ ଟିକେଟ୍‌ ଆଶାୟୀ ଥିଲେ। ମାତ୍ର ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି…

୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ତା’ର ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ ବିଜେଡି ପ୍ରାର୍ଥୀ ଦେଇଛି। କୋରେଇରୁ ସନ୍ଧ୍ୟାରାଣୀ ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ ନୀଳଗିରିରୁ…

ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ

ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍‌ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ ବିଜେଡିର ଲୋକ ସଭା ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ସମର୍ଥକ। ଉଭୟଙ୍କ ସମର୍ଥକମାନେ ଜୋର୍‌ଦାର ହୋ-ହଲ୍ଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?