Tag Archives: BJD

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି। ଗୋଟିଏ ଭୋଟ୍‌ ସଂତୃପ୍ତ ଓ ଆଉ ଗୋଟିଏ ଭୋଟ ଦିଲ୍ଲୀପଙ୍କୁ ଦେଇଛି।…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ ରାଜ୍ୟ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ବିଜୟ ପରେ ରାୟ…

ନବୀନଙ୍କ ପୋଲ୍‌ ଖୋଲିଲେ ପ୍ରତାପ ଷଡ଼ଙ୍ଗୀ, ଅତୀତରେ ମୋତେ ଅଫର ଦେଇଥିବା କହି…

ଭୁବନେଶ୍ୱର,୧୪ା୩: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପୋଲ୍‌ ଖୋଲି ଦେଇଛନ୍ତି ଏମ୍‌ପି ପ୍ରତାପ ଷଡ଼ଙ୍ଗୀ(ନନା)। ସେ କହିଛନ୍ତି, ନବୀନ ଘୋଡ଼ା ବେପାରରେ ମାହିର। ଅତୀତରେ ମୋତେ ଘୋଡ଼ା ବେପାର ପାଇଁ ଅଫର ଦେଇଥିଲେ ନିଜେ ନବୀନ। ମୋତେ କିଣିବାକୁ ୩…

ବିଜେଡି ସହ ବୁଝାମଣାକୁ ନେଇ ଏମିତି କହିଲେ ସୋଫିଆ, କଂଗ୍ରେସର ସ୍ଥିତି ଆଜି କେବଳ…

ଭୁବନେଶ୍ୱର,୧୪ା୩: ବିଧାୟିକା ସୋଫିଆ ଫିର୍ଦ୍ଦୋସ ଖୋଲାଖୋଲି ଭାବେ ତାଙ୍କର ଅସନ୍ତୋଷ ଝାଡ଼ିଛନ୍ତି। ବିଜେଡି ସହ ବୁଝାମଣାକୁ ନେଇ ଉଠୁଥିବା କଥା ଉପରେ ସେ ଖୁବ୍‌ ରାଗିଯାଇଛନ୍ତି। ସେ କହିଛନ୍ତି, ରାଜ୍ୟ ସଭା ପାଇଁ ପ୍ରାର୍ଥୀ ଚୟନ ପୂର୍ବରୁ କୌଣସି ଆଲୋଚନା ହୋଇନି।…

ବିଜେଡିକୁ ଶକ୍ତ ଝଟ୍‌କା, ଦଳ ଛାଡିଲେ ବଡ଼ ନେତା

ଭୁବନେଶ୍ୱର,୧୦।୩: ବିଜେଡିକୁ ଶକ୍ତ ଝଟ୍‌କା। ଦଳରୁ ଇସ୍ତଫା ଦେଲେ ବାଲେଶ୍ୱରର ପୂର୍ୱତନ ଏମପି ରବୀନ୍ଦ୍ର ଜେନା । ବାଲେଶ୍ୱରର ପୂର୍ୱତନ ଏମପି ରବୀନ୍ଦ୍ର ଜେନା ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଦଳର ସୁପ୍ରିମୋ ନବୀନ…

ବିଜୁବାବୁଙ୍କ ନିର୍ଭୀକ ନେତୃତ୍ୱକୁ ନେଇ ନେତା କହିଲେ…

ପାଟଣା,୫ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ୧୧୦ତମ ବିଜୁ ଜୟନ୍ତୀ ପାଟଣା ମୁଖ୍ୟାଳୟ ଆନନ୍ଦେଶ୍ୱର ଶିବ ମନ୍ଦିର ସନ୍ନିକଟ କଲ୍ୟାଣମଣ୍ଡପଠାରେ ବିଜେଡି ତରଫରୁ ଗୁରୁବାର ଅନୁଷ୍ଠିତ ହୋଇଛି। ପାଟଣା ନିର୍ବାଚନ ମଣ୍ଡଳୀର ପାଟଣା, ସାହାରପଡ଼ା, ଚମ୍ପୁଆ ଓ ଝୁମ୍ପୁରା…

ବିଜୁବାବୁଙ୍କୁ ଭାରତରତ୍ନ ମିଳିବା ନେଇ ଦାବି ଉଠାଇଲା ବିଜେଡି

ବରଗଡ଼,୫ା୩(ପ୍ରେମାନନ୍ଦ ଖମାରୀ): ମହାନ ଜନନାୟକ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକ ୧୧୦ତମ ଜୟନ୍ତୀ ବିଜୁ ଜନତା ଦଳ ବରଗଡ଼ ଜିଲା ତରଫରୁ ଗୁରୁବାର ପାଳିତ ହୋଇଯାଇଛି। ପୂର୍ବତନ ବିଧାୟକ ତଥା ରାଜ୍ୟ ବରିଷ୍ଠ ସାଧାରଣ ସମ୍ପାଦକ ଦେବେଶ ଆଚାର୍ଯ୍ୟଙ୍କ ନେତୃତ୍ୱରେ ବିଜେଡି କର୍ମୀ…

‘ବିଜୁବାବୁଙ୍କ ନୀତି ଆଦର୍ଶକୁ ପାଥେୟ କରି ସମାଜସେବାରେ ବ୍ରତୀ ହେବାକୁ ଆହ୍ବାନ’

ବଞ୍ଚୋ,୫ା୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ହାଟଡିହୀ ବ୍ଲକରେ ଗୁରୁବାର ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ଏକ ସ୍ମୃତିଚାରଣ କାର୍ଯ୍ୟକ୍ରମ ଓ ସେବା କାର୍ଯ୍ୟକ୍ରମ ଆୟୋଜିତ…

ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର, ପାଖରେ ଅଛନ୍ତି ନବୀନଙ୍କ ସହ…

ଭୁବନେଶ୍ୱର,୫ା୩: ରାଜ୍ୟ ସଭା ପାଇଁ ଗୁରୁବାର ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର। ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ଆଜି ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ୩ ସେଟ୍‌ର ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ଭରିବା ସମୟରେ ବିଜେଡି ଏବଂ…

ବିଜେଡି ଯାହା କରିଛି ଠିକ୍‌ କରିଛି, କାହିଁକି ଏମିତି କହିଲେ ଗଣେଶ୍ୱର, ଜାଣନ୍ତୁ…

ଭୁବନେଶ୍ୱର,୨ା୩: ବିଜେଡି ବିଧାୟକ ଗଣେଶ୍ୱର ବେହେରା ଭାଜପା ଉପରେ ପ୍ରବଳ ବର୍ଷିଛନ୍ତି। ସେ ଭାଜପାକୁ ରୋକ୍‌ଠୋକ୍‌ ଶୁଣାଇ କହିଛନ୍ତି, ବିଜେଡି ଯାହା କରିଛି ଠିକ୍‌ କରିଛି। ଡାକ୍ତର ଦତ୍ତେଶ୍ୱର ହୋତା ହେଉଛନ୍ତି ବିଜେଡି ଏବଂ କଂଗ୍ରେସ ସମର୍ଥିତ ପ୍ରାର୍ଥୀ, ସେ କୌଣସି…

ମିଡ୍‌ ନାଇଟ୍‌ ଅପରେଶନ ପେଡ଼ି ଖୋଲିଲେ ପ୍ରଭାତ ବିଶ୍ୱାଳ, ସେଦିନ ପ୍ୟାରୀଙ୍କ ଘରେ କ’ଣ ସବୁ ହୋଇଥିଲା କହି…

ଭୁବନେଶ୍ୱର,୧ା୩: ମିଡ୍‌ ନାଇଟ୍‌ ଅପରେଶନ ପେଡ଼ି ଖୋଲିଛନ୍ତି ବିଜେଡିରୁ ବିତାଡ଼ିତ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ। ମିଡ୍‌ ନାଇଟ୍‌ ଅପରେଶନ ଓଡ଼ିଶା ରାଜନୀତିରେ ବେଶ୍‌ ଚର୍ଚ୍ଚିତ। କାରଣ ଏହି ଦିନ ଗୋପନୀୟ ଭାବେ ଷଡ଼ଯନ୍ତ୍ର ଚଳାଇ ଦଳକୁ ଭାଙ୍ଗିବା, ନେତାଙ୍କୁ ବିଭାଜନ…

ରକ୍ଷକ ହୋଇ ଭକ୍ଷକ ସାଜିଥିବା ପୂର୍ବତନ ବିଧାୟକ ଧର୍ମଶାଳାବାସୀଙ୍କୁ କ୍ଷମା ମାଗନ୍ତୁ, ଏପରି ଅଭିଯୋଗ ଆଣି…

ଧର୍ମଶାଳା,୧ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାରେ ପୂର୍ବ ସରକାର ସମୟରେ ଅନେକ ଦୁର୍ନୀତି ହୋଇଥିବା ବେଳେ ପୋଲିସ ପ୍ରଶାସନ, ଖଣି ଉପନିର୍ଦ୍ଦେଶକ ଏବଂ ତହସିଲ ପ୍ରଶାସନ ମିଳିତ ଭାବେ ନେତାଙ୍କ ଚାପରେ ତାଙ୍କ ଉପରେ କରିଥିବା ଅତ୍ୟାଚାର ଓ ବେଆଇନ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?