Tag Archives: BJD

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏହି ନୂତନ ପଦାଧିକାରୀଙ୍କୁ ନିଯୁକ୍ତି ଦେଇଛନ୍ତି। ଉପସଭାପତି ଭାବେ…

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ ସଂଗଠନ ପାଇଁ ୧୬୦ ଓ ଛାତ୍ର ସଂଗଠନ ପାଇଁ ୧୪୫ ଜଣିଆ ତାଲିକା ପ୍ରକାଶ…

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି କ୍ରମରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବହୁ ବରିଷ୍ଠ ନେତାଙ୍କୁ ଜିଲା ବିଜେଡି…

ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ଅଗ୍ନିଶମ କାର୍ଯ୍ୟାଳୟ ସନ୍ନିକଟ ପଡ଼ିଆରେ ଅନୁଷ୍ଠିତ ହୋଇଛି। ଆୟୋଜିତ ସଭା ସାହାର ପଡ଼ା ବ୍ଲକ…

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି ସହର ଅଶାନ୍ତ କରିଛି। ଚାନ୍ଦବାଲି ବଜାର ମଧୁବାବୁ ଛକ, ପୁରୁଣା ବସ୍‌ଷ୍ଟାଣ୍ଟ, ତାରିଣୀ ଛକ…

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର ହେବ ବୋଲି ଚର୍ଚ୍ଚା ହେଉଛି  । ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ବରିଷ୍ଠ ନେତା…

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା ହେବ, ନିର୍ବାଚନରେ ଅନେକ କିଛି ଘଟଣା ଘଟିଗଲା। ଦୂର ନେତାଙ୍କ ସହ ଦେଖା ହୋଇ…

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ । ସେ ଆହୁରି ମଧ୍ୟ କହିଛନ୍ତି ମତାନ୍ତର ମନାନ୍ତର ରହିବା ସ୍ବାଭାବିକ, କିନ୍ତୁ ସମସ୍ତଙ୍କୁ…

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି କରିଥିଲେ। ସେହି ଭୋଜିରେ କିନ୍ତୁ କେହି ସେମିତି ନିଜକୁ ବରିଷ୍ଠ ବା ରାଜ୍ୟସ୍ତରୀୟ ନେତା…

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି। ଶୁକ୍ରବାର ମେଳିରେ ବି ଏମାନେ ସାମିଲ ଥିଲେ। ଉତ୍ତର ଓଡ଼ିଶା ଉତ୍ସବକୁ ନିମନ୍ତ୍ରଣ ପାଇଁ…

‘ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି’

ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ ବାବୁ ଦରମା ଉପରେ ନିର୍ଭରଶୀଳ ନୁହନ୍ତି, ସେଥିପାଇଁ ମନା କରିଛନ୍ତି। କିନ୍ତୁ ମୁଁ ଏବଂ…

ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର ସ୍ଥାପନ ମଧ୍ୟ କରିଛନ୍ତି। ଏହି ଉତ୍ସବରେ ଯୋଗ ଦେଇଥିବା ଚମ୍ପୁଆ ବିଜେଡି ବିଧାୟକ ସନାତନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri