Tag Archives: BJD

‘ବିଜୁବାବୁଙ୍କ ନୀତି ଆଦର୍ଶକୁ ପାଥେୟ କରି ସମାଜସେବାରେ ବ୍ରତୀ ହେବାକୁ ଆହ୍ବାନ’

ବଞ୍ଚୋ,୫ା୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ହାଟଡିହୀ ବ୍ଲକରେ ଗୁରୁବାର ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ଏକ ସ୍ମୃତିଚାରଣ କାର୍ଯ୍ୟକ୍ରମ ଓ ସେବା କାର୍ଯ୍ୟକ୍ରମ ଆୟୋଜିତ…

ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର, ପାଖରେ ଅଛନ୍ତି ନବୀନଙ୍କ ସହ…

ଭୁବନେଶ୍ୱର,୫ା୩: ରାଜ୍ୟ ସଭା ପାଇଁ ଗୁରୁବାର ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର। ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ଆଜି ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ୩ ସେଟ୍‌ର ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ଭରିବା ସମୟରେ ବିଜେଡି ଏବଂ…

ବିଜେଡି ଯାହା କରିଛି ଠିକ୍‌ କରିଛି, କାହିଁକି ଏମିତି କହିଲେ ଗଣେଶ୍ୱର, ଜାଣନ୍ତୁ…

ଭୁବନେଶ୍ୱର,୨ା୩: ବିଜେଡି ବିଧାୟକ ଗଣେଶ୍ୱର ବେହେରା ଭାଜପା ଉପରେ ପ୍ରବଳ ବର୍ଷିଛନ୍ତି। ସେ ଭାଜପାକୁ ରୋକ୍‌ଠୋକ୍‌ ଶୁଣାଇ କହିଛନ୍ତି, ବିଜେଡି ଯାହା କରିଛି ଠିକ୍‌ କରିଛି। ଡାକ୍ତର ଦତ୍ତେଶ୍ୱର ହୋତା ହେଉଛନ୍ତି ବିଜେଡି ଏବଂ କଂଗ୍ରେସ ସମର୍ଥିତ ପ୍ରାର୍ଥୀ, ସେ କୌଣସି…

ମିଡ୍‌ ନାଇଟ୍‌ ଅପରେଶନ ପେଡ଼ି ଖୋଲିଲେ ପ୍ରଭାତ ବିଶ୍ୱାଳ, ସେଦିନ ପ୍ୟାରୀଙ୍କ ଘରେ କ’ଣ ସବୁ ହୋଇଥିଲା କହି…

ଭୁବନେଶ୍ୱର,୧ା୩: ମିଡ୍‌ ନାଇଟ୍‌ ଅପରେଶନ ପେଡ଼ି ଖୋଲିଛନ୍ତି ବିଜେଡିରୁ ବିତାଡ଼ିତ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ। ମିଡ୍‌ ନାଇଟ୍‌ ଅପରେଶନ ଓଡ଼ିଶା ରାଜନୀତିରେ ବେଶ୍‌ ଚର୍ଚ୍ଚିତ। କାରଣ ଏହି ଦିନ ଗୋପନୀୟ ଭାବେ ଷଡ଼ଯନ୍ତ୍ର ଚଳାଇ ଦଳକୁ ଭାଙ୍ଗିବା, ନେତାଙ୍କୁ ବିଭାଜନ…

ରକ୍ଷକ ହୋଇ ଭକ୍ଷକ ସାଜିଥିବା ପୂର୍ବତନ ବିଧାୟକ ଧର୍ମଶାଳାବାସୀଙ୍କୁ କ୍ଷମା ମାଗନ୍ତୁ, ଏପରି ଅଭିଯୋଗ ଆଣି…

ଧର୍ମଶାଳା,୧ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାରେ ପୂର୍ବ ସରକାର ସମୟରେ ଅନେକ ଦୁର୍ନୀତି ହୋଇଥିବା ବେଳେ ପୋଲିସ ପ୍ରଶାସନ, ଖଣି ଉପନିର୍ଦ୍ଦେଶକ ଏବଂ ତହସିଲ ପ୍ରଶାସନ ମିଳିତ ଭାବେ ନେତାଙ୍କ ଚାପରେ ତାଙ୍କ ଉପରେ କରିଥିବା ଅତ୍ୟାଚାର ଓ ବେଆଇନ କାର୍ଯ୍ୟ…

ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି। ଏନେଇ ଦଳ ପକ୍ଷରୁ ବିଜେଡି ଉପସଭାପତି ପ୍ରତାପ ଜେନା ସୂଚନା ଦେଇଛନ୍ତି। ବିଜେଡିରୁ…

ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ନିଆଁବାଣ ପ୍ରଭାତ ବିଶ୍ୱାଳ, ଏକପାଖିଆ ନିଷ୍ପତ୍ତି କହି…

ଭୁବନେଶ୍ୱର,୨୮ା୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ। ସେ କହିଛନ୍ତି, ଯିଏ ଦଳ ପାଇଁ କାର୍ଯ୍ୟ କରିଛନ୍ତି ତାଙ୍କୁ ପ୍ରାର୍ଥୀ କରିଥିଲେ ଭଲ ହୋଇଥାନ୍ତା। ଏହା ଏକପାଖିଆ ନିଷ୍ପତ୍ତି…

ରାଜ୍ୟ ସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲେ ନବୀନ, ଜାଣନ୍ତୁ କିଏ…

ଭୁବନେଶ୍ୱର,୨୮ା୨: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ଡାକ୍ତର ଦତ୍ତେଶ୍ୱର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ପ୍ରାର୍ଥୀ…

ନବୀନ ନିବାସରେ ଦତ୍ତେଶ୍ୱର ହୋତା: ରାଜ୍ୟ ସଭା ନିର୍ବାଚନ ପ୍ରାର୍ଥୀ ଘୋଷଣାକୁ ନେଇ ବଢ଼ିଲା ଜୋର୍‌ଦାର ଚର୍ଚ୍ଚା,

ଭୁବନେଶ୍ୱର,୨୮ା୨: ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ବିଜେଡି। ଅନ୍ୟପକ୍ଷରେ ଡାକ୍ତର ଦତ୍ତେଶ୍ୱର ହୋତା ନବୀନ ନିବାସରେ ପହଞ୍ଚିବା ପରେ ରାଜନୈତିକ ମହଲରେ ଜୋର୍‌ଦାର ଚର୍ଚ୍ଚା ବଢ଼ିଛି। ପୂର୍ବରୁ ପିସିସି ସଭାପତି ଭକ୍ତ ଦାସ ମଧ୍ୟ ଦତ୍ତେଶ୍ୱରଙ୍କ ନାଁ…

ଏଥର ଚତୁର୍ଥ ଆସନ ଲଢ଼ିବ ବିଜେଡି, ସାରଦା ଜେନା କହିଲେ ବର୍ତ୍ତମାନ ଦଳର ସବୁ ବିଧାୟକ…

ଭୁବନେଶ୍ୱର,୨୭ା୨: ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜେଡି ବିଧାୟକ ସାରଦା ଜେନା ଶୁକ୍ରବାର ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଚତୁର୍ଥ ଆସନ ଲଢ଼ିବ। ବର୍ତ୍ତମାନ ବିଜେଡି ଏକ ହୋଇଛି, ବିରୋଧୀ ଦଳ ହିସାବରେ ଲଢ଼ିବ। ଦଳ ସୁପ୍ରିମୋ…

ବିଧାନସଭାରେ ନିଆରା ଦୃଶ୍ୟ: ନବୀନଙ୍କ ସହ ଭେଟ ହୋଇଗଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଉ ତା’ ପରେ…

ଭୁବନେଶ୍ୱର,୨୩ା୨: ସୋମବାର ବିଧାନସଭାରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଭେଟ ହୋଇଯାଇଛି।ଗୃହକୁ ପ୍ରବେଶ କରିବା ବେଳେ ଏକାଠି ଭେଟ ହୋଇଛନ୍ତି। ଏହା ପରେ ପ୍ରଭାତୀ…

ତୁମମାନଙ୍କ ଯୋଗୁ ମୋ ବାପା ହଇରାଣ ହେଲେ….ଶଙ୍ଖ ଭବନରୁ ଆସିଲା ପୁଣି ଏକ ରୋଚକ ଘଟଣା

ଭୁବନେଶ୍ୱର, ୨୧।୨(ସୁନିତ୍‌ ମିଶ୍ର):ବିଜେଡି ଭିତରେ ଅସନ୍ତୋଷ ଥମିବାର ନାଁ ଧରୁନାହିଁ। ପ୍ରତିଦିନ ନେତାମାନେ ପରସ୍ପର ବିରୋଧରେ ବିଷ ଓକାଳିବାରେ ଲାଗିଛନ୍ତି। ଏବେ ସେହି ଧାରା ତୀବ୍ର ହେବାରେ ଲାଗିଛି। ଏପରି ଏକ ଘଟଣା ଶୁକ୍ରବାର ଶୁଣିବାକୁ ମିଳିଛି। ଆସନ୍ତା ୨୪ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?