Tag Archives: BJD

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ଏମ୍‌ପି ଭାସ୍କର ରାଓ, ପୂର୍ବତନ ମନ୍ତ୍ରୀ ହିମିରିକା; ୪୦ରୁ ଊର୍ଦ୍ଧ୍ୱ …

ରାୟଗଡ଼ା,୯।୯(ଆଶିଷ ରଞ୍ଜନ ପଣ୍ଡା)-ପୂର୍ବତନ ରାଜ୍ୟ ସଭା ସଦସ୍ୟ ତଥା ଦକ୍ଷିଣ ଓଡ଼ିଶାର ଟାଣୁଆ ନେତା ଏନ୍‌. ଭାସ୍କର ରାଓ ଓ ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମିରିକା ମଙ୍ଗଳବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେମାନଙ୍କ ସହ ଦଳର ବହୁ ନେତା ଓ...

ବିଜେଡିକୁ ବଡ଼ ଝଟକା: ଦଳ ଛାଡିଲେ ଏହି ବରିଷ୍ଠ ନେତା, ରାଜନୀତିରେ ହଇଚଇ

ରାୟଗଡ଼ା,୯।୯(ଆଶିଷ ରଞ୍ଜନ ପଣ୍ଡା): ଗତ ୪ ତାରିଖରେ ବିଜେଡି ଜିଲା ସଭାପତି ଭାବେ ଜଗନ୍ନାଥ ସାରକାଙ୍କ ନାମ ଘୋଷଣା ପରେ ଜିଲା ବିଜେଡିରେ ଭୃକୁଞ୍ଚନ ସୃଷ୍ଟି ହୋଇଛି। ଜିଲାରେ ବିଜେଡିରେ ବରିଷ୍ଠ ନେତା ଓ କର୍ମୀଙ୍କ ମନରେ କୁହୁଳିଛି ଅସନ୍ତୋଷର...

Vice Presidential Polls: ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ BRS-BJDର ବଡ଼ ଘୋଷଣା, ରାଜନୀତିରେ ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦେଶର ନୂଆ ଉପରାଷ୍ଟ୍ରପତିଙ୍କ ନାମ ଆସନ୍ତାକାଲି ଘୋଷଣା କରାଯିବ। ଏଥର ଉପରାଷ୍ଟ୍ରପତି ନିର୍ବାଚନରେ NDA ପ୍ରାର୍ଥୀ ସି. ପି. ରାଧାକୃଷ୍ଣନ ଏବଂ ବିରୋଧୀ ଦଳର ବି ସୁଦର୍ଶନ ରେଡ୍ଡୀଙ୍କ ମଧ୍ୟରେ ସିଧାସଳଖ ପ୍ରତିଦ୍ୱନ୍ଦ୍ୱିତା ହେଉଛି। ଏହି ସମୟରେ, ଦୁଇଟି...

‘ଧୃତରାଷ୍ଟ୍ର’ଙ୍କ ଉଦାହାରଣ ଦେଇ କଡ଼ା ଆକ୍ଷେପ କଲେ ଶ୍ରୀମୟୀ ମିଶ୍ର, କହିଲେ ଅଯୋଗ୍ୟ ରାଜାଙ୍କୁ କେବେ…

ଭୁବନେଶ୍ୱର,୮ା୯: ସୋସିଆଲ ମିଡିଆରେ ‘ଧୃତରାଷ୍ଟ୍ର’ଙ୍କ ଉଦାହରଣ ଦେଇ ଶ୍ରୀମୟୀ ମିଶ୍ର କାହା ନାଁ ନ ନେଇ କଡ଼ା ଆକ୍ଷେପ କରିଛନ୍ତି। ସେ କହିଛନ୍ତି, ଦ୍ରୌପଦୀଙ୍କୁ ଅପମାନ ହେଉଥିବା ସଭାରେ ରାଜା ଧୃତରାଷ୍ଟ୍ର ଅଧ୍ୟକ୍ଷତା କରିଥିଲେ। ଅନ୍ୟାୟ ବିଷୟରେ ଜାଣି ମଧ୍ୟ...

ପୁଣି ଦିଲ୍ଲୀ ଯିବେ ନବୀନ, ଜଣାପଡିଲା ବଡ଼ ପ୍ଲାନ!

ଭୁବନେଶ୍ୱର,୭ା୯(ସୁନୀତ୍‌ ମିଶ୍ର): ଉପରାଷ୍ଟ୍ରପତି ନିର୍ବାଚନ ଆସନ୍ତା ୯ରେ ଅନୁଷ୍ଠିତ ହେବାକୁ ଯାଉଛି। ଏହା ପୂର୍ବରୁ ରବିବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ନବୀନଙ୍କ ଏହି ଗସ୍ତ ନେଇ...

କର୍ଲାମୁଣ୍ଡା ବ୍ଲକ ବିଜେଡି ସଭାପତି ମନୋନୀତ ହେଲେ ଯଶୋବନ୍ତ, କହିଲେ ସମସ୍ତଙ୍କୁ ସାଙ୍ଗରେ ନେଇ…

କର୍ଲାମୁଣ୍ଡା,୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବିଜୁ ଜନତା ଦଳର ସଭାପତି ଭାବେ ବିଶିଷ୍ଟ ଯୁବନେତା ତଥା ପୂର୍ବତନ ସ. ମାଲପଡ଼ା ସମିତି ସଭ୍ୟ ଯଶୋବନ୍ତ ସାହୁ ମନୋନୀତ ହୋଇଥିବା ଜଣାଯାଇଛି। ଶୁକ୍ରବାର ଭାବନୀପାଟଣାଠାରେ ଅନୁଷ୍ଠିତ ସମ୍ବର୍ଦ୍ଧନା...

ଅରୁଣଙ୍କ ବିସ୍ଫୋରକ ବୟାନ, ବାବୁ ପଣିଆ ଦେଖାଇ…

ଭୁବନେଶ୍ୱର,୬।୯: ଓଡ଼ିଶା ରାଜନୀତିରେ ପୁଣି ହଲଚଲ ଦେଖିବାକୁ ମିଳିଛି। ବିଜେଡି ନେତା ଅରୁଣ ସାହୁ କରିଛନ୍ତି ବଡ଼ ବିସ୍ଫୋରଣ। ଅରୁଣ କହିଛନ୍ତି, ନମ୍ରତାଠୁ ବଡ଼ ଆଭୂଷଣ କିଛି ନାହିଁ। ବାର୍ଦ୍ଧକ୍ୟ ଏକ ଅଭିଶାପ ନୁହେଁ, ଆଶୀର୍ବାଦ। ଏହା ସହିତ ସେ...

୩ ଜିଲା ପାଇଁ ସଭାପତି ଘୋଷଣା କଲେ ନବୀନ: ଜାଣନ୍ତୁ କାହାକୁ ମିଳିଲା…

ଭୁବନେଶ୍ୱର,୪।୯: ୩ ଜିଲା ପାଇଁ ସଭାପତି ଘୋଷଣା କଲା ବିଜୁ ଜନତା ଦଳ। ଢେଙ୍କାନାଳ, କୋରାପୁଟ ଓ ରାୟଗଡ଼ା ଜିଲାରେ ନୂଆ ସଭାପତି ଘୋଷଣା କରାଯାଇଛି। ନୃସିଂହ ଚରଣ ସାହୁ ଢେଙ୍କାନାଳ ଜିଲା ବିଜେଡି ସଭାପତି, ଝିନ ହିକ୍କା କୋରାପୁଟ...

୭ ଦିନିଆ ଗଞ୍ଜାମ ଗସ୍ତରେ ଏଆଇସିସି ସଭ୍ୟ: ଭାଜପା-କଂଗ୍ରେସ ସଂଗଠନ ସଜାଡ଼ିବାରେ ବ୍ୟସ୍ତ, ବିଜେଡି ନୀରବ

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ଗତ ସାଧାରଣ ନିର୍ବାଚନରେ ଭଞ୍ଜନଗର ନିର୍ବାଚନ ମଣ୍ଡଳୀରେ ବିଜେଡିର ପରାଜୟ ସହ ଭାଜପାରୁ ବିଧାୟକ ଭାବେ ପ୍ରଦ୍ୟୁମ୍ନ କୁମାର ନାୟକ ନିର୍ବାଚିତ ହୋଇଥିଲେ। ଏହାପରେ ପ୍ରଦ୍ୟୁମ୍ନ ଦଳକୁ ଆହୁରି ଶକ୍ତିଶାଳୀ କରିବା ପାଇଁ ଲାଗି ପଡ଼ିଥିଲେ। ଫଳରେ...

ଦେଲେ ଖୋଲା ସଂକେତ, ବିଜେଡି ଛାଡି କଂଗ୍ରେସରେ ଯୋଗଦେବେ ବଡ଼ ନେତା!

ଭୁବନେଶ୍ୱର,୩।୯: ବିଜେଡିର ବରିଷ୍ଠ ନେତା ତଥା ନର୍ଲା ବିଧାୟକ ଭୂପିନ୍ଦର ସିଂ ଦଳ ଛାଡ଼ିବା ନେଇ ଏକ ବଡ଼ ସଂକେତ ଦେଇଛନ୍ତି! ସେ କହିଛନ୍ତି ଯେ ତାଙ୍କ ପାଇଁ ଲୋକମାନେ ହିଁ ସବୁଠୁ ବଡ଼ ଦଳ ଏବଂ ତାଙ୍କର ଭବିଷ୍ୟତ...

‘କପି ପେଷ୍ଟ ଶାସନ ଧାରା ଜାରି ରଖିଛି ଭାଜପା’

ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ସହରୀକରଣର ନୂଆ ଅଭିଯାନ ଅନ୍ତର୍ଗତ ଏନ୍‌ଏସି ଓ ମ୍ୟୁନିସିପାଲିଟି ଘୋଷଣା କଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହୁଥିବା ବେଳେ ବାସ୍ତବରେ ଏଥିରେ କୌଣସି ନୂତନତା ନାହିଁ ବୋଲି ବିଜେଡି କହିଛି। ଏଥିରୁ ଅଧିକାଂଶ ଘୋଷଣା ପୂର୍ବରୁ...

ବିଜେଡିରେ ଚାଲିଛି କ’ଣ? ଆଲୋଚନାରେ…

ଭୁବନେଶ୍ୱର,୩୧ା୮(ସୁନିତ୍‌ ମିଶ୍ର): ବିଜେଡି ଯୁବ ଓ ଛାତ୍ର ସଭାପତି ଚୟନକୁ ନେଇ ଲାଗି ରହିଥିବା ଦ୍ୱନ୍ଦ୍ୱ ଦୂରହେବାର ନାଁ ଧରୁନାହିଁ। ଏନେଇ ଉଭୟ ଛାତ୍ର ଓ ଯୁବ ଜନତା ଦଳର ବହୁ ଅସନ୍ତୁଷ୍ଟ ନେତା ମେଳି ବାନ୍ଧିଛନ୍ତି। କେଉଁ ଆଧାରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri