ନବୀନ ନିବାସରେ ବଡ଼ ବୈଠକ, ନବୀନ କରିବେ ବଡ଼ ଘୋଷଣା!
ଭୁବନେଶ୍ୱର,୧୬।୮: ନବୀନ ନିବାସରେ ବଡ଼ ହଲଚଲ। ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ନବୀନ ନିବାସରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦଳର ସାଂଗଠନିକ ସମୀକ୍ଷା ଓ...
୨୦୨୪ ନିର୍ବାଚନରେ ଭୋଟ ଚୋରି ଅଭିଯୋଗରେ ହାଇକୋର୍ଟ ଯିବ ବିଜେଡି
ଭୁବନେଶ୍ୱର,୧୨ା୮: ବିରୋଧୀ ଦଳ ବିଜୁ ଜନତା ଦଳ (ବିଜେଡି) ସୋମବାର ଘୋଷଣା କରିଛି ଯେ ୨୦୨୪ ସାଧାରଣ ନିର୍ବାଚନ ସମୟରେ ଭୋଟରେ ଅସଙ୍ଗତି ଅଭିଯୋଗ ଉପରେ ସେମାନେ ଓଡ଼ିଶା ହାଇକୋର୍ଟରେ ମାମଲା ଦାୟର କରିବେ। ଏକ ଖବରଦାତା ସମ୍ମିଳନୀରେ ପୂର୍ବତନ...
ବିଜେଡି ଶୋଭାଯାତ୍ରାରେ କଲେଜ ଛାତ୍ରୀଛାତ୍ରଙ୍କ ସାମିଲ ବିବାଦ: ଅଭିଯୋଗ ପରେ ମୁହଁ ଖୋଲିଲେ ଅଧ୍ୟକ୍ଷ, କହିଲେ ମୁଁ…
ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): ବ୍ରାହ୍ମଣୀଗାଁଠାରେ ଛାତ୍ରୀ ଓ ମହିଳା ନିର୍ଯାତନାକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ଅହେତୁକ ବିଳମ୍ବ ଓ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟୟ ପ୍ରତିବାଦରେ ଯୁବ ଓ ଛାତ୍ର ବିଜେଡି ପକ୍ଷରୁ ବୁଧବାର ଏକ ସଭା ଓ ଶୋଭାଯାତ୍ରା ଅନୁଷ୍ଠିତ...
ବଳଙ୍ଗା ନାବାଳିକାଙ୍କ ପରିବାରକୁ ନ୍ୟାୟ ଦାବିରେ ବିଜେଡିର ସତ୍ୟବାଦୀ ବନ୍ଦ
ସାକ୍ଷୀଗୋପାଳ,୭ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ବଳଙ୍ଗା ନାବାଳିକାଙ୍କ ପରିବାରକୁ ନ୍ୟାୟ ପ୍ରଦାନ ଦାବିରେ ବିଜେଡି ପକ୍ଷରୁ ଡାକରା ଦିଆଯାଇଥିବା ୬ ଘଣ୍ଟିଆ ପୁରୀ ଜିଲା ବନ୍ଦ ସତ୍ୟବାଦୀରେ ସଫଳ ହୋଇଛି । ଗୁରୁବାର ସକାଳୁ ସାକ୍ଷୀଗୋପାଳ ମନ୍ଦିର ମୁଖ୍ୟ ରାସ୍ତାର...
ବିଜେଡିର ବଡ଼ ଘୋଷଣା, ଅଗଷ୍ଟ ୧ରୁ ହେବ…
ଭୁବନେଶ୍ୱର,୨୯।୭: ବିଜେଡିର ବଡ଼ ଘୋଷଣା। ଓଡ଼ିଶାରେ ମହିଳାଙ୍କ ସୁରକ୍ଷା ପାଇଁ ଏକ ବଡ଼ ଆନ୍ଦୋଳନ ଆରମ୍ଭ କରିବାକୁ ଯାଉଛି ବିଜେଡି। ଦଳ ଘୋଷଣା କରିଛି ଯେ ଅଗଷ୍ଟ ୧ରୁ ୮ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଏବଂ ଅଗଷ୍ଟ ୯ରୁ...
ପୁଣି ବଢିଲା ଅଡୁଆ, ଆଉ ଜଣେ ବିଜେଡି ନେତା…
ଭୁବନେଶ୍ୱର,୨୯।୭: ପୁଣି ଜଣେ ବିଜେଡି ନେତାଙ୍କ ନାଁରେ ବଢିଲା ଅଡୁଆ। ପ୍ରଫୁଲ୍ଲ ଘଡେଇଙ୍କ ପୁଅ ତଥା ପୂର୍ବତନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ (ଡାନି)ଙ୍କ ନାଁରେ ଏଫଆଇଆର। କେବଳ ଡାନି ନୁହନ୍ତି ତାଙ୍କ ସମେତ ୭ଜଣଙ୍କ ନାଁରେ ରୁଜୁ ହୋଇଛି ମାମଲା।...
ରାଜନୀତିରେ ହଇଚଇ, ଅମରେଶଙ୍କ ସସ୍ପେଣ୍ଡ ପରେ ମୁହଁ ଖୋଲିଲେ…
ଭୁବନେଶ୍ୱର,୨୭।୭: ବିଜେଡିର କର୍ପୋରେଟର ଅମରେଶ ଜେନାଙ୍କୁ ଦଳରୁ ସସ୍ପେଣ୍ଡ କରାଯାଇଛି। ଏହି ଘଟଣାକୁ ନେଇ ଭୁବନେଶ୍ୱର ଜିଲା ବିଜେଡି ସଭାପତି ଅଶୋକ ଚନ୍ଦ୍ର ପଣ୍ଡା ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ଏକ ସମ୍ବେଦନଶୀଳ ଅଭିଯୋଗକୁ ନେଇ ଅମରେଶ...
ଭାଜପାର ଟେନଶନ ବଢାଇଲା ବିଜେଡି, ଉପ ରାଷ୍ଟ୍ରପତି ନିର୍ବାଚନରେ…
ଭୁବନେଶ୍ୱର, ୨୭।୭: ଆଗାମୀ ଉପରାଷ୍ଟ୍ରପତି ନିର୍ବାଚନକୁ ନେଇ ଜାତୀୟ ରାଜନୀତି ସରଗରମ ରହିଥିବାବେଳେ ରାଜ୍ୟ ରାଜନୀତି ମଧ୍ୟ ଉଷ୍ମ ରହିଛି। ଚର୍ଚ୍ଚା ହେଉଛି ଆଗାମୀ ରାଷ୍ଟ୍ରପତି ପ୍ରାର୍ଥୀ ଭାଜପାରୁ ହିଁ ବେ। ତେବେ ଏନେଇ ଇଣ୍ଡିଆ ମେଣ୍ଟର ବିରୋଧୀ ଦଳ...
ନବୀନଙ୍କ ବଡ଼ ଆକ୍ସନ, ସସ୍ପେଣ୍ଡ ହେଲେ ବଡ଼ ବିଜେଡି ନେତା
ଭୁବନେଶ୍ୱର,୨୭।୭: ବିଜେଡିରେ ବଡ଼ ହଲଚଲ। ନବୀନ ନେଲେ ବଡ଼ ଆକ୍ସନ। ବଳାତ୍କାର ମାମଲାରେ ଅମରେଶ ଜେନା ଗିରଫ ହେବା ପରେ ତାଙ୍କୁ ବିଜେଡିରୁ ନିଲମ୍ବିତ କରିଛନ୍ତି ନବୀନ। ଅମରେଶ ଗିରଫ ହେବା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ବିଜେଡି ସଭାପତି।...
ଅନାସ୍ଥା ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ନବୀନ, ମୋହନଙ୍କୁ କହିଦେଲେ…
ଭୁବନେଶ୍ୱର,୨୭।୭: ରାଜ୍ୟରେ ଅନାସ୍ଥା ଚର୍ଚ୍ଚା ନେଇ ରାଜନୀତି ସରଗରମ ରହିଛି। କଂଗ୍ରେସ, ବିଜେଡିକୁ ଏକାଠି ହୋଇ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ଆହ୍ବନ ଦେଇଛି। ତେବେ ଏହାରି ଭିତରେ ନବୀନ ପଟ୍ଟନାୟକ ମୁହଁ ଖୋଲିଛନ୍ତି। ସେ ଏକ୍ସରେ ପୋଷ୍ଟ...
ଅନାସ୍ଥା ପ୍ରସ୍ତାବ: ବିଜେଡି ଦେଲା ସଙ୍କେତ, ଏବେ ଭାଙ୍ଗିବ ସରକାର!
ଭୁବନେଶ୍ୱର,୨୬।୭: ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ନେଇ ରାଜନୀତି ସରଗରମ ରହିଛି। କଂଗ୍ରେସ ଓ ବିଜେଡି ମିଶି ଭାଜପା ସରକାରଙ୍କ ବିରୋଧରେ ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ପିସିସି ସଭାପତି ଭକ୍ତ ଚରଣ ଦାସ ଆହ୍ବନ ଦେଇଛନ୍ତି। ଯାହାକୁ ନେଇ...
ଅନାସ୍ଥା ପ୍ରସ୍ତାବକୁ ନେଇ ହଲଚଲ, ଚାଞ୍ଚଲ୍ୟକର ବୟାନ ଦେଲେ ଭକ୍ତ, କହିଲେ ନବୀନଙ୍କ ସହ…
ଭୁବନେଶ୍ୱର,୨୫।୭: ପିସିସି ସଭାପତିଙ୍କ ଅନାସ୍ଥା ପ୍ରସ୍ତାବକୁ ନେଇ ରାଜନୀତି ସରଗରମ ରହିଛି। କଂଗ୍ରେସ ଓ ବିଜେଡି ମିଶି ଭାଜପା ସରକାରଙ୍କ ବିରୋଧରେ ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ପିସିସି ସଭାପତି ଭକ୍ତ ଚରଣ ଦାସ କହିଥିଲେ। ଯାହାକୁ ନେଇ ଏବେ...
Archives


