ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ… ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ ବିଷୟରେ କହିଛନ୍ତି। ସେ କହିଛନ୍ତି, ବିଜେଡିର ଓଭର କନ୍ଫିଡେନ୍ସରୁ ହାରିଛି। ଆମେ ଭାବିଥିଲୁ…