କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା ମୁଖ୍ୟମନ୍ତ୍ରୀ ଚୟନ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିଥିବା ବେଳେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ…