ବିହାରରେ ପ୍ରଥମ ଥର BJP ମୁଖ୍ୟମନ୍ତ୍ରୀ! ନୀତୀଶଙ୍କ ପରେ କିଏ ହେବେ ମୁଖ୍ୟମନ୍ତ୍ରୀ? ଜାଣନ୍ତୁ… ପାଟନା,୫।୩: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାରେ ପ୍ରବେଶ କରିଛନ୍ତି। ଏବେ ବିହାରର ପ୍ରଥମ ମୁଖ୍ୟମନ୍ତ୍ରୀ ଭାରତୀୟ ଜନତା ପାର୍ଟି (ଭାଜପା)ରୁ ମିଳିପାରେ। ସୂତ୍ର ଅନୁସାରେ ନୀତୀଶ କୁମାର ଖୁବ ଶୀଘ୍ର…