“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା ପ୍ରାର୍ଥୀ ଜୁଏଲ ଓରାମ ବଡ଼ ବୟାନ ଦେଇଛନ୍ତି। ଚର୍ଚ୍ଚା ମଧ୍ୟରେ ଜୁଆଲ ଓରାମ...