ମୋଦିଙ୍କ କାର୍ଯ୍ୟକାଳକୁ ପୂରିଲା ୧୨ ବର୍ଷ, ୨୦୧୪ ବିଜୟ ପରେ ପ୍ରଧାନମନ୍ତ୍ରୀ କଣ କହିଥିଲେ ଜାଣନ୍ତୁ ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ମେ ୨୬ ଏକ ଅତ୍ୟନ୍ତ ସ୍ୱତନ୍ତ୍ର ଦିନ । ଆଜି ସେ ଭାରତର ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିବାର ୧୨ ବର୍ଷ ପୂରଣ ହୋଇଛି । ୨୦୧୪ ମସିହା ୧୬ ମଇରେ ଲୋକସଭା ନିର୍ବାଚନର…