Tag Archives: bjp government

ମୋଦି ସରକାରଙ୍କ ବଡ଼ ପଦକ୍ଷେପ: ଖୁବଶୀଘ୍ର କାର୍ଯ୍ୟକାରୀ ହେବ ‘ଏକ ରାଷ୍ଟ୍ର ଏକ ନିର୍ବାଚନ’

ନୂଆଦିଲ୍ଲୀ,୧୫ା୯: ବର୍ତ୍ତମାନର ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କ କାର୍ଯ୍ୟକାଳରେ ‘ଏକ ରାଷ୍ଟ୍ର, ଏକ ନିର୍ବାଚନ’ କାର୍ଯ୍ୟକାରୀ ହେବ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ଏହି ସଂସ୍କାରମୂଳକ ପଦକ୍ଷେପକୁ ଦଳ ନିର୍ବିଶେଷରେ ସମର୍ଥନ ମିଳିବ ବୋଲି ଆଶା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା: ‘୩ ମାସ ହୋଇଗଲା ଆଈ ମା’ ଗପଛାଡ଼ି କାମ କର’

ଭୁବନେଶ୍ୱର,୧୧।୯: ବୁଧବାର ବିଜୁ ଯୁବ ଜନତା ଦଳର ବୈଠକରେ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ରାଜ୍ୟରେ ଭାଜପା କ୍ଷମତାକୁ ଆସିବା ୩ ମାସ ହୋଇଗଲାଣି, ଆଈ ମା’ ଗପଛାଡ଼ି କାମ...

ସମସ୍ତଙ୍କୁ ମାଗଣାରେ ମିଳିବ ଚକ୍ଷୁ ଚିକିତ୍ସା; ଆରମ୍ଭ ହେଲା “ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା”

ଭୁବନେଶ୍ୱର,୨୫।୭: ରାଜ୍ୟରେ ସମସ୍ତଙ୍କୁ ମାଗଣାରେ ସାର୍ବଜନୀନ ବ୍ୟାପକ ଚକ୍ଷୁ ଯତ୍ନସେବା ଯୋଗାଇଦେବା ଉଦ୍ଦେଶ୍ୟରେ “ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା”ର ଶୁଭାରମ୍ଭ କରିଛନ୍ତି ମୋହନ ସରକାର। ଏହି ଯୋଜନା ଦ୍ୱାରା ମୋତିଆ ବିନ୍ଦୁ, ଗ୍ଲୁକୋମା ଓ କର୍ଣିଆର ଅସୁସ୍ଥତା କ୍ଷେତ୍ରରେ...

ଆଗତ ହେଲା ମୋହନ ସରକାରର ପ୍ରଥମ ବଜେଟ୍: ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ଟଙ୍କା ?

ଭୁବନେଶ୍ୱର,୨୫।୭: ରାଜ୍ୟରେ ପ୍ରଥମ ଥର ପୂର୍ଣ୍ଣ ବହୁମତ ସହିତ କ୍ଷମତାକୁ ଫେରିବା ପରେ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ବଜେଟ ଉପସ୍ଥାପନ କରିଛନ୍ତି। ଏଥିରେ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ...

ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି; ସହଯୋଗୀଙ୍କ ଭରସାରେ ତୃତୀୟ ପାଳି

ନୂଆଦିଲ୍ଲୀ,୧୦ା୬:  ଭାରତୀୟ ଜନତା ପାର୍ଟି (ଭାଜପା) ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ନେତା ନରେନ୍ଦ୍ର ମୋଦି ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ରୂପେ ଶପଥ ନେଇଛନ୍ତି। ରାଷ୍ଟ୍ରପତି ଭବନରେ ରବିବାର ସନ୍ଧ୍ୟାରେ ମୋଦି ଏବଂ ତାଙ୍କ ନୂଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri