ଆସିଲେ ନାହିଁ ଭାଜପା ଅତିଥି, ଏନ୍ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍ଘାଟନ, ପୂରା ଘଟଣା ଜାଣିଲେ… କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍ଘାଟିତ ହୋଇଛି। ଏହି ଗୋଷ୍ଠୀ କେନ୍ଦ୍ର ୧ କୋଟି ୨୬ଲକ୍ଷ ବ୍ୟୟ ଅଟକଳରେ ନିର୍ମାଣ ହୋଇଥିଲା।…