‘ମୋତେ ସ୍ତ୍ରୀର ମାନ୍ୟତା ଦିଅ, ନଚେତ୍ ମୁଁ ଆତ୍ମହତ୍ୟା କରିବି’, ଭାଜପା ନେତାଙ୍କ ନାଁରେ ପ୍ରେମିକାଙ୍କ ଗମ୍ଭୀର ଅଭିଯୋଗ ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ମୋରାଦାବାଦରୁ ଏକ ମାମଲା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ବ୍ୟାପକ ଭାବରେ ଚର୍ଚ୍ଚା ହେଉଛି । କୁଣ୍ଡାରକି ଥାନା ଅଞ୍ଚଳ ଅନ୍ତର୍ଗତ ନାନପୁର ଗାଁରେ, ଜଣେ ମହିଳା ପୂର୍ବତନ ଭାପଜା ମଣ୍ଡଳ ସଭାପତିଙ୍କ ବାସଭବନ ଆଗରେ…