ଭାଜପା ନେତାଙ୍କ ଘର ଉପରକୁ ଆକ୍ରମଣ, ଘର ଭଙ୍ଗାରୁଜା କରି… ମୋହନା,୩।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଭାଜପା ନେତାଙ୍କ ବାସଭବନକୁ ସଂଘବଦ୍ଧ ଆକ୍ରମଣ । ପୂର୍ବତନ ଭାଜପା ଗଜପତି ଜିଲା ସଭାପତି ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଚାନ୍ଦିପୁଟ ବାସଭବନ ଉପରେ ସଂଘବଦ୍ଧ ଆକ୍ରମଣ ହୋଇଛି ।…