ଭାଜପାର ୫ମ ପ୍ରାର୍ଥୀ ତାଲିକାରେ ଓଡ଼ିଶାରୁ ୧୮, ଅପେକ୍ଷାରେ କଟକ, ଯାଜପୁର, କନ୍ଧମାଳ ନୂଆଦିଲ୍ଲୀ,୨୪।୩: ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ରବିବାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରାଯାଇଛି। ଏଥିରେ ମୋଟ ୧୧୧ ପ୍ରାର୍ଥୀଙ୍କୁ ଟିକେଟ ଦିଆଯାଇଛି। ଓଡ଼ିଶାର ୧୮ ଆସନ ପାଇଁ ପ୍ରାର୍ଥୀଙ୍କ ନାମ...