କାମାକ୍ଷାନଗର, ୩୦।୫: କାମାକ୍ଷାନଗର ନିର୍ବାଚନମଣ୍ଡଳିର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଗତକାଲି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ୧୯୭୭ରେ ପ୍ରଥମ କରି ଜନତା ଦଳରୁ…