Tag Archives: BJP Odisha

ଗିରଫ ହେବେ ଜଗା ପ୍ରଧାନ? ଆସିଲା ବଡ଼ ଖବର

ଭୁବନେଶ୍ୱର,୨।୭: ଗିରଫ ହୋଇପାରନ୍ତି ଜଗା ପ୍ରଧାନ! ଜଗା ପ୍ରଧାନଙ୍କ ଉପରେ ହେବ କି ବଡ଼ କାର୍ଯ୍ୟାନୁଷ୍ଠାନ? ଏସବୁ ଚର୍ଚ୍ଚା ଭିତରେ ଭାଜପା ପାର୍ଟି ଅଫିସରେ ପହଞ୍ଚିଛନ୍ତି ଭାଜପା ନେତା। BMC ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ ବିବାଦରେ ଫସିଛନ୍ତି ଜଗନ୍ନାଥ...

ପଛୁଆବର୍ଗଙ୍କୁ ପୂର୍ଣ୍ଣ ସାମ୍ବିଧାନିକ ଅଧିକାର ଦେବାକୁ ଭାଜପା ବଦ୍ଧପରିକର: ମନମୋହନ ସାମଲ

ଭୁବନେଶ୍ୱର,୨୦।୫: ୨୦୨୪ ନିର୍ବାଚନବେଳେ ସଂକଳ୍ପପତ୍ରରେ ଭାଜପା ପଛୁଆବର୍ଗଙ୍କ ଉନ୍ନତି ସମ୍ପର୍କରେ ଯାହାସବୁ ପ୍ରତିଶ୍ରୁତି ଦେଇଥିଲା ତାହା ଏବେ ପୂରଣ କରିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଦେଇଛି । ଭାଜପା ରାଜ୍ୟରେ ସରକାର ଗଠନ କରିବାର ମାତ୍ର ୧୧ ମାସ ମଧ୍ୟରେ...

ଲୋକସେବା ଭବନରେ କେତେଟା ରାତି ଯାଏ ରୁହନ୍ତି ମୁଖ୍ୟମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୮ା୯:ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଜିଲାପାଳ ଓ ଏସପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ କଡ଼ା ବାର୍ତ୍ତାରେ ସମ୍ବୋଧନ କରି ନିଜ କଥା କହି ମୁଖ୍ୟମନ୍ତ୍ରୀ କହିଛନ୍ତି,...

ସରକାରୀ ଗାଡ଼ି ବ୍ୟବହାର କରୁଛନ୍ତି ଭାଜପା ପ୍ରାର୍ଥୀ, ସିଇଓଙ୍କୁ ଫେରାଦ ହେଲା ବିଜେଡି

ଭୁବନେଶ୍ୱର,୧୧।୫: ଫେରାଦ ହେଲା ବିଜେଡି। ନିର୍ବାଚନ ସମୟରେ ବାରମ୍ବାର ଆଚରଣ ବିଧି ଉଲ୍ଲଂଘନ କରୁଛି ଭାଜପା। ଭାଜପା ମାହାଙ୍ଗା ପ୍ରାର୍ଥୀ ସୁମନ୍ତ ଘଡେଇ ସରକାରୀ ଗାଡ଼ି ବ୍ୟବହାର କରୁଥିବା ନେଇ ଅଭିଯୋଗ ଆଣିଛି ବିଜେଡି। ଏ ନେଇ ରାଜ୍ୟ ମୁଖ୍ୟ...

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ୪ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ର ତଥା ରାଜ୍ୟର ଅନେକ ତୁଙ୍ଗ ନେତାଙ୍କ...

ଭାଜପା ଟିକେଟ ଆଶାରେ ୪ ଆଶାୟୀ

ଭଣ୍ଡାରିପୋଖରୀ, ୨୧।୩(ରବିନାରାୟଣ ଖିଲାର): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୦୯ରୁ ଏହି ଆସନକୁ ବିଜେଡି ଅକ୍ତିଆର କରିଆସିଛି। ବିଜେଡିର ବରିଷ୍ଠ ନେତା ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ ଏହି ଆସନରୁ କ୍ରମାଗତ ୩ ଥର ବିଧାୟକ ନିର୍ବାଚିତ...

ନିର୍ବାଚନ ପୂର୍ବରୁ କୋର୍‌ କମିଟି ଘୋଷଣା କଲା ଭାଜପା, ଅପରାଜିତାଙ୍କୁ ମିଳିଲାନି ସ୍ଥାନ

ଭୁବନେଶ୍ୱର,୧୪ା୨: ଆଗାମୀ ଲୋକସଭା ଏବଂ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ରାଜନୈତିକ ଉସ୍ମତା ବୃଦ୍ଧି ପାଇଛି। ଏହି କ୍ରମରେ ରାଜ୍ୟ ଭାଜପା ଏହାର କୋର୍‌ କମିଟି ଏବଂ ନିର୍ବାଚନ କମିଟି ଘୋଷଣା କରିଛି। ଏଥିସହ ଶୃଙ୍ଖଳା କମିଟି, ଅର୍ଥ କମିଟି...

ରାମ ମନ୍ଦିର ଛକରେ ଭଜପା ଯୁବମୋର୍ଚ୍ଚାର ରାସ୍ତାରୋକ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର,୧୪।୧: କର୍ପୋରେଟର ଜୀବନ ରାଉତଙ୍କୁ ଗିରଫ ପ୍ରତିବାଦରେ ଭୁବନେଶ୍ୱର ରାମ ମନ୍ଦିର ଛକରେ ରାସ୍ତାରୋକ କରିଛି ଭଜପା ଯୁବମୋର୍ଚ୍ଚା। ରାସ୍ତାରୋକ ସହ ଭଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ରାଜଧାନୀର ଏକ ପ୍ରମୁଖ ସ୍ଥାନରେ ରାସ୍ତାରୋକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri