ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସୋସିଆଲ ମିଡିଆରେ ପୋଷ୍ଟ କରି କହିଲେ ୪ଟି ଆସନରେ… ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଶୁକ୍ରବାର ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ଓଡ଼ିଶାର ଦଳର ସାଂଗଠନିକ ସ୍ଥିତି ଓ ସମନ୍ବୟ ଉପରେ ଆଲୋଚନା କରିଛନ୍ତି। ବୈଠକ ପରେ ମୁଖ୍ୟମନ୍ତ୍ରୀ…