ଭାଜପା ରାଜ୍ୟ ସଭା ଏମପିଙ୍କ ପରଲୋକ, ହୃଦଘାତରେ ଚାଲିଗଲା ଜୀବନ
ମୁମ୍ବାଇ,୨୨।୧୧: ଭାଜପାର ରାଜ୍ୟ ସଭା ସାଂସଦ ରାମରାଓ ସଖାରାମ ୱାଡକୁଟେଙ୍କ ପରଲୋକ ହୋଇଛି । ୭୨ ବର୍ଷ ବୟସରେ ଦିଲ୍ଲୀସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ହୃଦ୍ଘାତ ଯୋଗୁଁ ଶନିବାର ରାତି ପ୍ରାୟ ୧୧ଟା ୪୫ରେ ସେ…

