ଭାଜପାର ମିଶନ ୨୦୨୭ ପାଇଁ ଟିମ୍ ପ୍ରସ୍ତୁତ ଲକ୍ଷ୍ନୌ,୨୫।୬: ଭାରତୀୟ ଜନତା ପାର୍ଟି (ଭାଜପା)ର ଉତ୍ତର ପ୍ରଦେଶ ୟୁନିଟ ପାଇଁ ନୂତନ ଦଳ ଘୋଷଣା କରାଯାଇଛି। ୟୁପି ଭାଜପା ସଭାପତି ପଙ୍କଜ ଚୌଧୁରୀ ତାଙ୍କ ଦଳରେ ଅନେକ ନୂତନ ଏବଂ ପ୍ରମୁଖ ବ୍ୟକ୍ତିଙ୍କୁ ସାମିଲ କରିଛନ୍ତି। ଏହି ଦଳରେ ୮…