ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅନେକ ଯୁବଗୋଷ୍ଠୀ ପସନ୍ଦ କରୁଥିବା ବେଳେ ପଞ୍ଚାୟତଠାରୁ ଆରମ୍ଭ କରି ବ୍ଲକ...