ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନିତିନ ନବୀନ ନୂଆଦିଲ୍ଲୀ,୧୫।୧୨: ଭାଜପାର ନୂତନ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନୀତିନ ନବୀନ । ସଭାପତି ଜେପି ନଡ୍ଡା ଓ ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ସେ ଦଳୀୟ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦଳର ବହୁମୁଖୀ ହଲରେ ଜାତୀୟ…