ଭାଜପା ଯୁବନେତାଙ୍କ ପରଲୋକ, ମାତ୍ର ୩୮ ବର୍ଷ ବୟସରେ ଦୁନିଆ ଛାଡ଼ିଲେ, ଲୁହରେ ଭିଜିଲା ପୂରା ଗାଁ…
ପାଟଣା,୮ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ବ୍ୟକ୍ତିଗତ ସହାୟକ ତଥା ଯୁବ ଭାଜପା ନେତା ବୃଷବ ମହାନ୍ତଙ୍କ ଶନିବାର ବିଳମ୍ବିତ ରାତିରେ କଟକସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୩୮ ବର୍ଷ…

