bjp

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଦେଇଛି ଭାଜପା। ତେଲକୋଇରୁ ଫକୀର ମୋହନ…

2 years ago

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି ଯଦି…

2 years ago

‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି

ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି ଯେ…

2 years ago

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ ନେଇ…

2 years ago

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି ମହାପର୍ବରେ…

2 years ago

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି…

2 years ago

ବିଜେଡି ଛାଡ଼ିବା ପରେ ଏମିତି କହିଲେ ବିମ୍ବାଧର କୁଅଁର

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ସୋମବାର ପୂର୍ବତନ ମନ୍ତ୍ରୀ ବିମ୍ବାଧର କୁଅଁର ବିଜେଡି ଛାଡ଼ି…

2 years ago

୧୦ ବର୍ଷ ପରେ ଭାଜପାକୁ ଫେରିଲେ ପୂର୍ବତନ ମନ୍ତ୍ରୀ

ଭୁବନେଶ୍ୱର,୨୨ା୪: ଦୀର୍ଘ ୧୦ ବର୍ଷ ପରେ ପୁଣି ଭାଜପାକୁ ଫେରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ଭାଜପା ସଭାପତି ବିମ୍ବାଧର କୁଅଁର। ରାଜ୍ୟ କାର୍ଯ୍ୟାଳୟରେ ସଭାପତିଙ୍କ ଉପସ୍ଥିତିରେ…

2 years ago

୫ ବର୍ଷରେ ଅମିତ ଶାହାଙ୍କର ଦୁଇଗୁଣା ହେଲା ସମ୍ପତ୍ତି

ନୁଆଦିଲ୍ଲୀ,୨୧।୪: କେନ୍ଦ୍ର ଗୃହମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି (ଭାଜପା)ର ବରିଷ୍ଠ ନେତା ଅମିତ ଶାହା ଏପ୍ରିଲ ୧୯ ରେ ଗାନ୍ଧିନଗର ଲୋକ ସଭା ର୍ନିବାଚନମଣ୍ଡଳୀ ପାଇଁ…

2 years ago

ରାଜନୀତିର ହଟ୍‌ସ୍ପଟ୍‌ ଗୋପାଳପୁର: ପ୍ରଚାର ମଇଦାନକୁ ଓହ୍ଲାଇଲା ଭାଜପା

ଗୋପାଳପୁର,୨୧ା୪(ନବୀନ ରାଜ ଆଚାରୀ): ରାଜ୍ୟ ରାଜନୀତିରେ ହଟସ୍ପଟ୍‌ ରୂପେ ପରିଚିତ ଗୋପାଳପୁର ନିର୍ବାଚନ ମଣ୍ଡଳୀ। ଏଠାରେ କେଉଁ ଦଳର ପ୍ରାର୍ଥୀ ବାଜି ମାରିବେ ସେ ନେଇ ସମସ୍ତଙ୍କ…

2 years ago

ନିର୍ବାଚନ ୨୦୨୪: ବିଜେଡି, ଭାଜପା ଏବଂ କଂଗ୍ରେସ ଏପର୍ଯ୍ୟନ୍ତ ଏହି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିନାହାଁନ୍ତି

ଭୁବନେଶ୍ୱର,୨୧।୪: ଓଡ଼ିଶାରେ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ ହୋଇଥଲା ବେଳେ ଏପର୍ଯ୍ୟନ୍ତ କିଛି ବିଧାନସଭା କ୍ଷେତ୍ର ପାଇଁ ବିଜେଡି, ଭାଜପା ଏବଂ କଂଗ୍ରେସ ସମେତ…

2 years ago

ନିର୍ବାଚନର ଗୋଟିଏ ଦିନ ପରେ ଭାଜପା ପ୍ରାର୍ଥୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦ା୪: ପ୍ରଥମ ପର୍ଯ୍ୟାୟ ନିର୍ବାଚନର ଗୋଟିଏ ଦିନ ପରେ ମୃତ୍ୟୁ ବରଣ କରିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା) ଲୋକ ସଭା ପ୍ରାର୍ଥୀ। ଉତ୍ତରପ୍ରଦେଶ ମୋରାବାଦର ପ୍ରାର୍ଥୀ ସର୍ଭେଶ…

2 years ago