bjp

ଭାଜପା ଟିକେଟ ଆଶାରେ ୪ ଆଶାୟୀ

ଭଣ୍ଡାରିପୋଖରୀ, ୨୧।୩(ରବିନାରାୟଣ ଖିଲାର): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୦୯ରୁ ଏହି ଆସନକୁ ବିଜେଡି ଅକ୍ତିଆର କରିଆସିଛି। ବିଜେଡିର ବରିଷ୍ଠ ନେତା ତଥା ଭଣ୍ଡାରିପୋଖରୀ ବିଧାୟକ…

2 years ago

ଭାଜପାରେ ଆରମ୍ଭ ହେଲା ତୁତୁମେମେ, ଟିକେଟ ନ ମିଳିବାରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସମେତ ନେତା ଖୋଲିଲେ ଗୁମର

ନୂଆଦିଲ୍ଲୀ,୨୦।୩: ଦେଶରେ ଲୋକ ସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ରାଜନୈତିକ ଦଙ୍ଗା ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ ଦକ୍ଷିଣ ଭାରତୀୟ ରାଜ୍ୟ କର୍ନାଟକରେ…

2 years ago

ଦିଲ୍ଲୀରେ ଭାଜପା ନେତାଙ୍କ ଡେରା, ପ୍ରାର୍ଥୀ ତାଲିକା ଉପରେ ରାଜ୍ୟବାସୀଙ୍କ ନଜର

ଭୁବନେଶ୍ୱର, ୧୯।୩(ସୁନିତ ମିଶ୍ର): ଓଡ଼ିଶାରେ ବିଜେଡି-ଭାଜପା ମେଣ୍ଟ ହେବ ନା ନାହିଁ ତାହା ଉପରୁ ପରଦା ଉଠିପାରୁନାହିଁ। କୌଣସି ସ୍ପଷ୍ଟ ସୂଚନା ମିଳୁ ନ ଥିବାରୁ ଏଯାବତ…

2 years ago

ସବୁ ଦଳର ପ୍ରାର୍ଥୀ ତାଲିକା ଘୋଷଣା ଉପରେ ରହିଛି ନଜର

ଭୁବନେଶ୍ୱର,୧୮ା୩(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ଲାଗି ତାରିଖ ଘୋଷଣା ହେବା ସାଙ୍ଗକୁ ଆଦର୍ଶ ଆଚରଣବିଧି ଲାଗୁ ହୋଇସାରିଛି। ଆସନ୍ତା ଏପ୍ରିଲ ୧୯ରୁ ଦେଶର ପ୍ରଥମ ପର୍ଯ୍ୟାୟରେ…

2 years ago

ମେଣ୍ଟକୁ ନେଇ କୌଣସି ଦ୍ୱନ୍ଦ ନାହିଁ: ଜୁଏଲ

ଭୁବନେଶ୍ୱର,୧୮ା୩: ବିଜେଡି-ଭାଜପା ମେଣ୍ଟକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଏବେ ବି ଥମିନାହିଁ। ଅନ୍ୟପକ୍ଷରେ ଏହି ପ୍ରସଙ୍ଗକୁ ନେଇ ଭାଜପା ଏମ୍‌ପି ଜୁଏଲ ଓରାମ କହିଛନ୍ତି, ମେଣ୍ଟକୁ…

2 years ago

ଇଲେକ୍ଟୋରାଲ ବଣ୍ଡ୍‌ରୁ ଭାଜପାକୁ ୬,୯୮୬.୫ କୋଟି

ନୂଆଦିଲ୍ଲୀ,୧୮।୩(ପି.ଟି.): ଭାରତର ନିର୍ବାଚନ କମିଶନର(ଇସିଆଇ) ରବିବାର ଇଲେକ୍ଟୋରାଲ ବଣ୍ଡ୍‌ର ସାନି ତଥ୍ୟ ସର୍ବସାଧାରଣରେ ପ୍ରକାଶ କରିଛନ୍ତି। ପୂର୍ବରୁ ଇସିଆଇ ଉକ୍ତ ତଥ୍ୟଗୁଡ଼ିକୁ ଜଉମୁଦା ଲଫାପାରେ ସୁପ୍ରିମକୋର୍ଟରେ ଦାଖଲ…

2 years ago

ପ୍ରଧାନମନ୍ତ୍ରୀ ରେସ୍‌ରେ ଅଛନ୍ତି କି ଗଡକରୀ: ନିଜେ କଲେ ଖୁଲାସା

ନୂଆଦିଲ୍ଲୀ,୧୭।୩: ଦେଶରେ ଲୋକ ସଭା ନିର୍ବାଚନର ତାରିଖ ଘୋଷଣା କରାଯାଇଛି। ଭାରତୀୟ ଜନତା ପାର୍ଟି ୨୦୨୪ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାର…

2 years ago

ଭାଜପାରେ ସାମିଲ ହେଲେ ପ୍ରସିଦ୍ଧ ଗାୟିକା ଅନୁରାଧା ପୌଡଓ୍ବାଲ

ନୂଆଦିଲ୍ଲୀ,୧୬।୩: ପ୍ରସିଦ୍ଧ ଗାୟିକା ଅନୁରାଧା ପୌଡଓ୍ବାଲ ନିଜର ରାଜନୈତିକ କ୍ୟାରିୟର ଆରମ୍ଭ କରିଛନ୍ତି। ଶନିବାର ଅପରାହ୍ନରେ ଭାଜପା ଅଫିସରେ ପହଞ୍ଚି ସେ ଦଳରେ ସାମିଲ ହୋଇଛନ୍ତି। ଖୁବ୍‌ଶୀଘ୍ର…

2 years ago

ଅରିନ୍ଦମଙ୍କୁ କେଉଁଠୁ ଟିକେଟ୍‌ ଦେବ ଭାଜପା ?

ଭୁବନେଶ୍ୱର,୧୫।୩: ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେବାର ଘଣ୍ଟାଏ ନ ପୂରୁଣୁ ଭାଜପାରେ ଯୋଗ ଦେଇଛନ୍ତି ଅଭିନେତା ଅରିନ୍ଦମ ରାୟ। ଯୋଗ ଦେବା ପରେ ସେ ତାଙ୍କର…

2 years ago

ବିଜେଡି ଛାଡ଼ି ଭାଜପାରେ ମିଶିବା ପରେ ଅରିନ୍ଦମ ଦେଲେ ବଡ଼ ବୟାନ: ଦଳର ମୁଖିଆଙ୍କୁ ଭେଟିବା…

ଭୁବନେଶ୍ୱର,୧୫।୩: ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେବାର ଘଣ୍ଟାଏ ନ ପୂରୁଣୁ ଭାଜପାରେ ଯୋଗ ଦେଇଛନ୍ତି ଅଭିନେତା ଅରିନ୍ଦମ ରାୟ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ…

2 years ago

ଭାଜପାରେ ଯୋଗଦେଲେ ଅଭିନେତା ଅରିନ୍ଦମ ରାୟ

ଭୁବନେଶ୍ୱର,୧୫ା୩: ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେବାର ଘଣ୍ଟାଏ ନ ପୂରୁଣୁ ଭଜାପରେ ଯୋଗ ଦେଇଛନ୍ତି ଅଭିନେତା ଅରିନ୍ଦମ ରାୟ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ…

2 years ago

ଟୁଇଟ୍ ଡିଲିଟ କଲେ ମନମୋହନ, ଚୁପ୍ ରହିଲା ବିଜେଡି, ପୁଣି ବଢ଼ିଲା ମେଣ୍ଟ ସମ୍ଭାବନା

ଭୁବନେଶ୍ୱର,୧୪।୩: ବିଜୁ ଜନତା ଦଳ (ବିଜେଡି) ଏବଂ ଭାରତୀୟ ଜନତା ପାର୍ଟି (ଭାଜପା) ମଧ୍ୟରେ ମେଣ୍ଟ ଖବର ଆହୁରି ଘନୀଭୂତ ହୋଇଛି। ଗୁରୁବାର ନବୀନ ନିବାସରେ ବିଜେଡି…

2 years ago