Tag Archives: bjp

ମହିଳା ପ୍ରାର୍ଥୀ ଦେବାରେ ପଛରେ ଭାଜପା, କଂଗ୍ରେସ

ଭୁବନେଶ୍ୱର,୨୦ା୪(ଜିତେନ୍ଦ୍ର କୁମାର ନାୟକ): ଦେଶବ୍ୟାପୀ ଏବେ ଲୋକ ସଭା ଆସନ ବୃଦ୍ଧି ଓ ମହିଳା ସଂରକ୍ଷଣ ଆଇନ ସମ୍ପର୍କରେ ଆଲୋଚନା ତେଜିଛି। ଏପରି ପ୍ରଚ୍ଛଦପଟରେ ୨୦୨୩ରେ ମହିଳା ସଂରକ୍ଷଣ ଆଇନ ସଂସଦରେ ଗୃହୀତ ହୋଇସାରିଥିଲା। ତଥାପି ଦେଶର ଅଧିକାଂଶ ରାଜନୈତିକ ଦଳରୁ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ ସ୍ଥାନୀୟ ରାଜନୀତିରେ ହଲଚଲ ସୃଷ୍ଟି ହୋଇଛି। ତେବେ ଆଗାମୀ ଦିନରେ ସେ କେଉଁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରିଛନ୍ତି।ଘୋଷିତ ତାଲିକା ଅନୁଯାୟୀ, ମୋଟ…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି ପ୍ରମୁଖ ଗ୍ୟାରେଣ୍ଟି ଉନ୍ମୋଚନ କରିଛନ୍ତି। ସାମ୍ପ୍ରତିକ ବିଧାନସଭା ନିର୍ବାଚନରେ, ଭାଜପା ‘ମୋଦିଙ୍କ ଗ୍ୟାରେଣ୍ଟି’କୁ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ ନେଇ ଅରୁଣ କହିଛନ୍ତି, କୋଟା ବୃଦ୍ଧି ନେଇ ବିଜେଡି ଦାବି କରୁଥିଲା। ଭାଜପା…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC) ଲାଗୁ କରିବା ଏବଂ ‘ଅରୁଣୋଦୟ’ ଯୋଜନା ଅଧୀନରେ ମହିଳାମାନେ ପାଇଥିବା ମାସିକ ପ୍ରତ୍ୟକ୍ଷ…

ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ନେତା ଆଲୋକଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଦଳ ଆସ୍ଥା ପ୍ରକଟ କରି..

ହାଟଡିହୀ,୨୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀଙ୍କୁ ଦଳ ତରଫରୁ ବଡ଼ ଦାୟିତ୍ୱ ମିଳିଛି।ରାଜନୀତି ମଇଦାନରେ ଦଳର ଜଣେ ଦକ୍ଷ ନେତା ଭାବେ ପ୍ରତିପାଦିତ ହୋଇଥିବା ଆଲୋକଙ୍କୁ ଦଳ ତରଫରୁ ପୂର୍ବରୁ ଦିଆଯାଇଥିବା ବହୁ…

ମର୍ଣ୍ଣିଂ ଓ୍ବାକରେ ଯାଇଥିବା ଭାଜପା ନେତାଙ୍କୁ ଛୁରୀ ଭୁଷି ହତ୍ୟା

ଗୋରଖପୁର,୧୭।୩: ମଙ୍ଗଳବାର ସକାଳେ ଉତ୍ତର ପ୍ରଦେଶ ଗୋରଖପୁରର ଚିଲୁଆତାଲ ପୋଲିସ ଷ୍ଟେଶନ ଅଞ୍ଚଳର ସୀମା ମଧ୍ୟରେ ଥିବା ବରଗଡୱାରେ ଜଣେ ଭାଜପା ନେତାଙ୍କ ର୍ନିମମ ହତ୍ୟା ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି। ପୀଡିତ ଭାଜପା ନେତା ରାଜକୁମାର ଚୌହାନ…

ତାମିଲନାଡୁ ରାଜନୀତିରେ ହଲଚଲ୍: ସୁପରଷ୍ଟାର ବିଜୟଙ୍କୁ ଡେପୁଟି ସିଏମ୍ ଅଫର୍!

ଚେନ୍ନାଇ,୧୫।୩: ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ ଦକ୍ଷିଣ ଭାରତ ରାଜନୀତିରେ ଏକ ବଡ଼ ଧରଣର ସମୀକରଣ ଦେଖିବାକୁ ମିଳିଛି। ସୂତ୍ର ଅନୁସାରେ, ସୁପରଷ୍ଟାର ବିଜୟଙ୍କ ପାର୍ଟି ‘ଟିଭିକେ’ (TVK) ସହ ମେଣ୍ଟ କରିବା ପାଇଁ ଭାଜପା ପକ୍ଷରୁ ଏକ ବଡ଼ ପ୍ରସ୍ତାବ…

ପୁଣି ଯଜ୍ଞନାରାୟଣଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା: ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପ୍ରଭାରୀ ଭାବେ ନିଯୁକ୍ତି

ପୁରୁଷୋତ୍ତମପୁର,୧୫।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳର ଭାଜପାର ବରିଷ୍ଠ ନେତା ଯଜ୍ଞନାରାୟଣ ଦାଶଙ୍କ ଉପରେ ଆସ୍ଥାପ୍ରକଟ କଲା ଭାଜପା। ଭାଜପା ପୁଣି ଗୁରୁଦାଇୟିତ୍ୱ ଦେଇ ସାନଖେମୁଣ୍ଡି ନିର୍ବାଚନମଣ୍ଡଳୀ ପ୍ରଭାରୀ ରୂପେ ନିଯୁକ୍ତି ଦେଇଛି। ପୂର୍ବରୁ ସାଧାରଣ ନିର୍ବାଚନ ସମୟରେ ଆସିକା…

ନବୀନଙ୍କ ପୋଲ୍‌ ଖୋଲିଲେ ପ୍ରତାପ ଷଡ଼ଙ୍ଗୀ, ଅତୀତରେ ମୋତେ ଅଫର ଦେଇଥିବା କହି…

ଭୁବନେଶ୍ୱର,୧୪ା୩: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପୋଲ୍‌ ଖୋଲି ଦେଇଛନ୍ତି ଏମ୍‌ପି ପ୍ରତାପ ଷଡ଼ଙ୍ଗୀ(ନନା)। ସେ କହିଛନ୍ତି, ନବୀନ ଘୋଡ଼ା ବେପାରରେ ମାହିର। ଅତୀତରେ ମୋତେ ଘୋଡ଼ା ବେପାର ପାଇଁ ଅଫର ଦେଇଥିଲେ ନିଜେ ନବୀନ। ମୋତେ କିଣିବାକୁ ୩…

ରାଜ୍ୟ ସଭା ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା କରୁଛି ଘୋଡ଼ା ବେପାର

ଭୁବନେଶ୍ୱର,୧୪ା୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ସବୁ ପ୍ରକାର ବଳ ଲଗାଇ ଦେଇଛନ୍ତି। ତେବେ ଏହାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?