Tag Archives: bjp

ଆଶ୍ଚର୍ଯ୍ୟ କରୁଛି ଭାଜପାର ଆୟ! କଂଗ୍ରେସ ଅପେକ୍ଷା ସାତ ଗୁଣ ଅଧିକ ରୋଜଗାର କରିଛି ଦଳ, କଂଗ୍ରେସ ଆୟ ଅପେକ୍ଷା ଅଧିକ ଖର୍ଚ୍ଚ କରିଛି

ନୂଆଦିଲ୍ଲୀ,୬।୩: ଆସୋସିଏଶନ ଫର୍‌ ଡେମୋକ୍ରାଟିକ ରିଫର୍ମସ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଜାତୀୟ ଦଳଗୁଡ଼ିକର ଆୟ ପ୍ରକାଶ କରିଛି। ଏଡିଆର ରିପୋର୍ଟ ଅନୁଯାୟୀ, ଭାଜପାର ମୋଟ ଆୟ ୬,୭୬୯.୧୫ କୋଟି। ଛଅଟି ଜାତୀୟ ଦଳର ମୋଟ ଆୟର ୮୫ ପ୍ରତିଶତ କେବଳ…

ନୀତୀଶଙ୍କ ପରେ ଏବେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଭାଜପା ଖେଳିବ ‘ସରପ୍ରାଇଜ କାର୍ଡ’, ଜାଣନ୍ତୁ ଏଥିରେ କିଏ ହେବେ ସାମିଲ

ନୂଆଦିଲ୍ଲୀ,୫।୩: ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ରାଜ୍ୟ ସଭା ପ୍ରାର୍ଥୀତ୍ୱ ଘୋଷଣା ପରେ, ବିହାର ରାଜନୀତିରେ ଏକ ନୂତନ ଯୁଗର ଆରମ୍ଭ ହେବା ନେଇ ଆଲୋଚନା ଜୋର ଧରିଛି। ରାଜନୈତିକ ମହଲରେ ଏବେ ସବୁଠାରୁ ବଡ଼ ପ୍ରଶ୍ନ ହେଉଛି ନୀତୀଶ କୁମାରଙ୍କ ପରେ…

ବିଜେଡି ଯାହା କରିଛି ଠିକ୍‌ କରିଛି, କାହିଁକି ଏମିତି କହିଲେ ଗଣେଶ୍ୱର, ଜାଣନ୍ତୁ…

ଭୁବନେଶ୍ୱର,୨ା୩: ବିଜେଡି ବିଧାୟକ ଗଣେଶ୍ୱର ବେହେରା ଭାଜପା ଉପରେ ପ୍ରବଳ ବର୍ଷିଛନ୍ତି। ସେ ଭାଜପାକୁ ରୋକ୍‌ଠୋକ୍‌ ଶୁଣାଇ କହିଛନ୍ତି, ବିଜେଡି ଯାହା କରିଛି ଠିକ୍‌ କରିଛି। ଡାକ୍ତର ଦତ୍ତେଶ୍ୱର ହୋତା ହେଉଛନ୍ତି ବିଜେଡି ଏବଂ କଂଗ୍ରେସ ସମର୍ଥିତ ପ୍ରାର୍ଥୀ, ସେ କୌଣସି…

ରକ୍ଷକ ହୋଇ ଭକ୍ଷକ ସାଜିଥିବା ପୂର୍ବତନ ବିଧାୟକ ଧର୍ମଶାଳାବାସୀଙ୍କୁ କ୍ଷମା ମାଗନ୍ତୁ, ଏପରି ଅଭିଯୋଗ ଆଣି…

ଧର୍ମଶାଳା,୧ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାରେ ପୂର୍ବ ସରକାର ସମୟରେ ଅନେକ ଦୁର୍ନୀତି ହୋଇଥିବା ବେଳେ ପୋଲିସ ପ୍ରଶାସନ, ଖଣି ଉପନିର୍ଦ୍ଦେଶକ ଏବଂ ତହସିଲ ପ୍ରଶାସନ ମିଳିତ ଭାବେ ନେତାଙ୍କ ଚାପରେ ତାଙ୍କ ଉପରେ କରିଥିବା ଅତ୍ୟାଚାର ଓ ବେଆଇନ କାର୍ଯ୍ୟ…

ଭାଜପା ଇଚ୍ଛାଧାରୀ ନାଗ, ମୋଦିଙ୍କୁ ନେଇ କ’ଣ କହିଲେ ପବନ ଖେରା ଜାଣନ୍ତୁ

ନୂଆଦିଲ୍ଲୀ,୨୭।୨: ଶୁକ୍ରବାର (୨୭ ଫେବୃଆରୀ) ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀ ଅବକାରୀ ନୀତି ସହିତ ଜଡିତ ଏକ CBI ମାମଲାରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ…

ମଦ ଦୁର୍ନୀତି ମାମଲାରେ ଦୋଷମୁକ୍ତ ହେବା ପରେ ଟ୍ରେଣ୍ଡ କଲେଣି କେଜରିୱାଲ, ଭାଜପାକୁ ପ୍ରଶ୍ନ ପଚାରୁଛନ୍ତି ୟୁଜର୍ସ

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀ ରାଜନୀତିର ସବୁଠାରୁ ବିବାଦୀୟ ମାମଲା ମଧ୍ୟରୁ ଗୋଟିଏ, କଥିତ ମଦ ନୀତି ଦୁର୍ନୀତିରେ ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ରାୟ ଘୋଷଣା କରାଯାଇଛି। ଏହି ମାମଲା ବହୁ ବର୍ଷ ଧରି ରାଜନୈତିକ ପରିବେଶକୁ ଉଷ୍ମ କରିଥିଲା। ଅଭିଯୋଗ, ତଦନ୍ତ,…

ବଡ଼ ସୂଚନା ଦେଲେ ଭାଜପା ରାଜ୍ୟ ପ୍ରଭାରୀ, ରାଜ୍ୟ ସଭା ପ୍ରାର୍ଥୀ ନେଇ କହିଲେ…

ଭୁବନେଶ୍ୱର,୨୬ା୨: ରାଜ୍ୟ ସଭା ନିର୍ବାଚନ ପାଇଁ ଖୁବ୍‌ଶୀଘ୍ର ପ୍ରାର୍ଥୀ ଘୋଷଣା କରିବ ଭାଜପା। ଏନେଇ ସୂଚନା ଦେଇଛନ୍ତି ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ସେ କହିଛନ୍ତି, ଆଜି କିମ୍ବା କାଲି ଭିତରେ ସଂସଦୀୟ ବୋର୍ଡ ବୈଠକ ବସିବ।…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ ୨୦୨୬ରେ ଚାରି ଜଣଙ୍କୁ ଗିରଫ କରାଯାଇଥିଲା, ଯେଉଁମାନେ…

ବିରୋଧୀ ଯେଉଁ ଅପଚେଷ୍ଟା କରୁଛନ୍ତି ସେଥିରେ ବିଫଳ ହେବେ: ମନମୋହନ

ଭୁବନେଶ୍ୱର,୨୦।୨ (ସୁନିତ୍‌ ମିଶ୍ର): ଧାନର ଅଭାବୀ ବିକ୍ରି ନ ହେବା ଏବଂ ଚାଷୀ ତା’ର ଉଚିତ ମୂଲ୍ୟ ପାଇବା ପାଇଁ ଭାଜପା ସବୁବେଳେ ପ୍ରୟାସ କରୁଛି। ଧାନ ଅମଳରେ ଓଡ଼ିଶା ଗୋଟିଏ ସମୟରେ ୧୯ ନମ୍ବରରେ ଥିବାବେଳେ ଏବେ ୨ୟ ନମ୍ବର…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ ପରିବେଶ ସରଗରମ ହୋଇଯାଇଛି। ପ୍ରଶ୍ନ ହେଉଛି କି ବର୍ତ୍ତମାନର ଏମପିମାନଙ୍କୁ ପୁନରାବୃତ୍ତି କରାଯିବ…

ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା, କହିଲେ ବିଜେଡି କିଣା ବିକାରେ…

ଭୁବନେଶ୍ୱର,୯।୨: ବିଧାୟିକା ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା। ଦାସବର୍ମା କହିଛନ୍ତି, ବିଜେଡି କିଣାବିକାରେ ବିଶ୍ୱାସ କରେନି।ସେଠାକାର ଜନପ୍ରତିନିଧି ପ୍ରଥମେ ବ୍ରହ୍ମଗିରିବାସୀଙ୍କ ଆକାଂକ୍ଷା ପୂରଣ କରନ୍ତୁ। ଆଗକୁ ନିର୍ବାଚନ ଆସୁଛି, ଲୋକପ୍ରିୟତା ପ୍ରମାଣିତ କରନ୍ତୁ ବୋଲି କହି ଉପାସନାଙ୍କ…

ଶେଷ ବେଳକୁ ବିଜେଡିରେ ଥିବେ  କେବଳ ଏହି ୩ ଜଣ: କହୁକହୁ କହିଦେଲେ ବିଧାୟିକା

ଭୁବନେଶ୍ୱର,୯।୨: ଭାଜପା ବିଧାୟିକା ଉପାସନା ମହାପାତ୍ର ବିଜେଡିକୁ ଟାର୍ଗେଟ କରିଛନ୍ତି। କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା ଭାଜପାରେ ମିଶିବା ପରେ ତେରେଛା ବାଣ ମାରିଲେ ଉପାସନା। ନାଁ ନ ନେଇ ସଞ୍ଜୟ ଦାସବର୍ମା ଏବଂ ବିଜେଡି ଉପରେ ବର୍ଷିଲେ ବିଧାୟିକା। ସେ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?