ନବୀନଙ୍କୁ ନେଇ ସ୍ପଷ୍ଟୀକରଣ ରଖିଲେ ଦିବ୍ୟଶଙ୍କର ମିଶ୍ର, କହିଲେ ଭାଜପା ଆସିବା ପରେ ଓଡ଼ିଶାବାସୀ…
ଭବାନୀପାଟଣା,୨୯ା୧(ଉତ୍ତମ କୁମାର ଦାଶ): ପୂର୍ବତନ ଏମ୍ପି ତଥା ବଲାଙ୍ଗୀର ବିଧାୟକ କଳିକେଶ ସିଂହଦେଓଙ୍କ ସମ୍ପର୍କରେ ଦେଇଥିବା ମତାମତ ସମ୍ପର୍କରେ ଗୁରୁବାର ଭବାନୀପାଟଣା ମିଡ୍ ଟାଉନଠାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ସ୍ପଷ୍ଟୀକରଣ ଦେଇଛନ୍ତି। ସେ…
ବନ୍ଦର କୌଣସି ପ୍ରଭାବ ପଡ଼ିବ ନାହିଁ: ଭାଜପା
ଭୁବନେଶ୍ୱର,୨୭।୧: ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦ ପାଳନକୁ ଭାଜପା ତାଚ୍ଛଲ୍ୟ କରି ନବନିର୍ମାଣ କୃଷକ ସଂଗଠନକୁ ଟାର୍ଗେଟ୍ କରିଛି। ଏହା ନକଲି ଚାଷୀଙ୍କ ଆନ୍ଦୋଳନ ବୋଲି ଭାଜପା ମୁଖପାତ୍ର ମନୋଜ ମହାପାତ୍ର…
କୋଲକାତାରେ ଭାଜପା-ଟିଏମସି କର୍ମୀ ମୁହାଁମୁହିଁ: ପରସ୍ପରର କାର୍ଯ୍ୟକ୍ରମରେ ଭଙ୍ଗାରୁଜା
କୋଲକାତା, ୨୫ା୧: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ହିଂସା ଚରମ ସୀମାରେ ପହଞ୍ଚିଛି। ରବିବାର ସନ୍ଧ୍ୟାରେ କୋଲକାତାର ସାଖେରବଜାର ଏବଂ ବେହାଲା ପଶ୍ଚିମ ଅଞ୍ଚଳରେ ଭାଜପା ଏବଂ ତୃଣମୂଳ କଂଗ୍ରେସ (TMC) କର୍ମୀଙ୍କ ମଧ୍ୟରେ ଭୟଙ୍କର ସଂଘର୍ଷ ଘଟିଛି। ଏହି…
ଭାଜପା, ଶିନ୍ଦେ ସେନା ଛକାପଞ୍ଝା
ମୁମ୍ବାଇ,୨୨ା୧: ଏସିଆର ସବୁଠୁ ଧନୀ ମହାନଗର ନିଗମ ବିଏମ୍ସି ନିର୍ବାଚନ ଜାନୁଆରୀ ୧୫ରେ ଅନୁଷ୍ଠିତ ହୋଇଥିଲା। ୨୨୭ ଆସନ ବିଶିଷ୍ଟ ବିଏମ୍ସି ଦଖଲ ପାଇଁ ମ୍ୟାଜିକ୍ ନମ୍ବର ହେଉଛି ୧୧୪। ଭାଜପାକୁ ୮୯ ଆସନରେ ସଫଳତା ମିଳିଥିବାବେଳେ ଶିନ୍ଦେ ସେନା ୨୯…
ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ…
କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ ଭିତ୍ତିଭୂମିକୁ ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ରରେ ଆୟୋଜିତ ବୈଠକରେ ଦଳର ବିଗୁଲ ବାଜିଛି। ଭାଜପାର ରାଜ୍ୟ ଉପସଭାପତି ତଥା କୋରାପୁଟ…
ଭାଜପାର ଜାତୀୟ ଅଧ୍ୟକ୍ଷ ନିର୍ୱାଚନ: ସାଧାରଣ ଲୋକ ଲଢିପାରିବେ?
ନୂଆଦିଲ୍ଲୀ,୧୬।୧: ଭାରତୀୟ ଜନତା ପାର୍ଟି ଏହାର ପରବର୍ତ୍ତୀ ଜାତୀୟ ସଭାପତି ନିର୍ୱାଚନ ପାଇଁ ଆନୁଷ୍ଠାନିକ ଭାବରେ କାର୍ଯ୍ୟସୂଚୀ ପ୍ରକାଶ କରିଛି। ନିର୍ୱାଚନ ପ୍ରକ୍ରିୟା ଜାନୁଆରୀ 19 ତାରିଖରୁ ଆରମ୍ଭ ହୋଇ ଜାନୁଆରୀ 20 ତାରିଖରେ ଶେଷ ହେବ। ଏହି ସମୟରେ, ଲୋକଙ୍କ…
ଜର୍ମାନ ଚାନ୍ସେଲରଙ୍କ ପରିବର୍ତ୍ତେ ରାହୁଲ ଗାନ୍ଧୀଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀ, ଭାଜପା କହିଲା ହାଇକମାଣ୍ଡଙ୍କୁ ଖୁସି କରିବା…
ବେଙ୍ଗାଲୁରୁ,୧୪।୧: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଏବଂ ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ରାହୁଲ ଗାନ୍ଧୀଙ୍କୁ ସ୍ବାଗତ କରିବା ପାଇଁ ସମାଲୋଚନାର ଶିକାର ହେଉଛନ୍ତି। ରାହୁଲ ଗାନ୍ଧୀ ଗୋଟିଏ ଦିନ ପୂର୍ବରୁ, ଜାନୁଆରୀ ୧୩ ତାରିଖରେ ମାଇସୁର ବିମାନବନ୍ଦର ଗସ୍ତ କରିଥିଲେ ଏବଂ ଜର୍ମାନ…
ଭାଜପା କର୍ମୀଙ୍କୁ ସଂଘବଦ୍ଧ ଆକ୍ରମଣ: ୧୦ରୁ ଊର୍ଦ୍ଧ୍ୱ ଆହତ, ପୋଲିସ ପହଞ୍ଚିବାରୁ…
ହାଟଡିହୀ,୧୧ା୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ଏବେ ରାଜନୈତିକ ଅଶାନ୍ତ ଆରମ୍ଭ ହେଲାଣି। ଫଳରେ ଛକାପଞ୍ଝା ବଢ଼ିବାରେ ଲାଗିଛି l ଖବରରୁ ଜଣାଯାଇଛି, ରବିବାର ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀଙ୍କ ନିଜ ଇଞ୍ଚୋଳ ପଞ୍ଚାୟତ ଅଧୀନ ଭୂତପଦା ଗ୍ରାମରେ…
ଓଡ଼ିଶା ଆସିବେ ନୀତିନ ନବୀନ
ଭୁବନେଶ୍ୱର,୧୦ା୧: ଖୁବଶୀଘ୍ର ଓଡ଼ିଶା ଆସିବେ ଭାଜପା କାର୍ଯ୍ୟକାରୀ ସଭାପତି ନୀତିନ ନବୀନ। ଏନେଇ ସୂଚନା ଦେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ଦୀର୍ଘ ସମୟ ରାଷ୍ଟ୍ରୀୟ ସଭାପତିଙ୍କ ସହ ଆଲୋଚନା ହୋଇଥିଲା। ରାଜ୍ୟ ବିଷୟରେ ତାଙ୍କୁ ଅବଗତ କରିଥିଲ।…
ଆପଣ କାହିଁକି ଏତେ ଭୟ କରୁଛନ୍ତି? ମମତାଙ୍କୁ କଡ଼ା ପ୍ରଶ୍ନ କଲା ଭାଜପା
କୋଲକାତା,୯।୧: ଗୁରୁବାର କୋଲକାତାରେ ନିର୍ବାଚନ ପରାମର୍ଶଦାତା IPAC ର ମୁଖ୍ୟ ପ୍ରତୀକ ଜୈନଙ୍କ ଘରେ ଚଢାଉ ସମୟରେ ମମତା ବାନାର୍ଜୀ କ୍ରୋଧିତ ହୋଇଥିଲେ। ଘଟଣାସ୍ଥଳକୁ ପହଞ୍ଚି ସେ ଏକ ଫାଇଲ ଏବଂ ଏକ ଲାପଟପ ଛଡ଼ାଇ ନେଇଥିଲେ। ଭାଜପା ନେତା ରବି…
‘I-PAC ରେଡ ସମୟରେ ମୁଖ୍ୟମନ୍ତ୍ରୀ ତାଙ୍କ ହାତରୁ ପ୍ରମାଣ ଛଡାଇ ନେଇଥିଲେ, ଯାହା ପୂର୍ବରୁ କେବେ ହୋଇ ନ ଥିଲା’, ବଡ଼ ବାଦି କଲାଣି ଭାଜପା
କୋଲକାତା,୮।୧: କୋଇଲା ଦୁର୍ନୀତି ମାମଲାରେ ଗୁରୁବାର କୋଲକାତାର I-PAC କାର୍ଯ୍ୟାଳୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଏକ ତଲାସୀ ଅଭିଯାନ ଚଳାଇଥିଲା। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ EDର ତଦନ୍ତକୁ ପ୍ରଭାବିତ କରିବା ଏବଂ ପ୍ରମାଣ ସହିତ ହେରଫେର କରିବାର ଅଭିଯୋଗ ଆସିଛି,…
ମୁଖ୍ୟମନ୍ତ୍ରୀ-ନରସିଂହ ମିଶ୍ରଙ୍କ ଭେଟ୍ଘାଟ୍କୁ ନେଇ ରାଜନୈତିକ ମହଲରେ ହଲ୍ଚଲ୍
ବଲାଙ୍ଗୀର,୮ା୧(ବୀରେନ୍ଦ୍ର କୁମାର ଝାଙ୍କର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ତାଙ୍କ ଆବାସିକ କାର୍ଯ୍ୟାଳୟରେ ପୂର୍ବତନ ଆଇନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଗତ ୪ ତାରିଖରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଏହି ଆଲୋଚନାରେ ଓଡ଼ିଶା…

