Tag Archives: bjp

Delhi Election Result: ମ୍ୟାଜିକ୍‌ ନମ୍ବର ଅତିକ୍ରମ କଲା ଭାଜପା: ପଛରେ ପଡିଗଲା ଆପ୍‌

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଛି। ପ୍ରାରମ୍ଭିକ ଟ୍ରେଣ୍ଡରେ, ଭାଜପା ମ୍ୟାଜିକ୍‌ ନମ୍ବର ଅତିକ୍ରମ କରିଥିବାବେଳେ ଆମ ଆଦମୀ ପାର୍ଟିକୁ ଏକ ବଡ଼ ଝଟକା ଲାଗିଛି। ଭାଜପା ୪୫ଟି ଆସରେ ଆଗୁଆ ଥିବାବେଳେ…

ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ୟା ଶୁଣିଲେ ସ୍ବାସ୍ଥ୍ୟମନ୍ତ୍ରୀ, କହିଲେ ପୂର୍ବ ସରକାରରେ ଯାହା…

କେସିଙ୍ଗା,୨ା୨(ତୁମେଶ୍ୱର ସାହୁ): ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ କଳାହାଣ୍ଡି ଜିଲା ଉତ୍କେଳା ଏୟାରଷ୍ଟ୍ରିପ୍‌ରେ ରବିବାର ଓହ୍ଲାଇ ଦିନିକିଆ ବଲାଙ୍ଗୀର ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ସମୟରେ କିଛି ସମୟ କେସିଙ୍ଗା ଏନ୍‌ଏସି ଗେଷ୍ଟ ହାଉସ୍‌ରେ ରହଣି ବେଳେ ନଗର ଭାଜପା…

ତାତିଲା ଭାଜପା: ସୋନିଆ ରାହୁଲଙ୍କ କୁଶପୁତ୍ତଳିକା କଲା ଦାହ

ପାଟଣା,୨ା୨(ବୀରକିଶୋର ଦାଶ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଅପମାନଜନକ ମନ୍ତବ୍ୟ ଦେଇଥିବା କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କୁ ଭାଜପା ପକ୍ଷରୁ କଡ଼ା ସମାଲୋଚନା କରାଯିବା ସହ ଏହାର ପ୍ରତିବାଦରେ ରବିବାର କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ…

ସୋନିଆ ଗାନ୍ଧୀଙ୍କ କୁଶପୁତ୍ତଳିକା ଦାହ କଲେ ଭାଜପା କର୍ମକର୍ତ୍ତା

କୋରାପୁଟ,୧ା୨(ଅମିତାଭ ବେହେରା): ସୋନିଆ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରପତି ପ୍ରତି ଅପମାନ ସୂଚକ ମନ୍ତବ୍ୟ ଦେଇଥିବାରୁ ତାହାର ପ୍ରତିବାଦ କରିବା ସହ କୋରାପୁଟ ଜିଲା ଭାଜପା ପକ୍ଷରୁ ଦୃଢ଼ ଭାବେ ନିନ୍ଦା କରାଯିବା ସହିତ ସ୍ଥାନୀୟ ଆଇଟିଡିଏ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି।…

‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ଗାଇଡଲାଇନକୁ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର,୩୦।୧: ଗୁରୁବାର ଗ୍ରାମୀଣ ବିକାଶକୁ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପଦକ୍ଷେପ ଅଧୀନରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିବା ପରେ ଓଡ଼ିଶାରେ ରାଜନୈତିକ ପାଣିପାଗ ଉଷ୍ମ ହୋଇଛି। ସରକାରରେ ପରିବର୍ତ୍ତନ ପରେ ପୂର୍ବ ସରକାରଙ୍କ…

ସଭାପତିଙ୍କ ନାଁ ଘୋଷଣା କଲା ଭାଜପା, ରାଜ୍ୟରେ ଚହଳ!

ଭୁବନେଶ୍ୱର,୨୫।୧:ରାଜ୍ୟ ଭାଜପାରେ ବଡ଼ ହଳଚଲ। ୧୯ଟି ସାଂଗଠନିକ ଜିଲା ସଭାପତିଙ୍କ ନାଁ ଘୋଷଣା କରିଛି ଦଳ । ଜିଲା ସଭାପତିଙ୍କ ନାଁ ଘୋଷଣା ସହ ଫିଟିଛି ରାଜ୍ୟ ସଭାପତି ର୍ନିବାଚନ ପାଇଁ ବାଟ । ଡବଲ ଇଞ୍ଜିନ ସରକାରର ଉପଲବ୍ଧି ଗ୍ରାଉଣ୍ଡରେ…

କଳାହାଣ୍ଡି ଭାଜପା ସଭାପତି ହେଲେ ଯୁଗଳ ପୋଢ଼

ଭବାନୀପାଟଣା,୨୫ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ଭାଜପା ଜିଲା ସଭାପତି ଭାବେ ବରିଷ୍ଠ ନେତା ଯୁଗଳ କିଶୋର ପୋଢ଼ ମନୋନୀତ ହୋଇଛନ୍ତି। ଭବାନୀପାଟଣାସ୍ଥିତ ସର୍କିଟ ହାଉସରେ ଜିଲା ଉପସଭାପତି ମୁକେଶ ଅଗ୍ରଓ୍ବାଲଙ୍କ ସଭାପତିତ୍ୱରେ ରାଜ୍ୟ ସାଧାରଣ ସମ୍ପାଦିକା ପୂର୍ଣ୍ଣିମା କେର୍କେଟା…

ଗର୍ଭବତୀ ମହିଳାଙ୍କୁ ମିଳିବ ୨୧,୦୦୦ ଟଙ୍କା, ଭାଜପା ଦେଲା ପ୍ରତିଶ୍ରୁତି

ନୂଆଦିଲ୍ଲୀ, ୧୭।୧: ଦିଲ୍ଲୀରେ ଆଗକୁ ବିଧାନସଭା ନିର୍ବାଚନ ଥିଲା ବେଳେ ସମସ୍ତ ଦଳ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା କରୁଛନ୍ତି। ରାଜ୍ୟରେ କ୍ଷମତାରେ ଥିବା ଆପ୍ ନିର୍ବାଚନ ଘୋଷଣା ପୂର୍ବରୁ ବିଭିନ୍ନ ଯୋଜନା ଆରମ୍ଭ କରି ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା…

ମହିଳା କାର୍ଡ ଖେଳିପାରେ ଭାଜପା

ଯାଜପୁର,୧୩ା୧(ହର୍ଷବର୍ଦ୍ଧନ ବେହେରା): ରାଜ୍ୟରେ ଗତ ସାଧାରଣ ନିର୍ବାଚନରେ ଭାଜପା ବିଜୟୀ ହେବା ପଛରେ ଦଳର ସାଙ୍ଗଠନିକ ବଳ ଅପେକ୍ଷା ବିଜେଡି ନେତାଙ୍କ ଅହଙ୍କାର ଓ ବିଭିନ୍ନ ଯୋଜନାରେ ବ୍ୟାପକ ଅନିୟମିତତା ବଡ଼ କାରଣ ବୋଲି ଚର୍ଚ୍ଚା ହେଉଛି। ତେଣୁ ଉଭୟ ଦଳ…

ସନ୍ତୋଷପୁର ମଣ୍ଡଳ ସଭାପତି ହେଲେ ଟୁକୁନା ସାହୁ, କହିଲେ ଦଳୀୟ ସଂଗଠନକୁ…

ଗଞ୍ଜାମ,୯ା୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ କୁଶପଲି ଭାଜପା ଯୁବନେତା ଟୁକୁନା ସାହୁ ସନ୍ତୋଷପୁର ମଣ୍ଡଳ ସଭାପତି ଭାବେ ଚୟନ ହୋଇଛନ୍ତି। ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବ୍ରହ୍ମପୁର ଏମ୍‌ପି ପ୍ରଦୀପ କୁମାର ପାଣିଗ୍ରାହୀ ଓ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର…

ଭାଜପା-ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌, ଘଟଣାସ୍ଥଳରେ ଉତ୍ତେଜନା

କେନ୍ଦୁଝର,୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଜାମକୁ ନେଇ ବୁଧବାର ସନ୍ଧ୍ୟାରେ ଭାଜପା ଓ ବିଜେଡିର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଉଭୟ ଦଳର ସମର୍ଥକଙ୍କ ମଧ୍ୟରେ ମାର୍‌ପିଟ୍‌ ହେବାରୁ ଉତ୍ତେଜନା ପରିସ୍ଥିତି ଉପୁଜିଥିଲା। ଏହାକୁ ନେଇ ଟାଉନ ଥାନାରେ…

ଭାଜପା ମଣ୍ଡଳ ସଭାପତି ହେଲେ ମିଟୁ ସାହୁ, କହିଲେ ସମସ୍ତଙ୍କୁ ନେଇ ଦଳ ପାଇଁ…

ଦାରିଙ୍ଗବାଡ଼ି,୬ା୧(ଅରୁଣ ସାହୁ): କନ୍ଧମାଳ ଜିଲାର ବିଭିନ୍ନ ମଣ୍ଡଳ ପାଇଁ ସଭାପତି ଚୟନ ହୋଇଯାଇଛି। ଦଳର ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଷଡ଼ଙ୍ଗୀ ଏହି ନାମ ତାଲିକା ଘୋଷଣା କରିସାରିଛନ୍ତି। ଏହି ପ୍ରରିପ୍ରେକ୍ଷୀରେ ଦାରିଙ୍ଗବାଡ଼ି ବ୍ଲକର ମଣ୍ଡଳ ସଭାପତି ଭାବେ ମିଟୁ ସାହୁଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri