Tag Archives: bjp

ନୀତୀଶଙ୍କୁ ନେଇ ବଡ଼ ଖବର: ମିଳିବ ଉପରାଷ୍ଟ୍ରପତି ପଦ! ଭାଜପା ଦେଲା ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୭: ଦେଶର ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କ ଇସ୍ତଫା ସହିତ, ନୂତନ ଉପରାଷ୍ଟ୍ରପତିଙ୍କ ନାମକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ଏହି ସମୟରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ନାମ ପାଇଁ ଦାବି ଉଠିଛି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏହି ଦାବି ଜେଡିୟୁ…

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗଲେ ମନମୋହନ, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୨।୭: ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗଲେ ମନମୋହନ। ଦିଲ୍ଲୀରେ ଶୀର୍ଷ ନେତାଙ୍କୁ ମନମୋହନ ଭେଟି ପାରନ୍ତି । ସଭାପତି ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ…

ଆସିକା ଏମ୍‌ପି ପ୍ରତିନିଧି ଭାବେ ନିଯୁକ୍ତି ପାଇଲେ ଯଜ୍ଞନାରାୟଣ, ଶରତ ଚନ୍ଦ୍ର

ପୁରୁଷୋତ୍ତମପୁର,୧୮ା୭(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଆସିକା ଏମ୍‌ପିଙ୍କ ପ୍ରତିନିଧି ଭାବେ ଯଜ୍ଞନାରାୟଣ ଦାଶ ଓ ଶରତଚନ୍ଦ୍ର ପାଣିଗ୍ରାହୀଙ୍କୁ ନିଯୁକ୍ତି ମିଳିଛି। ଏଥିନେଇ ଏମପି ଅନିତା ଶୁଭଦର୍ଶନୀ ତାଙ୍କ ଚିଠି ନଂ ୯୭/୨୦୨୫ ଅନୁଯାୟୀ ଗଞ୍ଜାମ ଜିଲାପାଳଙ୍କୁ ପ୍ରଦାନ କରିଥିଲେ। ଏହାକୁ ନେଇ…

ଦେବେନ୍ଦ୍ର ଫଡନାଭିସଙ୍କ ବୟାନ ପରେ ମୁମ୍ବାଇରେ ବଡ ବୈଠକ, ପୁଣି ଏନଡିଏ’କୁ ଫେରିବେ କି ଉଦ୍ଧବ ?

ମୁମ୍ବାଇ,୧୭।୭: ପୂର୍ବତନ ସହଯୋଗୀ ତଥା ବର୍ତ୍ତମାନର ରାଜନୈତିକ ପ୍ରତିଦ୍ୱନ୍ଦୀ ଉଦ୍ଧବ ଠାକରେ ଓ ଦେବେନ୍ଦ୍ର ଫଡନାଭିସ ଗୁରୁବାର ମହାରାଷ୍ଟ୍ର ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଏହି ବୈଠକ ମହାରାଷ୍ଟ୍ର ବିଧାନସଭାର ବିରୋଧୀ ଦଳ ନେତା ପଦକୁ ନେଇ ଆଲୋଚନା ପାଇଁ ଆୟୋଜିତ ହୋଇଥିବା…

ଆନ୍ଦୋଳନ ବେଳେ ହାତଯୋଡି କ୍ଷମା ମାଗିଲେ ଭକ୍ତ, କାହିଁକି…

ଭୁବନେଶ୍ୱର,୧୭।୭: FM କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ଦାବିରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ । ବୁଧବାର ବିଜେଡି ଆନ୍ଦୋଳନ କରିଥିବାବେଳେ ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗେସ। ଲୋୟର ପିଏମଜିରେ ଆନ୍ଦୋଳନ କରୁଛି କଂଗ୍ରେସ। ଯେଉଁଥିରେ ପୂରା ରାଜଧାନୀ…

ସୌମ୍ୟାଶ୍ରୀ ରୁମ୍‌ମେଟ୍‌ଙ୍କ ବଡ଼ ଖୁଲାସା, ଅସଲ କଥା କହିଦେଲେ, ଏବେ ଜଣାପଡିବ ସବୁ…

ଭୁବନେଶ୍ୱର,୧୭।୭: FM କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ଦାବିରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ବୁଧବାର ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ବିଜେଡି କର୍ମୀ ଆନ୍ଦୋଳନ କରୁଥିବାବେଳେ ଆଜି କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ଏହି ସମୟରେ ସୌମ୍ୟାଶ୍ରୀଙ୍କ ରୁମ୍‌ମେଟ୍‌ ଚାଞ୍ଚଳ୍ୟକର…

‘ଯଦି ମୁଁ ମରିଯାଏ’, ହସ୍ପିଟାଲ ବେଡ୍‌ରୁ ଏମିତି କହିଦେଲେ ସୁଲତା, ରାଜ୍ୟରେ ଚହଳ

ଭୁବନେଶ୍ୱର,୧୭।୭: FM କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ଦାବିରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ବୁଧବାର ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ପୋଲିସ-ବିଜେଡି କର୍ମୀ ଧସ୍ତାଧସ୍ତି ହୋଇଥିଲେ। ବିଜେଡି କର୍ମୀ ବ୍ୟାରିକେଡ ଭାଙ୍ଗି ଧସେଇ ପଶିବାକୁ ଉଦ୍ୟମ କରୁଥିବା ବେଳେ ପାଣି ମାଡ…

ଯୁଦ୍ଧକ୍ଷେତ୍ର ପାଲଟିଲା ଲୋୟର ପିଏମ୍‌ଜି, ପୋଲିସ ସହ ଧସ୍ତାଧସ୍ତି

ଭୁବନେଶ୍ୱର,୧୬।୭: ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପରେ ବିଜେଡି ଆନ୍ଦୋଳନକୁ ଓହ୍ଲାଇଥିବାବେଳେ ଅନ୍ୟପଟେ ଆସନ୍ତାକାଲି ଓଡ଼ିଶାବନ୍ଦ ଡାକରା ଦେଇଛି କଂଗ୍ରେସ। ବୁଧବାର ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ…

ଲୋୟର ପିଏମ୍‌ଜିରେ ଜୋରଦାର ଆନ୍ଦୋଳନ: ବିଜେଡି କର୍ମୀଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର,୧୬।୭: ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପରେ ବିଜେଡି ଆନ୍ଦୋଳନକୁ ଓହ୍ଲାଇଥିବାବେଳେ ଅନ୍ୟପଟେ ଆସନ୍ତାକାଲି ଓଡ଼ିଶାବନ୍ଦ ଡାକରା ଦେଇଛି କଂଗ୍ରେସ। ବୁଧବାର ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ…

ସେଦିନ କ’ଣ ଘଟିଥିଲା, କେମିତି ଜଳିଥିଲେ ସୌମ୍ୟାଶ୍ରୀ, ବଞ୍ଚାଇବା ପାଇଁ ଉଦ୍ୟମ କରିଥିବା ଯୁବକଙ୍କ ବଡ଼ ଖୁଲାସା

ଭୁବନେଶ୍ୱର,୧୬।୭: ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ରାଜନୀତି ଆରମ୍ଭ ହୋଇସାରିଥିବା ବେଳେ ଶାସକ – ବିରୋଧୀଙ୍କ କାଦୁଅଫିଙ୍ଗା ସାମାଜିକ ଗଣମାଧ୍ୟମରେ ଝଡ଼ ସୃଷ୍ଟି କରିଛି। ସୌମ୍ୟାଶ୍ରୀଙ୍କ ପରିବାରକୁ ନ୍ୟାୟ ପାଇଁ ସମସ୍ତେ ଏକାଠି ହୋଇଛନ୍ତି। ତାଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା ମଧ୍ୟ ହୋଇଛି।…

ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ନୂଆ ଟ୍ବିଷ୍ଟ, କେବଳ ପ୍ରିନ୍ସପାଲ କି ସମୀର ସାହୁ ଦୋଷୀ ନୁହନ୍ତି, ବଡ଼ ଖୁଲାସା

ଭୁବନେଶ୍ୱର,୧୬।୭: FM କଲେଜ ଛାତ୍ରୀ ମୃତ୍ୟୁ ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାକୁ ନେଇ ସରକାରଙ୍କୁ ପ୍ରଶ୍ନବାଣରେ ଘାଇଲା କରୁଛନ୍ତି ବିରୋଧୀ। ତେବେ ମଙ୍ଗଳବାର ଲୋକ ସେବା ଭବନରେ ଏହାକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା।…

ସିସିଟିଭିକୁ ନେଇ ସାଂଘାତିକ ଖୁଲାସା କଲା ବିଜେଡି, ଘାଇଲା ହେଲେ…

ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଯାଇଛନ୍ତି ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଇଣ୍ଟିଗ୍ରେଟେଡ ବିଏଡ ଦ୍ୱିତୀୟ ବର୍ଷ ଛାତ୍ରୀ ସୌମ୍ୟାଶ୍ରୀ ବିଶି। ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢିବାରେ ଲାଗିଛି । ଏହି ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ବିରୋଧୀ ଘେରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?