Tag Archives: bjp

ଓଡ଼ିଶାରେ ଆରମ୍ଭ ହେଲା କି ଖେଳ! ରାଜ୍ୟ ସଭାରେ ନମ୍ବର ଗେମ୍‌ ସ୍ଥିର କରିବ ଭାଜପା

ନୂଆଦିଲ୍ଲୀ/ଭୁବନେଶ୍ୱର,୩୧ା୭: ନିକଟରେ ଅନୁଷ୍ଠିତ ଲୋକ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର(ଭାଜପା) ଆସନରେ ହ୍ରାସ ଘଟିଥାଇପାରେ, କିନ୍ତୁ ଦଳ ନିଶ୍ଚିତ ଭାବରେ ଓଡ଼ିଶାରେ ଏକ ନୂତନ ଦୁର୍ଗ ପାଇଛି। ଭାଜପା କେବଳ ଲୋକ ସଭା ଆସନ ଦୃଷ୍ଟିରୁ ଓଡ଼ିଶାକୁ ପରାସ୍ତ କରିନାହିଁ,…

୨ ସମବାୟ ବୋର୍ଡ ଭାଙ୍ଗିଲେ ରାଜ୍ୟ ସରକାର

ଭୁବନେଶ୍ୱର,୩୧ା୭: ରାଜ୍ୟ ସରକାର ୨ଟି ସମବାୟ ବୋର୍ଡ ଭାଙ୍ଗିଛନ୍ତି। ଦୁର୍ନୀତି ଅଭିଯୋଗରେ ଏହାକୁ ଭାଙ୍ଗିଥିବା ଜଣାପଡ଼ିଛି। ରାଜ୍ୟ ସମବାୟ ବ୍ୟାଙ୍କ ଓ ସମବାୟ ଗୃହ ନିର୍ମାଣ ନିଗମ ଭାଙ୍ଗିଛନ୍ତି ସରକାର। ଏଣିକି ରାଜ୍ୟ ସରକାର ୨ଟି ବୋର୍ଡର ବ୍ୟାପାର ବୁଝାଶୁଝା କରିବେ।…

‘ମୁଁ ଆଉ ବଞ୍ଚିବାକୁ ଚାହୁଁନି’, ରାଜ୍ୟସଭାରେ ବଡ଼ କଥା କହିଦେଲେ ଖଡ଼ଗେ

ନୂଆଦିଲ୍ଲୀ, ୩୧।୦୭: ସଂସଦରେ ମୌସୁମୀ ଅଧିବେଶନ ଜାରି ରହିଛି । ରାଜ୍ୟ ସଭାରେ ଆଜି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ଅଲଗା ରୂପ ଦେଖିବାକୁ ମିଳିଛି । ଗୃହର ବିରୋଧୀ ଦଳ ନେତା ଅଚାନକ ଭାବୁକ ହୋଇଯାଇଥିଲେ । ପରେ ପୁଣି…

ଆରବରେ ଜନ୍ମିତ ହଲୱା କେମିତି ପହଞ୍ଚିଲା ଭାରତ ? ସଂସଦରେ ରାହୁଲ କହିଲେ…

ନୂଆଦିଲ୍ଲୀ, ୩୦।୦୭: ସଂସଦରେ ଜାରି ରହଛି ମୌସୁମୀ ଅଧିବେସନ । ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବଜେଟ୍‌କୁ ନେଇ ଗତକାଲି ସଂସଦରେ ହାଲ୍ଲା କରିଛନ୍ତି । କେନ୍ଦ୍ରୀୟ ବଜେଟ୍‌ ପୂର୍ବରୁ ହୋଇଥିବା ହଲୱା ସେରେମନି ସମୟର ଫଟୋ ଦେଖାଇ କହିଥିଲେ…

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ନୋଟିସ୍‌

ଭୁବନେଶ୍ୱର,୨୯ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍‌ ଆଣିଛି କଂଗ୍ରେସ। ଶୂନ୍ୟକାଳରେ ବାଚସ୍ପତି ବାଚସ୍ପତି ସୁରମା ପାଢ଼ୀ ନୋଟିସ୍‌କୁ ଗ୍ରହଣ ମଧ୍ୟ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ପଢ଼ିବା ବେଳେ ଗୃହରେ…

ମୁଖ୍ୟମନ୍ତ୍ରୀ ମୋହନ, ଉପମୁଖ୍ୟମନ୍ତ୍ରୀ କନବର୍ଦ୍ଧନଙ୍କୁ ମୋଦିଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୮।୭: ଶନିବାର ନୂଆଦିଲ୍ଲୀରେ ଭାଜପା ମୁଖ୍ୟମନ୍ତ୍ରୀମାନଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୈଠକ କରିଛନ୍ତି। ନିର୍ବାଚନ ସମୟରେ ଦଳ ପକ୍ଷରୁ ରାଜ୍ୟବାସୀଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତିକୁ ବୈଠକରେ ମୋଦି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝି ଓ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କୁ…

ୟୁପି କଳି ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି, ଖାଲି ମୁଖ୍ୟମନ୍ତ୍ରୀ କି ଉପମୁଖ୍ୟମନ୍ତ୍ରୀ ନୁହନ୍ତି, ସହକର୍ମୀ ବି ଉଠାଇଲେଣି ସ୍ବର

ନୂଆଦିଲ୍ଲୀ,୨୭ା୭: ଉତ୍ତରପ୍ରଦେଶର ରାଜନୈତିକ ସଙ୍କଟ ବର୍ତ୍ତମାନ ରାଜ୍ୟ ସୀମା ଅତିକ୍ରମ କରି ରାଜଧାନୀ ଦିଲ୍ଲୀରେ ପହଞ୍ଚିଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏବଂ ବ୍ରଜେଶ ପାଠକଙ୍କ ମଧ୍ୟରେ କଳି ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।…

ରାଜନୈତିକ ହଲ୍‌ଚଲ୍‌ ଭିତରେ ଦିଲ୍ଲୀରେ ପହଞ୍ଚିଲେ ଯୋଗୀ ଆଦିତ୍ୟନାଥ, ଭାଜପା ବୈଠକରେ ଦେଖିବାକୁ ମିଳିଲା ଏମିତି କିଛି ଦୃଶ୍ୟ

ନୂଆଦିଲ୍ଲୀ,୨୭ା୭: ଶନିବାର ଦେଶର ରାଜଧାନୀ ଦିଲ୍ଲୀଠାରେ ଭାରତୀୟ ଜନତା ପାର୍ଟି (ଭାଜପା)ର ଦୁଇ ଦିନିଆ ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ଭାଜପା ଶାସିତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଅନ୍ୟ ବଡ଼ ନେତାମାନେ ମଧ୍ୟ ସାମିଲ ହୋଇଛନ୍ତି। ଉତ୍ତରପ୍ରଦେଶ ରାଜନୀତି ଉଠୁଥିବା…

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି । ଲୋକସଭାରେ ଭାଷଣ ଦେଇ ଲଲନ ସିଂ କହିଛନ୍ତି ଯେ ଭାରତୀୟ ଜନତା…

ବିହାରକୁ ବଡ଼ ଝଟ୍‌କା ଦେଲେ ମୋଦି ସରକାର, ଆଉ ମିଳିବନି…

ନୂଆଦିଲ୍ଲୀ, ୨୨।୭: ମୋଦି ସରକାରଙ୍କ ତୃତୀୟ ପାଳି ବଜେଟ୍‌ ଆସନ୍ତାକାଲି ଅର୍ଥାତ ଜୁଲାଇ ୨୩ ତାରିଖରେ ସଂସଦରେ ଉପସ୍ଥାପନ ହେବାକୁ ଯାଉଛି । ଏହାର ଠିକ୍‌ ପୂର୍ବରୁ ବିହାରକୁ ବଡ଼ ଝଟ୍‌କା ଲାଗିଛି । ବିହାରର ସ଼୍ବତନ୍ତ୍ର ରାଜ୍ୟ ଦାବିକୁ ନେଇ…

ପୁଣି ପାଣ୍ଡିଆନଙ୍କ ସପକ୍ଷରେ ବାହାରିଲେ ନବୀନ, କହିଲେ ବଡ କଥା..

ଭୁବନେଶ୍ୱର,୨୨ା୭: ନିର୍ବାଚନ ପରେ ପୁଣିଥରେ ଭି.କେ ପାଣ୍ଡିଆନଙ୍କ ସପକ୍ଷରେ ବାହାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଏକ ଖବର ଉପରେ ପ୍ରତିକ୍ରିୟା ଦେଇ ନବୀନ ବଡ ମନ୍ତବ୍ୟ ଦେଇଛନ୍ତି। ନବୀନ ନିଜ ”ଏକ୍ସ’ ଆକାଉଣ୍ଟରେ ପାଣ୍ଡିଆନଙ୍କ ସପକ୍ଷରେ…

ବଜେଟ୍‌ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଲେ ସରକାର, ଟିଏମ୍‌ସି କହିଲା…

ନୂଆଦିଲ୍ଲୀ, ୨୧।୭: ସଂସଦର ମୌସୁମୀ ଅଧିବେସନ ପୂର୍ବରୁ ସରକାର ଆଜି ସର୍ବଦଳୀୟ ବୈଠକ ଡକାଇଛନ୍ତି । ଆସନ୍ତା ୨୨ ତାରିଖରୁ ସଂସଦରେ ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଥିବା ବେଳେ ଏହା ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ । ଏହି ସମୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri