Tag Archives: bjp

କେହି କାହାରିକୁ ଛାଡିଲେନି, ରାହୁଲଙ୍କ ଭାଷଣ ଶୁଣି ଚିହିଁକି ଉଠିଲେ ସୁରେଶ ପୂଜାରୀ

ଓଡ଼ିଶା ଗସ୍ତରେ ଆସିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିବା ପରେ ବରମୁଣ୍ଡା ପଡ଼ିଆ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି। ଏହି ସମୟରେ ଜୋରସୋରରେ ଭାଜପା ଉପରେ ବର୍ଷିଛନ୍ତି ରାହୁଲ। ଭାଜପାକୁ ଟାର୍ଗେଟ୍‌ କରି ରାହୁଲ କହିଛନ୍ତି,…

ଆସିଲା ତାରିଖ: ଏହି ଦିନ ମହିଳାଙ୍କ ଖାତାକୁ ଆସିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୧୧।୭: ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା। ଏ ନେଇ ତାରିଖ ଘୋଷଣା କରିସାରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ୨ଟି ପର୍ଯ୍ୟାୟରେ ୧୦ ହଜାର ଟଙ୍କା ମିଳିସାରିଛି। ଆଉ କିଛି ଦିନ ପରେ…

ଭାଜପାର ମୁହଁ ବନ୍ଦ କରିଦେଲେ ରାହୁଲ, ଓଡ଼ିଶାରେ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୧।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭୁବନେଶ୍ବରରର ବରମୁଣ୍ଡା ପଡ଼ିଆ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି। ଏହି ସମୟରେ ଭାଜପାକୁ କଡ଼ା ଟାର୍ଗେଟ୍‌ କରିଛନ୍ତି ରାହୁଲ। ଏହା ସହିତ ରଥଯାତ୍ରା ଅଘଟଣକୁ ନେଇ ମଧ୍ୟ ଟାର୍ଗେଟ କରିଛନ୍ତି ରାହୁଲ। ଆଦାନୀ ପାଇଁ…

ରାହୁଲଙ୍କ ଗସ୍ତ ପୂର୍ବରୁ ଭାଜପା ନେତାଙ୍କ ବିସ୍ଫୋରକ ବୟାନ, କହିଲେ ହତାଶା ହୋଇଗଲାଣି…

ଭୁବନେଶ୍ୱର,୧୧।୭: ଆଜି ଆସୁଛନ୍ତି ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ରାହୁଲଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଓଡ଼ିଶାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ରାଜଧାନୀ ଭୁବନେଶ୍ବରରେ ୫୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ଡଗ…

୮ରେ ଭାଜପା ରାଜ୍ୟ ସଭାପତି ନିର୍ବାଚନ

ଭୁବନେଶ୍ୱର,୪ା୭: ଭାଜପା ରାଜ୍ୟ ସଭାପତି ନିର୍ବାଚନ ନେଇ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଭାଜପା ରାଜ୍ୟ ସଭାପତି ନିର୍ବାଚନ ପାଇଁ ପୁନଃ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ୬ରେ ବିଜ୍ଞପ୍ତି ପ୍ରକାଶ ପାଇବ, ୭ରେ ନାମାଙ୍କନପତ୍ର ଦାଖଲ, ୮ରେ ରାଜ୍ୟ ସଭାପତି…

ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବେ ଥଲାପତି ବିଜୟ: ଟିଭିକେର ବଡ଼ ଘୋଷଣା

ଚେନ୍ନାଇ,୪।୭: ଅଭିନେତାରୁ ରାଜନେତା ପାଲଟିଥିବା ଥଲାପତି ବିଜୟ ତାମିଲନାଡୁ ନିର୍ବାଚନ ପାଇଁ ତାମିଲଗା ଭେଟ୍ଟ୍ରି କାଝାଗମ (ଟିଭିକେ)ର ମୁଖ୍ୟମନ୍ତ୍ରୀ ମୁହଁ ହେବେ। ତାଙ୍କ ଦଳ ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି। ଟିଭିକେ ଦଳର କାର୍ଯ୍ୟନିର୍ବାହୀ କମିଟି ବୈଠକରେ ଗୃହୀତ ଏକ ସ୍ବତନ୍ତ୍ର…

କାହିଁକି ଆତ୍ମସମର୍ପଣ କଲେ ଜଗନ୍ନାଥ ପ୍ରଧାନ: କହିଲେ ରହିଛି ଭାଜପା ସଭାପତି, ମୁଖ୍ୟମନ୍ତ୍ରୀଙ୍କ ହାତ

ଭୁବନେଶ୍ୱର,୩ା୭: ଭୁବନେଶ୍ୱର ମୁନିସିପାଲ କର୍ପୋରେସନ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ଆକ୍ରମଣ ମାମଲାରେ ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରାଯାଇଛି। ଗୁରୁବାର ରାତିରେ ଡିସିପି କାର୍ଯ୍ୟାଳୟରେ ହାଜର ହେବା ପରେ ତାଙ୍କୁ ଗିରଫ କରାଯାଇ ସ୍ୱାସ୍ଥ୍ୟ ପରୀକ୍ଷା…

ଜଗନ୍ନାଥ ପ୍ରଧାନ ଭାଜପାରୁ ଇସ୍ତଫା ଦେବେ କି? ସଭାପତି ମନମୋହନଙ୍କ ସହ ଲମ୍ବା ଆଲୋଚନା

ଭୁବନେଶ୍ୱର,୨ା୭: ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର କର୍ପୋରେଟର ଜଗନ୍ନାଥ ପ୍ରଧାନଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା ଜୋର ଧରିଛି। ବୁଧବାର ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଜଗନ୍ନାଥ ପ୍ରଧାନଙ୍କ ଉପସ୍ଥିତି ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ଘଣ୍ଟାଏରୁ ଅଧିକ ସମୟ ଧରି…

ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ: ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କ ବଡ ବୟାନ, କହିଲେ-‘ସବୁ ଆମ ଲୋକ…’

ଭୁବନେଶ୍ୱର,୩୦।୬: ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରେ ଆକ୍ରମଣ ଘଟଣାକୁ ନେଇ ଭାଜପା ନେତା ଜଗନ୍ନାଥ ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି। ଏହି ଘଟଣା ନିନ୍ଦନୀୟ ବୋଲି କହି ସେ ଏହାକୁ ଢାଙ୍କିବାକୁ କେହି ଚେଷ୍ଟା…

୪ ରାଜ୍ୟର ଅଧ୍ୟକ୍ଷ ପଦ ପାଇଁ ଆରମ୍ଭ ହେଲା ଭାଜପାର ନାମାଙ୍କନ

ନୂଆଦିଲ୍ଲୀ,୩୦।୬: ଭାରତୀୟ ଜନତା ପାର୍ଟି(ଭାଜପା)ରେ ୪ଟି ରାଜ୍ୟରେ ରାଜ୍ୟ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ଆରମ୍ଭ ହୋଇଛି। ଉତ୍ତରାଖଣ୍ଡ, ହିମାଚଳ ପ୍ରଦେଶ, ତେଲଙ୍ଗାନା ଏବଂ ଆନ୍ଧ୍ର ପ୍ରଦେଶରେ ନେତାମାନେ ନାମାଙ୍କନ ପତ୍ର ନେଇଛନ୍ତି। ଉତ୍ତରାଖଣ୍ଡରେ, ରାଜ୍ୟ ସଭା ଏମପି ଏବଂ ବର୍ତ୍ତମାନର…

୩ ଦିନରେ ଭାଜପାର ନୂଆ ସଭାପତି

ଭୁବନେଶ୍ୱର,୨୯ା୬(ସୁନିତ୍‌ ମିଶ୍ର): ଭାଜପାର ନୂଆ ରାଜ୍ୟ ସଭାପତି କିଏ ହେବେ, ସେନେଇ ଆସନ୍ତା ସୋମବାର ଜଣାପଡ଼ିଯିବ। ଏନେଇ ଦଳ ତରଫରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦଳର ସଭାପତି ନିର୍ବାଚନ ଲାଗି ରବିବାର ନୋଟିସ ଜାରି ହେବ। ସୋମବାର ନାମାଙ୍କନପତ୍ର ଦାଖଲ କରାଯିବ…

ଭାଜପାରେ ଯୋଗ ଦେବେ କି ଶଶୀ ଥରୁର ? ଚର୍ଚ୍ଚା ମଧ୍ୟରେ ପ୍ରଥମ ଥର ଖୋଲିଲେ ମୁହଁ

ନୂଆଦିଲ୍ଲୀ,୨୪।୬: କଂଗ୍ରେସ ଏମପି ଶଶୀ ଥରୁର ମଙ୍ଗଳବାର ସ୍ପଷ୍ଟ କରିଛନ୍ତି ଯେ ସେ ଏକ ପ୍ରମୁଖ ଇଂରାଜୀ ଦୈନିକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଶକ୍ତି, ଗତିଶୀଳତା ଓ ଅନ୍ୟ ଦେଶ ସହ ଯୋଗାଯୋଗ ରକ୍ଷା କରିବାର ଇଚ୍ଛା’ ଉପରେ ଲେଖିଥିବା ମତାମତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?