Tag Archives: bjp

ମହାରାଷ୍ଟ୍ରରେ ଭାଜପା ପ୍ରାର୍ଥୀ ତାଲିକା ଘୋଷଣା ପରେ ପ୍ରଥମ ପ୍ରତିକ୍ରିୟାରେ ଏମିତି କହିଲେ ଉପମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୧ା୧୦: ମହାରାଷ୍ଟ୍ରରେ ୯୯ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି ଭାଜପା। ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ୍‌ଙ୍କୁ ଭାଜପା ପ୍ରାର୍ଥୀ କରିଥିବାବେଳେ କାମାଥି ବିଧାନସଭା ଆସନରୁ ଦଳର ରାଜ୍ୟ ସଭାପତି ଚନ୍ଦ୍ରଶେଖର ବାଓ୍ବନକୁଲେଙ୍କୁ ମଧ୍ୟ ଦଳ ପ୍ରାର୍ଥୀ କରିଛି। ଏହା ପରେ ଉପମୁଖ୍ୟମନ୍ତ୍ରୀଙ୍କ…

ନବୀନଙ୍କୁ ନେଇ ଏହି ବଡ଼ କଥା କହିଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ…

କଟକ,୨୦ା୧୦: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ରବିବାର ଏକ ବଡ଼ କଥା କହିଦେଇଛନ୍ତି। ଯାହାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି। କୃଷ୍ଣଚନ୍ଦ୍ର କହିଛନ୍ତି, ପାଣ୍ଡିଆନଙ୍କୁ ଆଗକୁ ଆଣିଲେ ବିଜେଡିର ବହୁ…

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ଏତିକି ଆସନରେ ଲଢ଼ିବ ଭାଜପା, ଜାଣନ୍ତୁ ଅନ୍ୟ କେଉଁ ଦଳ କେତୋଟି ଆସନରେ ଲଢ଼ିବେ…

ରାଞ୍ଚି,୧୮ା୧୦: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଏନ୍‌ଡିଏ ମଧ୍ୟରେ ଆସନ ବଣ୍ଟନ ଘୋଷଣା କରାଯାଇଛି। ଶୁକ୍ରବାର ଭାଜପା ଏବଂ ଏଜେୟୁ ରାଞ୍ଚିରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ କରି ଆସନ ବଣ୍ଟନ ନେଇ ଘୋଷଣା କରିଛନ୍ତି। ଝାଡ଼ଖଣ୍ଡର ଏନ୍‌ଡିଏ…

ନବୀନ ଗଲେ ଆପେ ଆପେ ଭିଡ଼ ଜମୁଛି, CM ଗଲେ ଟ୍ରାଫିକ୍‌ ଜାମ ହେଉଛି: ବିଜେଡି

ଭୁବନେଶ୍ୱର,୧୨।୧୦: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ବୁଲାକୁ ନେଇ ରାଜନୀତି ସରଗରମ ହୋଇଛି। ଗୋଟିଏ ପଟେ ଭାଜପାର ନେତାମାନେ ଏହାକୁ ନେଇ କଟାକ୍ଷ କରୁଥିବା ବେଳେ କାଉଣ୍ଟର କରୁଛନ୍ତି ବିଜେଡି ନେତା।…

୨୦୧୪ରେ ଭାଜପା ସହ ମେଣ୍ଟ ପିଡିପି ପରାଜୟର କାରଣ

ନୂଆଦିଲ୍ଲୀ,୮।୧୦: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାନଚରେ ମେହବୁବା ମୁଫ୍‌ତିଙ୍କ ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି) ଶୋଚନୀୟ ପରାଜୟ ବରଣ କରିଛି। ଏହି ଦଳର ଆସନ ସଂଖ୍ୟା ୩କୁ ହ୍ରାସ ପାଇଛି, ଯାହାକି ୧୯୯୯ ପରେ ଦଳର ସବୁଠୁ ନୈରାଶ୍ୟଜନକ ପ୍ରଦର୍ଶନ। ୨୦୧୪ ବିଧାନସଭା…

‘ଜନତା ସଇନିଙ୍କ ଉପରେ ଦେଖାଇଲେ ଭରସା’, ହରିୟାଣା ନାୟକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୦: ହରିୟାଣାରେ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାୟାବ ସଇନିଙ୍କୁ ଫୋନ୍ କରି ଶୁଭେଚ୍ଛା ଜଣାଇଛନ୍ତି। ମଙ୍ଗଳବାର ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭା ନିର୍ବାଚନ ଫଳାଫଳ ଆସୁଥିବା ବେଳେ ଅପରାହ୍ନ ସୁଦ୍ଧା ଭାଜପା ଆଗରେ ରହିଛି। ସୂତ୍ରରୁ ମିଳିଥିବା…

ଭାଜପାରେ ମିଶିବାକୁ ବହୁ ବିଜେଡି ନେତାଙ୍କ ଆବେଦନ ଆସୁଛି, ତାଙ୍କ ଦଳ ଶୂନ୍ୟ ହୋଇଯିବ’-ମନମୋହନ

ଭୁବନେଶ୍ୱର,୨।୧୦: ରାଜ୍ୟରେ ଭାଜପା ସରକାର ଆସିବା ପରେ ତଥା ନିର୍ବାଚନ ସମୟରେ ଅନେକ ବିଜେଡି ନେତା ଆସି ଭାଜପାରେ ଯୋଗ ଦେଇଛନ୍ତି। ଏହି ଧାରା ଆଗକୁ ଜାରି ରହିବ ବୋଲି କହିଛନ୍ତି ରାଜ୍ୟ ଭାଜପା ମୁଖ୍ୟ ମନମୋହନ ସାମଲ। ସେ କହିଛନ୍ତି…

ବଡ଼ ସୂଚନା ଦେଲେ ମନମୋହନ, ଖୁବ୍‌ଶୀଘ୍ର ନିଯୁକ୍ତି ପାଇବେ ବୋର୍ଡ…

ଭୁବନେଶ୍ୱର,୨୯ା୯: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବଶୀଘ୍ର ନିଯୁକ୍ତ ବୋର୍ଡ ଏବଂ ନିଗମ ଅଧ୍ୟକ୍ଷ ନିଯୁକ୍ତି ପାଇବେ। ସଦସ୍ୟତା ଅଭିଯାନ ପରେ ଯୋଗ୍ୟ ଅଭିଜ୍ଞ ଲୋକଙ୍କୁ ଗୁରୁତ୍ୱ ଦିଆଯିବ ବୋଲି…

ବିରୋଧୀ ଦଳରୁ କିଏ ଦେଇଥିଲା ପ୍ରଧାନମନ୍ତ୍ରୀ ଅଫର ? ଜାଣନ୍ତୁ କ’ଣ କହିଲେ ନିତିନ ଗଡ଼କରୀ

ନୂଆଦିଲ୍ଲୀ,୨୬ା୯: କେନ୍ଦ୍ରମନ୍ତ୍ରୀ ପରିବହନ ନିତିନ ଗଡ଼କରୀ ପ୍ରଧାନମନ୍ତ୍ରୀ ହେବାକୁ ଚାହୁଁଥିବା ଖବର ଅନେକ ଦିନରୁ ଚର୍ଚ୍ଚା ହୋଇଆସୁଛି। ଏହାରି ମଧ୍ୟରେ ସେ ଏହି ପ୍ରସଙ୍ଗରେ ବଡ ବୟାନ ଦେଇଛନ୍ତି ଏବଂ ତାଙ୍କୁ ବିରୋଧୀ ଦଳରୁ ମିଳିଥିବା ପ୍ରଧାନମନ୍ତ୍ରୀ ଅଫର ସମ୍ପର୍କରେ ମଧ୍ୟ…

‘ଆମର ଏଠି ନେତା ପୁଅ ନେତା ହୁଅନ୍ତିନି, ମାଟିରୁ ଆସିଥିବା ବ୍ୟକ୍ତି ନେତା ହୁଅନ୍ତି’

ଭୁବନେଶ୍ୱର,୨୬ା୯: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଗୁରୁବାର ଭୁବନେଶ୍ୱରରେ ପହଞ୍ଚି ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ। ନଡ୍ଡା ନୂଆ ସଦସ୍ୟଙ୍କୁ ମାର୍ଗଦର୍ଶନ କରାଇବା ସହ ଭାଜପା ଏକମାତ୍ର ଗଣତାନ୍ତ୍ରିକ, କ୍ୟାଡରଯୁକ୍ତ ରାଜନୈତିକ…

ଗାଡ଼କଣରେ ମୋଦି, ପ୍ରଧାନମନ୍ତ୍ରୀଙ୍କୁ କ୍ଷିରୀ ଖୁଆଇ ମହିଳା କହିଲେ….

ଭୁବନେଶ୍ୱର,୧୭।୯: ଭୁବନେଶ୍ୱରେ ପହଞ୍ଚିବା ପରେ ମୋଦି ସେଠାରୁ ସ୍ବତନ୍ତ୍ର କାର୍କେଟ ଯୋଗେ ରାଜଭବନ ଛକଦେଇ ଗାଡ଼କଣ ଯାଇଥିଲେ। ସେଠାରେ ସେ ପ୍ରଧାନମନ୍ତ୍ରୀ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରି ଗୃହପ୍ରବେଶ କରାଇଥିଲେ। ପରେ ମୋଦି ମହିଳାଙ୍କଠାରୁ କ୍ଷିରୀ ଖାଇ ଖୁସି ବ୍ୟକ୍ତ…

ଅଢ଼େଇ ହଜାର ଦ୍ବୀପରେ ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ…

ଭୁବନେଶ୍ୱର,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ । ତେବେ ପ୍ରଥମଥର ମୋଦି ଓଡ଼ିଶାରେ ତାଙ୍କ ଜନ୍ମଦିନ ପାଳନ କରିବେ, ଏ ନେଇ ସମସ୍ତେ ବେଶ ଉତ୍ସାହିତ ଅଛନ୍ତି। ତାଙ୍କ ଜନ୍ମଦିନ ଅବସରରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ଆକର୍ଷଣୀୟ ବାଲୁକା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri