Tag Archives: bjp

ଏହି ମହିଳାଙ୍କ ହାତରୁ କ୍ଷିରୀ ଖାଇବେ ମୋଦି

ଭୁବନେଶ୍ୱର,୧୭।୯ : ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ନେଇ ଚଳଚଞ୍ଚଳ ହୋଇ ଉଠିଛି ଜନତା ମଇଦାନ । ସୁଭଦ୍ରା ଯୋଜନା ପାଇଁ ଉତ୍ସାହିତ ହୋଇପଡ଼ିଛନ୍ତି ମହିଳା। ତେବେ କେବଳ ସୁଭଦ୍ରା ନୁହେଁ ଆଜି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ପ୍ରଥମ…

ରୂପେଶଙ୍କ ଅଭିଯୋଗକୁ ଖଣ୍ଡନ କଲେ ସ୍ମୃତିରେଖା

ଧର୍ମଶାଳା/କାଏମା,୧୬ା୯(ବଟକୃଷ୍ଣ ପରିଡ଼ା/ ଶିବପ୍ରସାଦ ମହାନ୍ତ): ଯାଜପୁର ଜିଲା ଧର୍ମଶାଳାର ଭାଜପା ନେତ୍ରୀ ସ୍ମୃତିରେଖା ପହି ରୂପେଶ ଭଦ୍ରଙ୍କୁ ଟଙ୍କା ମାଗିବା ସହ ତାଙ୍କୁ ବ୍ଲାକମେଲ କରିଥିବା ନେଇ ଅଭିଯୋଗ ହେବାପରେ ନାନା ଆଲୋଚନା ଜାରିରହିଛି। ଏହାମଧ୍ୟରେ ରବିବାର ଜାରକାସ୍ଥିତ ନିଜ କାର୍ଯ୍ୟାଳୟରେ…

ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା: ‘୩ ମାସ ହୋଇଗଲା ଆଈ ମା’ ଗପଛାଡ଼ି କାମ କର’

ଭୁବନେଶ୍ୱର,୧୧।୯: ବୁଧବାର ବିଜୁ ଯୁବ ଜନତା ଦଳର ବୈଠକରେ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ରାଜ୍ୟରେ ଭାଜପା କ୍ଷମତାକୁ ଆସିବା ୩ ମାସ ହୋଇଗଲାଣି, ଆଈ ମା’ ଗପଛାଡ଼ି କାମ କରିବାକୁ…

ସୁଜିତ୍ କୁମାରଙ୍କ ଇସ୍ତଫା ପରେ, କିଏ ଯିବ ରାଜ୍ୟ ସଭା? ବଡ଼ ସୂଚନା ଦେଲେ ମନମୋହନ ସାମଲ

ଭୁବନେଶ୍ୱର,୯।୯: ରାଜ୍ୟ ସଭା ଏମପି ପଦରୁ ପୂର୍ବତନ ବିଜେଡି ନେତା ସୁଜିତ କୁମାର ଇସ୍ତଫା ଦେବା ପରେ ଓଡ଼ିଶାରୁ କିଏ ରାଜ୍ୟ ସଭା ଯିବ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏହାରି ମଧ୍ୟରେ ବଡ ମନ୍ତବ୍ୟ ଦେଇଛନ୍ତି ରାଜ୍ୟ ଭାଜପା…

ବିଜେଡିକୁ ଜୟନାରାୟଣ ମିଶ୍ରଙ୍କ ଟାର୍ଗେଟ୍‌, କପି କଲୁ ବୋଲି ଯେଉଁ କହୁଛନ୍ତି, ସେମାନେ ତ କାଳିଆ…

ଭୁବନେଶ୍ୱର,୯।୯(ସୁନିତ୍‌ ମିଶ୍ର): ନୂଆଖାଇ ଅବସରରେ ରାଜ୍ୟର ଭାଜପା ସରକାର ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କରିବା ସଙ୍ଗେ ସଙ୍ଗେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ବନ୍ଧିତ ପୋର୍ଟାଲର ଉନ୍ମୋଚନ କରିଛନ୍ତି। ଏହି ଯୋଜନା ଦ୍ୱାରା ଚାଷୀ ଉପକୃତ ହେବେ ବୋଲି…

ପୁଣି ଧର୍ମେନ୍ଦ୍ରଙ୍କ ବଡ଼ ବୟାନ, କହିଲେ ବଲାଙ୍ଗୀର, ସମ୍ବଲପୁରରେ ସବୁଠୁ ଶାସନ…

ଭୁବନେଶ୍ୱର,୯।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ଜନାଦେଶ ସ୍ବୀକୃତି ପାଇଥିବା ଭାଜପା ସରକାର ବହୁତ କମ୍‌ ସମୟ ମଧ୍ୟରେ ଅନେକ କଲ୍ୟାଣକାରୀ ଯୋଜନାକୁ କାର୍ଯ୍ୟକାରୀ କରୁଛି। ଗରିବ, ଚାଷୀ, ମହିଳା, ଯୁବକ, ପଛୁଆ ତଥା ସବୁ ବର୍ଗର ଉନ୍ନତି ଡବଲ ଇଞ୍ଜିନ ସରକାରର ପ୍ରତିବଦ୍ଧତାରେ…

ଟିକେଟ ମିଳିଲାନି, କାନ୍ଦିଲେ ଭାଜପାର ପୂର୍ବ ବିଧାୟକ

ନୂଆଦିଲ୍ଲୀ,୬।୯: ଭାଜପାର ପୂର୍ବତନ ବିଧାୟକ ଶଶୀ ରଞ୍ଜନ ପରମାରଙ୍କୁ ହରିୟାଣା ବିଧାନସଭା ନିର୍ବାଚନରେ ଟିକେଟ ନ ମିଳି ନ ଥିବାରୁ ଶୁକ୍ରବାର ସେ କାନ୍ଦି ପକାଇଛନ୍ତି। ପୂର୍ବରୁ ଭିଓ୍ବାନୀ ଓ ତୋଶମ୍‌ ଆସନରୁ ପ୍ରତିନିଧିତ୍ୱ କରିଥିବା ପରମାର ଏକ ଟିଭି ଇଣ୍ଟରଭ୍ୟୁ…

ନବୀନଙ୍କୁ କାଉଣ୍ଟର କଲେ ଭାଜପାର ଏହି ନେତ୍ରୀ, କହିଲେ ବିଜେଡି…

ଭୁବନେଶ୍ୱର,୪ା୯: ବିଜେଡି ସୁପ୍ରିମୋ ବୁଧବାର ଭାଜପାକୁ କଡ଼ା ଟାର୍ଗେଟ୍‌ କରିଥିବା ବେଳେ ଭାଜପା ମଧ୍ୟ ଏହାର ପାଲଟା ଜବାବ ଦେଇଛି। ଭାଜପାର ମୁଖପାତ୍ର ଉର୍ମିଳା ମହାପାତ୍ର ନବୀନଙ୍କୁ କଡ଼ା କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ବିଜେଡି ମହିଳାଙ୍କ ପାଇଁ କୁମ୍ଭୀର କାନ୍ଦଣା…

ଭାଙ୍ଗିଲା ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ

ଭୁବନେଶ୍ୱର,୪ା୯: ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମୋହନ ଚରଣ ମାଝି ଅନୁମୋଦନ କରିଛନ୍ତି। ଏହା ଦ୍ୱାରା ରାଜ୍ୟରେ ଥିବା ସମସ୍ତ ୨୩ଟି…

ନିର୍ବାଚନ ବେଳେ ହାତୀ ଦେବୁ, ଘୋଡ଼ା ଦେବୁ, କିନ୍ତୁ କାମରେ ଜିରୋ, କାହିଁକି ଏମିତି କହିଲେ ନବୀନ

ଭୁବନେଶ୍ୱର,୪ା୯: ଶଙ୍ଖ ଭବନରେ ବିଜେଡି ଜିଲା କର୍ମକର୍ତ୍ତା ସମାବେଶରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଭାଜପାକୁ କଡ଼ା ଟାଗେଟ୍‌ କରିଛନ୍ତି। ନବୀନ କହିଛନ୍ତି, ଭାଜପା ନିର୍ବାଚନ ସମୟରେ ଲୋକଙ୍କୁ ମିଛ ପ୍ରତିଶ୍ରୁତି ଦେଇ ନିର୍ବାଚନ ଜିତିଛି। ହାତୀ ଦେବୁ, ଘୋଡ଼ା ଦେବୁ…

ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ମନ୍ତବ୍ୟକୁ ନେଇ ତେଜିଲା ରାଜନୀତି; ବିଜେଡି ଏବଂ ଭାଜପା ମଧ୍ୟରେ ବାକଯୁଦ୍ଧ

ଭୁବନେଶ୍ୱର,୧ା୯: କଟକର ରେଭେନ୍ଶା ବିଶ୍ୱବିଦ୍ୟାଳୟର ନାମ ପରିବର୍ତନ କରିବା ପ୍ରସଙ୍ଗରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମନ୍ତବ୍ୟ ଦେବା ପରେ ଏହାକୁ ନେଇ ରାଜ୍ୟ ରାଜନୀତି ସକ୍ରିୟ ହୋଇଛି। ବିରୋଧୀ ବିଜେଡି କେନ୍ଦ୍ର ମନ୍ତ୍ରୀଙ୍କ ବିବୃତ୍ତିକୁ ତୀବ୍ର ସମାଲୋଚନା କରିବା ସହ…

‘ମୁଁ ଛାତ୍ରୀଛାତ୍ରଙ୍କ ବିରୋଧରେ ଗୋଟିଏ ବି ଶବ୍ଦ କହିନାହିଁ’

କୋଲକାତା,୨୯ା୮: ସରକାରୀ ଡାକ୍ତରଖାନାର ଡାକ୍ତରମାନେ କୋଲକାତାର ଆର୍‌ଜି କର ମେଡିକାଲ କଲେଜରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ବିରୋଧରେ ନିର୍ଯାତନା ମାମଲାରେ ନ୍ୟାୟ ଦାବିରେ ବିରୋଧ କରୁଛନ୍ତି। ଛାତ୍ରୀଛାତ୍ରଙ୍କ ଏହି ଆନ୍ଦୋଳନରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଥିଲେ ଯେ, ଗୋଟିଏ ଏଫ୍‌ଆଇଆର୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri