Tag Archives: bjp

ରାଜସ୍ଥାନର ସମସ୍ତ ୨୫ଟି ଆସନରେ ଭାଜପାର ଟିକେଟ ଚୂଡ଼ାନ୍ତ, ୧୦ ସିଟ୍‌ରେ ନୂଆ ମୁହଁ

ଜୟପୁର,୧ା୩: ଭାଜପା ଆସନ୍ତା ଲୋକ ସଭା ନିର୍ବାଚନରେ ନିଜ ପ୍ରାର୍ଥୀଙ୍କ ନାମ ଚୂଡ଼ାନ୍ତ କରିଛି। ଦଳ ସୂତ୍ରରୁ ପ୍ରକାଶ ଯେ, ସମସ୍ତ ୨୫ଟି ଆସନରେ ନାମ ଚୂଡାନ୍ତ ହୋଇଛି, ସେଥିମଧ୍ୟରୁ ୧୦ଟି ସିଟ୍‌ରେ ନୂଆ ମୁହଁ ଆସିବ। ସମସ୍ତଙ୍କ ନାମ...

ଭାଜପାରେ ଯୋଗଦେଲେ ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା,୨୯ା୨(ପ୍ରଭାତ ପାଣିଗ୍ରାହୀ): ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶେଷରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ କରିଛନ୍ତି। ଗୁରୁବାର ଅପରାହ୍ନରେ ଭୁବନେଶ୍ବର ଦଳୀୟ କାର୍ଯ୍ୟାଳୟରେ ସମର୍ଥକଙ୍କ ସହ ଆସି ଦଳରେ ଯୋଗଦାନ କରିଛନ୍ତି। ଏହି ସମୟରେ...

ରାଜ୍ୟ ସଭାରେ ବଦଳିଯିବ ଗଣିତ, ଭାଜପାକୁ ମିଳିବ ମ୍ୟାଜିକ୍‌ ନମ୍ବର

ନୂଆଦିଲ୍ଲୀ,୨୮ା୨: ଚଳିତ ବର୍ଷ ଏପ୍ରିଲରେ ଶାସକ ଭାଜପା ନେତୃତ୍ୱାଧୀନ ନ୍ୟାଶନାଲ ଡେମୋକ୍ରାଟିକ୍‌ ଆଲାଇନ୍ସ (ଏନ୍‌ଡିଏ) ରାଜ୍ୟ ସଭାରେ ସଂଖ୍ୟାଗରିଷ୍ଠତା ହାସଲ କରିବାର ସମ୍ଭାବନା ରହିଛି। ଯେତେବେଳେ ନାମାଙ୍କିତ ବର୍ଗ ଅନ୍ତର୍ଭୁକ୍ତ ଅବଶିଷ୍ଟ ୬ଟି ସିଟ୍‌ ପୂରଣ ହେବ ଏବଂ ନୂତନ...

ଭାଜପାରେ ମିଶିଲେ ଅତାବିରା ପୂର୍ବତନ ବିଧାୟକ ନିହାର ମହାନନ୍ଦ

ବରଗଡ଼/ଭୁବନେଶ୍ୱର,୨୫ା୨(ପ୍ରେମାନନ୍ଦ ଖମାରୀ): ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ବରଗଡ କଂଗ୍ରେସ ସଭାପତି ତଥା ଅତାବିରାର ପୂର୍ବତନ ବିଧାୟକ ନିହାର ମହାନନ୍ଦ। ରବିବାର ନିଜର ଶତାଧିକ ସମର୍ଥକଙ୍କ ସହ ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଗେରୁଆ ଦଳରେ ସାମିଲ ହୋଇଛନ୍ତି। ଏହି ସମୟରେ...

ବିଜେଡି ଛାଡ଼ିବାର ଘଣ୍ଟାଏ ପରେ ଭାଜପାରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ

ଭୁବନେଶ୍ୱର,୨୫ା୨: ରବିବାର ବିଜେଡିରୁ ଇସ୍ତଫା ଦେଇଥିବା ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ ଭଜାପରେ ସାମିଲ ହୋଇଛନ୍ତି। କିଛି ସମୟ ପୂର୍ବରୁ ଦେବାଶିଷ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦେବାଶିଷ ଦଳରେ ଯୋଗ ଦେଇଛନ୍ତି।...

‘ମମତା ଆଉ ଦିଦି ନୁହନ୍ତି, ଏଥର ଆଣ୍ଟି’

କୋଲକାତା,୨୫ା୨: ପଶ୍ଚିମବଙ୍ଗ ଭାଜପା ମୁଖ୍ୟ ଶୁଭେନ୍ଦୁ ଅଧିକାରୀ ସନ୍ଦେଶଖାଲି ମାମଲାର ମୁଖ୍ୟ ଅଭିଯୁକ୍ତ ଶେଖ୍‌ ଶାହାଜାହାନଙ୍କୁ ଗିରଫ କରିବାରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କଟାକ୍ଷ କରିଛନ୍ତି। ଶେଖ୍‌ ଶାହାଜାହାନଙ୍କୁ ଗିରଫ କରିବାରେ ବିଫଳ ହୋଇଥିବାରୁ ମମତାଙ୍କୁ ତେର୍ଚ୍ଛାବାଣ...

ଲୋକ ସଭା ନିର୍ବାଚନ ପାଇଁ କ’ଣ ହେବ ରଣନୀତି, ଭାଜପା ପ୍ରସ୍ତୁତ କଲା ୧୦୦ ଦିନିଆ ରୋଡ୍‌ମ୍ୟାପ୍‌

ନୂଆଦିଲ୍ଲୀ,୨୪ା୨: ଲୋକ ସଭା ନିର୍ବାଚନକୁ ନେଇ ଭାଜପାର ଅନେକ ବୈଠକ ଚାଲିଛି। ଲୋକ ସଭା ନିର୍ବାଚନରେ ଭାଜପା ନିଜ ପାଇଁ ୩୭୦ଟି ଏବଂ ଏନ୍‌ଡିଏ ପାଇଁ ୪୦୦ଟି ସିଟ୍‌ ଜିତିବାର ଦମ୍ଭ ରଖିଛି। ଏଭଳି ପରିସ୍ଥିତିରେ ଭାଜପା ନିଜର ଲକ୍ଷ୍ୟ...

ଆସନ୍ତା ସପ୍ତାହରେ ୧୦୦ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିବ ଭାଜପା! ରହିପାରେ ପ୍ରଧାନମନ୍ତ୍ରୀଙ୍କ ନାଁ: ରିପୋର୍ଟ

ନୂଆଦିଲ୍ଲୀ,୨୪।୨: ଆସନ୍ତା ମାସରେ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଲୋକସଭା ନିର୍ବାଚନର ତାରିଖ ଘୋଷଣା ପୂର୍ବରୁ ଭାଜପା ଗୁରୁବାର ୧୦୦ ଜଣ ପ୍ରାର୍ଥୀଙ୍କ ନାମ ପ୍ରକାଶ କରିବାର ସମ୍ଭାବନା ରହିଛି। ଏହି ତାଲିକାରେ ଦଳର ହେଭିୱେଟ୍ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ମାର୍ଚ୍ଚ ପ୍ରଥମ ସପ୍ତାହରେ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିବ ଭାଜପା

ନୂଆଦିଲ୍ଲୀ,୨୩ା୨: ଲୋକ ସଭା ନିର୍ବାଚନ-୨୦୨୪କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି।ମାର୍ଚ୍ଚ ପ୍ରଥମ ସପ୍ତାହରେ ଭାଜପା ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିବ। ୧୦୦ ପ୍ରାର୍ଥୀଙ୍କ ନାମ ଏଥିରେ ଅନ୍ତର୍ଭୁକ୍ତ ହେବ ବୋଲି ଆଶା କରାଯାଉଛି। ପ୍ରଥମ ତାଲିକାରେ...

ରାଜନୀତିରୁ ଅବସର ନେବେ କମଲ ନାଥ! ଭାଜପାରେ ଯୋଗଦେଇପାରନ୍ତି ପୂଅ-ବୋହୂ

ନୂଆଦିଲ୍ଲୀ,୧୮।୨: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥ ଭାଜପାରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଚାଲିଛି। ଏସବୁ ଭିତରେ ଆଉ ଏକ ଚର୍ଚ୍ଚା ହେଉଛି କମଲ ନାଥ ଭାଜପାରେ ରାଜନୀତିରୁ ଅବସର ଘୋଷଣା କରିବେ। ତାଙ୍କ ପୁଅ ତଥା ଏମ୍‌ପି ନକୁଲ...

ଏଥର ଭାଜପା ୩୭୦ ପାର…, ରାଷ୍ଟ୍ରୀୟ ଅଧିବେଶନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୧୮।୨: ଭାରତୀୟ ଜନତା ପାର୍ଟି (ଭାଜପା) ର ରବିବାର ଜାତୀୟ ସମ୍ମିଳନୀର ଦ୍ୱିତୀୟ ଦିନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମ୍ମିଳନୀରେ ଉପସ୍ଥିତ ନେତାମାନଙ୍କୁ ସମ୍ବୋଧିତ କରିବାବେଳେ କଂଗ୍ରେସ ଏବଂ ବିରୋଧୀ ଦଳ ଉପରେ କଡ଼ା ଆକ୍ରମଣ କରିଥିଲେ। ଏହି...

ଇଲେକ୍ଟୋରାଲ ବଣ୍ଡରେ ଭାଜପାକୁ ମିଳିଛି ସର୍ବାଧିକ ଟଙ୍କା, ଜାଣନ୍ତୁ ବିଜେଡି ପାଇଛି କେତେ ?

ଭୁବନେଶ୍ୱର,୧୬।୨: ବିବାଦୀୟ ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନା କାର୍ଯ୍ୟକାରୀ ହେବାଠାରୁ ଅଦ୍ୟାବଧି ରାଜନୈତିକ ଦଳଗୁଡ଼ିକୁ ଏହାର ବିକ୍ରିରୁ ୧୬,୦୦୦ କୋଟି ଟଙ୍କାରୁ ଅଧିକ ଚାନ୍ଦା ମିଳିଛି। ଏଥିରୁ ଏକ ସିଂହଭାଗ ଶାସକ ଦଳ ଭାଜପାକୁ ମିଳିଥିଲା। ସୁପ୍ରିମକୋର୍ଟ ଉକ୍ତ ଯୋଜନାକୁ ରଦ୍ଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri