ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ପରିବା ଦର…
ଭୁବନେଶ଼୍ବର, ୨୪।୬: ରାଜ୍ୟରେ ପରିବା ଦର ଅହେତୁକ ବୃଦ୍ଧି ପାଇଥିବାରୁ ଚିନ୍ତାରେ ପଡ଼ିଛନ୍ତି ଖାଉଟି । ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଅନାବଶ୍ୟକ ହୋର୍ଡିଂ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ…
ଏମ୍ପି ଭାବେ ଶପଥ ନେଲେ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ, ୨୪।୬: ସମ଼୍ବଲପୁର ଲୋକସଭା ଆସନରୁ ନିର୍ବାଚିତ ହୋଇଥିବା ବିଜେପି ନେତା ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଲୋକସଭାରେ ଏମ୍ପି ଭାବେ ଶପଥ ଗ୍ରହଣ କରିଛନ୍ତି । କମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ତାଙ୍କୁ ଶପଥ ପାଠ କରାଇଛନ୍ତି…
ଆରମ୍ଭ ହେଲା ୧୮ତମ ଲୋକସଭା ଅଧିବେଶନ, ଶପଥ ନେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ, ୨୪।୬: ଲୋକସଭାର ୧୮ତମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ଏହି ଅଧିବେଶନ ପୂର୍ବରୁ କଟକ ଏମ୍ପି ଭର୍ତ୍ତୃହରି ମହତାବ ରାଷ୍ଟ୍ରପତି ଭବନରେ କମାଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି । ସଂସଦରେ ନବନିର୍ବାଚିତ ୨୮୦ ଜଣ ଏମ୍ପିଙ୍କୁ ଆଜି…
ରାଲି ପୂର୍ବରୁ ଭାଜପା ନେତାଙ୍କୁ ଗୁଳିକରି ହତ୍ୟା
ଭୋପାଳ, ୨୩।୬: ରବିବାର ସକାଳୁ ଜଣେ ଭାଜପା ନେତାଙ୍କୁ ଗୁଳିକରି ହତ୍ୟା କରାଯାଇଥିବା ଜଣାପଡ଼ିଛି । ଏହି ନେତା ଜଣଙ୍କ ମଧ୍ୟ ପ୍ରଦେଶର ମନ୍ତ୍ରୀ କୈଳାଶ ବିଜୟଭାର୍ଗିୟାଙ୍କ ନିକଟତର । ତାଙ୍କ ନାମ ମନୁ କଲ୍ୟାଣେ । ମନୁ ଭାଜପା ଯୁବ…
‘ମୋ ବାପାଙ୍କ ସାମ୍ନାରେ ଦିଲ୍ଲୀ ବି ମୁଣ୍ଡ ନୁଆଁଏ’, ମନ୍ତ୍ରୀଙ୍କ ପୁଅର ଭାଷଣ ଭାଇରାଲ
ନୂଆଦିଲ୍ଲୀ, ୨୨।୬: ବର୍ତ୍ତମାନର କେନ୍ଦ୍ର କୃଷି ମନ୍ତ୍ରୀ ତଥା ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ପୁଅଙ୍କ ଭାଷଣ ଏବେ ଭାଇରାଲ୍ ହେବାରେ ଲାଗିଛି । ଲୋକ ସଭା ନିର୍ବାଚନରେ ପ୍ରଚଣ୍ଡ ବହୁମତ ମିଳିବା ସହ ରାଜ୍ୟରେ ଭଲ…
ଅଟଳ ସେତୁ ରାସ୍ତାରେ ଫାଟ, ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ
ନୂଆଦିଲ୍ଲୀ, ୨୧।୬: ଭାରତର ଦୀର୍ଘତମ ସେତୁର ରାସ୍ତାରେ ଫାଟ ସୃଷ୍ଟି ହୋଇଛି । ଅଟଳ ବିହାରୀ ବାଜପେୟୀ ସେୱରି-ନହାଭ ସେବା ସେତୁ ନାମରେ ନାମିତ ଏହି ସେତୁକୁ ମୁମ଼୍ବାଇ ଟ୍ରାନ୍ସ ହାର୍ବର ଲିଙ୍କ୍ ବୋଲି ମଧ୍ୟ କୁହାଯାଏ । ଏହି ସେତୁର…
କିଏ ହେବେ ବାଚସ୍ପତି ? ଆରମ୍ଭ ହେଲା ବୈଠକ
ଭୁବନେଶ଼୍ବର, ୧୯।୬: ବିଧାନସଭାରେ ଆରମ୍ଭ ହୋଇଛି ଶାସକ ଦଳ ଭାଜପାର ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଚାଲିଥିବା ଏହି ବୈଠକରେ ନବନିର୍ବାଚିତ ବିଧାୟକମାନେ ଉପସ୍ଥିତ ରହିଛନ୍ତି । ଏହି ବୈଠକରେ କିଏ ହେବେ ବିଧାନସଭାର ବଚସ୍ପତି ସେ ନେଇ…
ଭାଜପା ଏମ୍ପିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଅଧଘଣ୍ଚା ଧରି ଚାଲିଲା ଆଲୋଚନା
କୋଲକାତା, ୧୮।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ଭାରତୀୟ ଜନତା ଦଳର ଏମ୍ପି ଅନନ୍ତ ମହାରାଜ ଓରଫ୍ ନାଗେନ୍ ରାୟଙ୍କୁ ତାଙ୍କ କୁଚବିହାର ସ୍ଥିତ ଘରେ ଭେଟିଛନ୍ତି । ନାଗେନ୍ ମମତାଙ୍କୁ ପାରମ୍ପରିକ ପୋଷାକ ଏବଂ ପାନପତ୍ର ଦେଇ ସ଼୍ବାଗତ…
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା
ଭୁବନେଶ୍ୱର,୧୭।୬: ଆଗକୁ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି ବଡ଼ ପଦକ୍ଷେପ ନେଇଛି। ଦଳ ଆଗୁଆ ନିର୍ବାଚନୀ ପ୍ରସ୍ତୁତି କରିବା ସହିତ ୪ ରାଜ୍ୟ ପାଇଁ ପ୍ରଭାରୀ,ସହପ୍ରଭାରୀ ନିଯୁକ୍ତ କରିଛି। ଏହି କ୍ରମରେ କେନ୍ଦ୍ରମନ୍ତ୍ରୀ…
ଜମ୍ମୁ-କଶ୍ମୀର ପରେ ମଣିପୁରକୁ ନେଇ ଆକ୍ସନ ମୋଡ୍ରେ ଶାହା, ଡାକିଲେ ବୈଠକ
ନୂଆଦିଲ୍ଲୀ, ୧୭।୬: ଜମ୍ମୁ-କଶ୍ମୀର ସ୍ଥିତି ସମୀକ୍ଷା ପରେ ଏବେ ମଣିପୁର ଉପରେ ଫୋକସ୍ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆଜି ଅପରାହ୍ନ ୪ଟା ସମୟରେ ମଣିପୁର ସୁରକ୍ଷା ସ୍ଥିତି ସମ଼୍ବନ୍ଧରେ ସମୀକ୍ଷା କରିବା ପାଇଁ ଏକ ଉଚ୍ଚ ସ୍ତରୀୟ…
ସରକାର ଯିବା ପରେ ଏବେବି କ୍ଷମତାପୂର୍ଣ୍ଣ BJD, ଭାଜପାକୁ…
ନୂଆଦିଲ୍ଲୀ, ୧୭।୬: ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ଏନ୍ଡିଏ ସମର୍ଥନରେ ସରକାର ଗଠନ କରିଛି । ଏହାଛଡ଼ା ଦଳ ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜେଡିକୁ ପରାସ୍ତ କରି ପ୍ରଥମ ଥର ପାଇଁ ସରକାର ଗଢ଼ିଛି । ଅନ୍ୟପଟେ ୱାଇଏସ୍ଆର କଂଗ୍ରେସକୁ…
ସିଆଇଡି ଆଗରେ ହାଜର ହେବେ ପୂର୍ବତନ ମୁଖ୍ୟମନ୍ତ୍ରୀ, ନାବାଳିକାଙ୍କୁ…
ନୂଆଦିଲ୍ଲୀ, ୧୭।୬: କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ବିଏସ୍ ୟେଦୁରପ୍ପା ଆଜି ଜାତୀୟ ତଦନ୍ତକାରୀ ବିଭାଗ (ସିଆଇଡି) ନିକଟରେ ହାଜର ହେବା ନେଇ ଜଣାପଡ଼ିଛି । ୟେଦୁରପ୍ପାଙ୍କ ଉପରେ ଜଣେ ନାବାଳିକାଙ୍କୁ ଯୌନ ଉତ୍ପୀଡ଼ନ…
Archives


