Tag Archives: bjp

ରାଜ୍ୟ ସଭାକୁ କିଏ ଯିବେ? ଏହି ନେତାଙ୍କ ନାଁକୁ ନେଇ ଚାଲିଛି ଜୋର୍‌ଦାର ଚର୍ଚ୍ଚା

ଭୁବନେଶ୍ୱର,୭ା୮: ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ଓଡ଼ିଶା ସମେତ ୯ଟି ରାଜ୍ୟରେ ରାଜ୍ୟ ସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ସଭା ଏମ୍‌ପି ପଦରୁ ମମତା ମହାନ୍ତ ଇସ୍ତଫା ଦେବା ପରେ ତାଙ୍କ...

‘ବବି କହିଥିଲେ ତୁମ କଥା ବୁଝାଯିବ’, ବଡ଼ ଅଭିଯୋଗ ଆଣିଲେ ମମତା ମହନ୍ତ

ଭୁବନେଶ୍ୱର, ୦୬।୦୮: ବିଜୁ ଜନତା ଦଳ ତଥା ରାଜ୍ୟସଭାରୁ ଇସ୍ତଫା ଦେଇଥିବା ମମତା ମହନ୍ତ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁରେ ବଡ ଅଭିଯୋଗ ଆଣିଛନ୍ତି। ଦଳ ଭିତରେ ତାଙ୍କୁ ଅଣଦେଖା କରାଯିବା ସହିତ ରାଜ୍ୟସଭାରୁ କାଢ଼ିଦେବାକୁ କୁହାଯାଇଥିବା...

ଆଗକୁ ବିଜେଡିରେ ବିସ୍ଫୋରଣ ହେବ: କାହିଁକି ଏମିତି କହିଲେ ବିଧାୟକ ସରୋଜ ପାଢ଼ୀ

ଭୁବନେଶ୍ୱର,୩ା୮: ବିଜେଡିରୁ ରାଜ୍ୟ ସଭା ସଦସ୍ୟ ମମତା ମହାନ୍ତ ଇସ୍ତଫା ଦେଇଥିବା ବେଳେ ଭାଜପାରେ ସାମିଲ ହୋଇଛନ୍ତି। ତେବେ ଏହାକୁ ନେଇ ରାଜନୀତି ପାଣିପାଗ ବେଶ୍‌ ସରଗରମ ହୋଇଉଠିଛି। ଉଭୟ ଦଳ ନେତା ପରସ୍ପରକୁ ଆକ୍ଷେପ ପ୍ରତି ଆକ୍ଷେପ କରୁଛନ୍ତି।...

ଓଡ଼ିଶାରେ ଆରମ୍ଭ ହେଲା କି ଖେଳ! ରାଜ୍ୟ ସଭାରେ ନମ୍ବର ଗେମ୍‌ ସ୍ଥିର କରିବ ଭାଜପା

ନୂଆଦିଲ୍ଲୀ/ଭୁବନେଶ୍ୱର,୩୧ା୭: ନିକଟରେ ଅନୁଷ୍ଠିତ ଲୋକ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର(ଭାଜପା) ଆସନରେ ହ୍ରାସ ଘଟିଥାଇପାରେ, କିନ୍ତୁ ଦଳ ନିଶ୍ଚିତ ଭାବରେ ଓଡ଼ିଶାରେ ଏକ ନୂତନ ଦୁର୍ଗ ପାଇଛି। ଭାଜପା କେବଳ ଲୋକ ସଭା ଆସନ ଦୃଷ୍ଟିରୁ ଓଡ଼ିଶାକୁ ପରାସ୍ତ...

୨ ସମବାୟ ବୋର୍ଡ ଭାଙ୍ଗିଲେ ରାଜ୍ୟ ସରକାର

ଭୁବନେଶ୍ୱର,୩୧ା୭: ରାଜ୍ୟ ସରକାର ୨ଟି ସମବାୟ ବୋର୍ଡ ଭାଙ୍ଗିଛନ୍ତି। ଦୁର୍ନୀତି ଅଭିଯୋଗରେ ଏହାକୁ ଭାଙ୍ଗିଥିବା ଜଣାପଡ଼ିଛି। ରାଜ୍ୟ ସମବାୟ ବ୍ୟାଙ୍କ ଓ ସମବାୟ ଗୃହ ନିର୍ମାଣ ନିଗମ ଭାଙ୍ଗିଛନ୍ତି ସରକାର। ଏଣିକି ରାଜ୍ୟ ସରକାର ୨ଟି ବୋର୍ଡର ବ୍ୟାପାର ବୁଝାଶୁଝା...

‘ମୁଁ ଆଉ ବଞ୍ଚିବାକୁ ଚାହୁଁନି’, ରାଜ୍ୟସଭାରେ ବଡ଼ କଥା କହିଦେଲେ ଖଡ଼ଗେ

ନୂଆଦିଲ୍ଲୀ, ୩୧।୦୭: ସଂସଦରେ ମୌସୁମୀ ଅଧିବେଶନ ଜାରି ରହିଛି । ରାଜ୍ୟ ସଭାରେ ଆଜି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ଅଲଗା ରୂପ ଦେଖିବାକୁ ମିଳିଛି । ଗୃହର ବିରୋଧୀ ଦଳ ନେତା ଅଚାନକ ଭାବୁକ ହୋଇଯାଇଥିଲେ । ପରେ...

ଆରବରେ ଜନ୍ମିତ ହଲୱା କେମିତି ପହଞ୍ଚିଲା ଭାରତ ? ସଂସଦରେ ରାହୁଲ କହିଲେ…

ନୂଆଦିଲ୍ଲୀ, ୩୦।୦୭: ସଂସଦରେ ଜାରି ରହଛି ମୌସୁମୀ ଅଧିବେସନ । ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବଜେଟ୍‌କୁ ନେଇ ଗତକାଲି ସଂସଦରେ ହାଲ୍ଲା କରିଛନ୍ତି । କେନ୍ଦ୍ରୀୟ ବଜେଟ୍‌ ପୂର୍ବରୁ ହୋଇଥିବା ହଲୱା ସେରେମନି ସମୟର ଫଟୋ ଦେଖାଇ...

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ନୋଟିସ୍‌

ଭୁବନେଶ୍ୱର,୨୯ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍‌ ଆଣିଛି କଂଗ୍ରେସ। ଶୂନ୍ୟକାଳରେ ବାଚସ୍ପତି ବାଚସ୍ପତି ସୁରମା ପାଢ଼ୀ ନୋଟିସ୍‌କୁ ଗ୍ରହଣ ମଧ୍ୟ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ପଢ଼ିବା ବେଳେ...

ମୁଖ୍ୟମନ୍ତ୍ରୀ ମୋହନ, ଉପମୁଖ୍ୟମନ୍ତ୍ରୀ କନବର୍ଦ୍ଧନଙ୍କୁ ମୋଦିଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୮।୭: ଶନିବାର ନୂଆଦିଲ୍ଲୀରେ ଭାଜପା ମୁଖ୍ୟମନ୍ତ୍ରୀମାନଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୈଠକ କରିଛନ୍ତି। ନିର୍ବାଚନ ସମୟରେ ଦଳ ପକ୍ଷରୁ ରାଜ୍ୟବାସୀଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତିକୁ ବୈଠକରେ ମୋଦି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝି ଓ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

ୟୁପି କଳି ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି, ଖାଲି ମୁଖ୍ୟମନ୍ତ୍ରୀ କି ଉପମୁଖ୍ୟମନ୍ତ୍ରୀ ନୁହନ୍ତି, ସହକର୍ମୀ ବି ଉଠାଇଲେଣି ସ୍ବର

ନୂଆଦିଲ୍ଲୀ,୨୭ା୭: ଉତ୍ତରପ୍ରଦେଶର ରାଜନୈତିକ ସଙ୍କଟ ବର୍ତ୍ତମାନ ରାଜ୍ୟ ସୀମା ଅତିକ୍ରମ କରି ରାଜଧାନୀ ଦିଲ୍ଲୀରେ ପହଞ୍ଚିଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏବଂ ବ୍ରଜେଶ ପାଠକଙ୍କ ମଧ୍ୟରେ କଳି ଦାଣ୍ଡରେ ପଡ଼ି ହାଟରେ...

ରାଜନୈତିକ ହଲ୍‌ଚଲ୍‌ ଭିତରେ ଦିଲ୍ଲୀରେ ପହଞ୍ଚିଲେ ଯୋଗୀ ଆଦିତ୍ୟନାଥ, ଭାଜପା ବୈଠକରେ ଦେଖିବାକୁ ମିଳିଲା ଏମିତି କିଛି ଦୃଶ୍ୟ

ନୂଆଦିଲ୍ଲୀ,୨୭ା୭: ଶନିବାର ଦେଶର ରାଜଧାନୀ ଦିଲ୍ଲୀଠାରେ ଭାରତୀୟ ଜନତା ପାର୍ଟି (ଭାଜପା)ର ଦୁଇ ଦିନିଆ ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ଭାଜପା ଶାସିତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଅନ୍ୟ ବଡ଼ ନେତାମାନେ ମଧ୍ୟ ସାମିଲ ହୋଇଛନ୍ତି। ଉତ୍ତରପ୍ରଦେଶ ରାଜନୀତି...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି । ଲୋକସଭାରେ ଭାଷଣ ଦେଇ ଲଲନ ସିଂ କହିଛନ୍ତି ଯେ ଭାରତୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri