Tag Archives: bjp

ସୁଜିତ୍ କୁମାରଙ୍କ ଇସ୍ତଫା ପରେ, କିଏ ଯିବ ରାଜ୍ୟ ସଭା? ବଡ଼ ସୂଚନା ଦେଲେ ମନମୋହନ ସାମଲ

ଭୁବନେଶ୍ୱର,୯।୯: ରାଜ୍ୟ ସଭା ଏମପି ପଦରୁ ପୂର୍ବତନ ବିଜେଡି ନେତା ସୁଜିତ କୁମାର ଇସ୍ତଫା ଦେବା ପରେ ଓଡ଼ିଶାରୁ କିଏ ରାଜ୍ୟ ସଭା ଯିବ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏହାରି ମଧ୍ୟରେ ବଡ ମନ୍ତବ୍ୟ ଦେଇଛନ୍ତି ରାଜ୍ୟ ଭାଜପା…

ବିଜେଡିକୁ ଜୟନାରାୟଣ ମିଶ୍ରଙ୍କ ଟାର୍ଗେଟ୍‌, କପି କଲୁ ବୋଲି ଯେଉଁ କହୁଛନ୍ତି, ସେମାନେ ତ କାଳିଆ…

ଭୁବନେଶ୍ୱର,୯।୯(ସୁନିତ୍‌ ମିଶ୍ର): ନୂଆଖାଇ ଅବସରରେ ରାଜ୍ୟର ଭାଜପା ସରକାର ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କରିବା ସଙ୍ଗେ ସଙ୍ଗେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ବନ୍ଧିତ ପୋର୍ଟାଲର ଉନ୍ମୋଚନ କରିଛନ୍ତି। ଏହି ଯୋଜନା ଦ୍ୱାରା ଚାଷୀ ଉପକୃତ ହେବେ ବୋଲି…

ପୁଣି ଧର୍ମେନ୍ଦ୍ରଙ୍କ ବଡ଼ ବୟାନ, କହିଲେ ବଲାଙ୍ଗୀର, ସମ୍ବଲପୁରରେ ସବୁଠୁ ଶାସନ…

ଭୁବନେଶ୍ୱର,୯।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ଜନାଦେଶ ସ୍ବୀକୃତି ପାଇଥିବା ଭାଜପା ସରକାର ବହୁତ କମ୍‌ ସମୟ ମଧ୍ୟରେ ଅନେକ କଲ୍ୟାଣକାରୀ ଯୋଜନାକୁ କାର୍ଯ୍ୟକାରୀ କରୁଛି। ଗରିବ, ଚାଷୀ, ମହିଳା, ଯୁବକ, ପଛୁଆ ତଥା ସବୁ ବର୍ଗର ଉନ୍ନତି ଡବଲ ଇଞ୍ଜିନ ସରକାରର ପ୍ରତିବଦ୍ଧତାରେ…

ଟିକେଟ ମିଳିଲାନି, କାନ୍ଦିଲେ ଭାଜପାର ପୂର୍ବ ବିଧାୟକ

ନୂଆଦିଲ୍ଲୀ,୬।୯: ଭାଜପାର ପୂର୍ବତନ ବିଧାୟକ ଶଶୀ ରଞ୍ଜନ ପରମାରଙ୍କୁ ହରିୟାଣା ବିଧାନସଭା ନିର୍ବାଚନରେ ଟିକେଟ ନ ମିଳି ନ ଥିବାରୁ ଶୁକ୍ରବାର ସେ କାନ୍ଦି ପକାଇଛନ୍ତି। ପୂର୍ବରୁ ଭିଓ୍ବାନୀ ଓ ତୋଶମ୍‌ ଆସନରୁ ପ୍ରତିନିଧିତ୍ୱ କରିଥିବା ପରମାର ଏକ ଟିଭି ଇଣ୍ଟରଭ୍ୟୁ…

ନବୀନଙ୍କୁ କାଉଣ୍ଟର କଲେ ଭାଜପାର ଏହି ନେତ୍ରୀ, କହିଲେ ବିଜେଡି…

ଭୁବନେଶ୍ୱର,୪ା୯: ବିଜେଡି ସୁପ୍ରିମୋ ବୁଧବାର ଭାଜପାକୁ କଡ଼ା ଟାର୍ଗେଟ୍‌ କରିଥିବା ବେଳେ ଭାଜପା ମଧ୍ୟ ଏହାର ପାଲଟା ଜବାବ ଦେଇଛି। ଭାଜପାର ମୁଖପାତ୍ର ଉର୍ମିଳା ମହାପାତ୍ର ନବୀନଙ୍କୁ କଡ଼ା କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ବିଜେଡି ମହିଳାଙ୍କ ପାଇଁ କୁମ୍ଭୀର କାନ୍ଦଣା…

ଭାଙ୍ଗିଲା ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ

ଭୁବନେଶ୍ୱର,୪ା୯: ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମୋହନ ଚରଣ ମାଝି ଅନୁମୋଦନ କରିଛନ୍ତି। ଏହା ଦ୍ୱାରା ରାଜ୍ୟରେ ଥିବା ସମସ୍ତ ୨୩ଟି…

ନିର୍ବାଚନ ବେଳେ ହାତୀ ଦେବୁ, ଘୋଡ଼ା ଦେବୁ, କିନ୍ତୁ କାମରେ ଜିରୋ, କାହିଁକି ଏମିତି କହିଲେ ନବୀନ

ଭୁବନେଶ୍ୱର,୪ା୯: ଶଙ୍ଖ ଭବନରେ ବିଜେଡି ଜିଲା କର୍ମକର୍ତ୍ତା ସମାବେଶରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଭାଜପାକୁ କଡ଼ା ଟାଗେଟ୍‌ କରିଛନ୍ତି। ନବୀନ କହିଛନ୍ତି, ଭାଜପା ନିର୍ବାଚନ ସମୟରେ ଲୋକଙ୍କୁ ମିଛ ପ୍ରତିଶ୍ରୁତି ଦେଇ ନିର୍ବାଚନ ଜିତିଛି। ହାତୀ ଦେବୁ, ଘୋଡ଼ା ଦେବୁ…

ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ମନ୍ତବ୍ୟକୁ ନେଇ ତେଜିଲା ରାଜନୀତି; ବିଜେଡି ଏବଂ ଭାଜପା ମଧ୍ୟରେ ବାକଯୁଦ୍ଧ

ଭୁବନେଶ୍ୱର,୧ା୯: କଟକର ରେଭେନ୍ଶା ବିଶ୍ୱବିଦ୍ୟାଳୟର ନାମ ପରିବର୍ତନ କରିବା ପ୍ରସଙ୍ଗରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମନ୍ତବ୍ୟ ଦେବା ପରେ ଏହାକୁ ନେଇ ରାଜ୍ୟ ରାଜନୀତି ସକ୍ରିୟ ହୋଇଛି। ବିରୋଧୀ ବିଜେଡି କେନ୍ଦ୍ର ମନ୍ତ୍ରୀଙ୍କ ବିବୃତ୍ତିକୁ ତୀବ୍ର ସମାଲୋଚନା କରିବା ସହ…

‘ମୁଁ ଛାତ୍ରୀଛାତ୍ରଙ୍କ ବିରୋଧରେ ଗୋଟିଏ ବି ଶବ୍ଦ କହିନାହିଁ’

କୋଲକାତା,୨୯ା୮: ସରକାରୀ ଡାକ୍ତରଖାନାର ଡାକ୍ତରମାନେ କୋଲକାତାର ଆର୍‌ଜି କର ମେଡିକାଲ କଲେଜରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ବିରୋଧରେ ନିର୍ଯାତନା ମାମଲାରେ ନ୍ୟାୟ ଦାବିରେ ବିରୋଧ କରୁଛନ୍ତି। ଛାତ୍ରୀଛାତ୍ରଙ୍କ ଏହି ଆନ୍ଦୋଳନରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଥିଲେ ଯେ, ଗୋଟିଏ ଏଫ୍‌ଆଇଆର୍‌…

ଓଡ଼ିଶା ପ୍ରସଙ୍ଗରେ ବଡ଼ କଥା କହିଲେ ମମତା: କଡ଼ା ଜବାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୮: ଟ୍ରେନିଂ ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ମାମଲାକୁ ରାଜନୀତିକରଣ କରି ଭାଜପା ରାଜ୍ୟରେ ହିଂସା ସୃଷ୍ଟି କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ରାଜନୈତିକ ଫାଇଦା ଉଦେଶ୍ୟରେ ଭାଜପା ଏପରି କରୁଥିବା କହି…

ରାଜ୍ୟ ସଭାକୁ ୧୨ ସଦସ୍ୟ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ: ସଂଖ୍ୟାଗରିଷ୍ଠତା ହାସଲ କଲା ଏନ୍‌ଡିଏ

ନୂଆଦିଲ୍ଲୀ,୨୭ା୮: ରାଜ୍ୟ ସଭାକୁ ୧୨ ସଦସ୍ୟ ମଙ୍ଗଳବାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ପରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ଉଚ୍ଚ ସଦନରେ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଉପନିର୍ବାଚନରେ ଭାଜପାରୁ ୯ ଜଣ ସଦସ୍ୟ ନିର୍ଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଥିବାବେଳେ ସହଯୋଗୀ ଦଳରୁ ୨ ଜଣ…

ଚମ୍ପାଇ ସୋରେନ ସାମିଲ ହେଲେ ଭାଜପାକୁ କେତେ ଫାଇଦା, ଜାଣନ୍ତୁ କ’ଣ ରହିଛି ମୋଦିଙ୍କ ମାଷ୍ଟରଷ୍ଟୋକ

ରାଞ୍ଚି,୨୭।୮: ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନଙ୍କ ସମ୍ପର୍କରେ ଚାଲିଥିବା ସମସ୍ତ କଳ୍ପନାଜଳ୍ପନା ସୋମବାର ଶେଷ ହୋଇଛି। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ସୋମବାର ବିଳମ୍ବିତ ରାତିରେ ସୂଚନା ଦେଇ କହିଛନ୍ତି, ଚମ୍ପାଇ ସୋରେନ ଶୁକ୍ରବାର (୩୦ ଅଗଷ୍ଟ) ଭାଜପାରେ ଯୋଗଦେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?